-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ମରଣଯନ୍ତା ରାସ୍ତାପାଇଁ ସୋମବାର ବିନିକା ବନ୍ଦ ପାଳନ

31-Jan-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଦିନେ ନୁହେଁ କି ଦୁଇ ଦିନ ନୁହେଁ ଦୀର୍ଘ ୨ବର୍ଷ ହେଲା ବିନିକା ସହର ମୁଖ୍ୟ ରାସ୍ତା ମରଣଯନ୍ତା ପାଲଟିଛି।ଇତି ମଧ୍ୟରେ ରାଜ୍ୟରେ ନୂଆଁ ସରକାର ଶାସନ କରିବାର ୬ମାସ ମଧ୍ୟ ସମ୍ପୂର୍ଣ୍ଣ ହେଲାଣି । ତଥାପି ବି ରାସ୍ତାର ଅବସ୍ଥା ଯଥା ପୂର୍ବମ ତଥା ପରମ ହୋଇ ପଡ଼ିଛି।ବିନିକା ସହର ମୁଖ୍ୟ ରାସ୍ତା ର ପାପକ୍ଷୟ ଛକ ଠାରୁ ଦାନିପାଲି ଛକ ପର୍ଯ୍ୟନ୍ତ ପ୍ରାୟ ୪କିମି ରାସ୍ତା ସମସ୍ତଙ୍କ ପାଇଁ ମରଣଯନ୍ତା ସାଜିଛି ।ଯାଉଥିବା ଯାନବାହନ ଗୁଡିକ ହାତୀ ଝୁଲିଲା ପରି ଯିବା ଆସିବା କରୁଛି ।ବାଇକ,ସାଇକଲ ଆରୋହୀ ରାସ୍ତାରେ ବିଶେଷ ହଇରାନ ହରକତ ହେଉଛନ୍ତି ।ଅସଂଖ୍ୟ ଖାଲ ଖମାରେ ପରିପୂର୍ଣ୍ଣ ଏହି ରାସ୍ତାରେ ଯିବା ଆସିବା କରୁଥିବା ଲୋକଙ୍କ ଛାତି ଧଡ଼ ଧଡ଼ କରୁଛି ତ ଆଉ କେତେକ ବିଭିନ୍ନ ରୋଗରେ ଆକ୍ରାନ୍ତ ହେଲେଣି ବୋଲି ସାଧାରଣରେ ଆଲୋଚନା ହେଉଛି ।୪କିମି ରାସ୍ତା ଅବସ୍ଥା ଯୋଗୁଁ ଯାନବାହାନ ଗୁଡ଼ିକୁ ୩୦/୪୦ମି ସମୟ ଲାଗୁଥିବା ବେଳେ ବାଇକ ଆରୋଗୀଙ୍କୁ ପ୍ରାୟ ୧ଘଣ୍ଟା ସମୟ ଲାଗୁଛି ।ଧୁଲିମୟ ଦଦରା ରାସ୍ତାରେ ନୀତି ପ୍ରତିଦିନ ଦିନକୁ ୨/୩ ଥର ପାଣି ଛିଞ୍ଚନ କରାଯାଉଛି ସତ ହେଲେ ଅଧିକାଂଶ ସ୍ଥାନରେ ପଡ଼ିଥିବା ମାଟି ସ୍ଲିପ ହେଉଛି ।ଯାହା ଫଳରେ ପ୍ରାୟ ଦିନ ମାନଙ୍କରେ ଦୁର୍ଘଟଣା ଘଟୁଥିବାରୁ ନଜିର ରହିଛି। କିଛି ଦିନ ତଳେ ଜଣେ ମହିଳା ବାଇକରୁ ପଡ଼ି ଯିବାରୁ ରାସ୍ତାରେ ଯାଉଥିବା ଏକ ଟ୍ରକ ମାଡ଼ି ଯାଇଥିଲା ଫଳରେ ତାଙ୍କର ଗୋଡ଼ କଟି ଯାଇଥିଲା ।ରାସ୍ତା ଅବସ୍ଥା ଯୋଗୁଁ ଅଞ୍ଚଳ ବାସିଙ୍କ ଙ୍କ ତରଫରୁ ୨୭ତାରିଖରେ ବିନିକା ଠାରେ ଅନୁଷ୍ଠିତ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିରରେ ଦାବିପତ୍ର ପ୍ରଦାନ କରାଯାଇଥିଲା ।ହେଲେ ଜିଲ୍ଲା ପ୍ରଶାସନ ତରଫରୁ ଅଦ୍ୟାବଧି କୌଣସି ପଦକ୍ଷେପ ନିଆ ଗଲା ନାହିଁ ।ଯାହା ଫଳରେ ଆଜି ଶୁକ୍ରବାର ଅଞ୍ଚଳ ବାସୀଙ୍କ ତରଫରୁ ବିନିକା ତହସିଲଦାରଙ୍କ ଜରିଆରେ ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି ।ସୂଚନା ଯୋଗ୍ୟ ଯେ  ବିନିକା ସହରର ମୁଖ୍ୟରାସ୍ତା ୨ବର୍ଷ ହେଲା ମରଣଯନ୍ତା ପାଲଟିଥିବା ବେଳେ କଚ୍ଛପ ଗତିରେ ଚାଲିଛି ରାସ୍ତାକାମ । ଫଳରେ ନିତିଦିନ ଛୋଟବଡ଼ ଦୁର୍ଘଟଣା ଘଟିବା ସହିତ ଖାଲଢିପ ଓ ଧୂଳିମୟ ରାସ୍ତାରେ ଯାତାୟାତ କରି ଲୋକେ ନାହିନଥିବା ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହାକୁ ସହ୍ୟ କରି ନପାରି ଅଞ୍ଚଳ ବାସୀଙ୍କ ତରଫରୁ ଆସନ୍ତା ଫେବୃୟାରୀ 3 ତାରିଖ ସୋମବାର ଦିନ ସକାଳ ୬ଘଣ୍ଟାରୁ ଅପରାହ୍ନ ୨ଘଣ୍ଟା ପର୍ଯ୍ୟନ୍ତ ବିନିକା  ବନ୍ଦ ପାଳନ କରାଯିବ । ଏଇ ବନ୍ଦ ପାଳନରେ କେବଳ ଜରୁରୀ ସେବାକୁ ବାଦଦେଇ ସହରର ସମସ୍ତ ସ୍କୁଲ, କଲେଜ,ବ୍ୟାଙ୍କ,ଦୋକାନବଜାର,ସରକାରୀ ବେସରକାରୀ ଅନୁଷ୍ଠାନ ବନ୍ଦ କରାଯିବା ସହିତ ଗାଡି ଚଳାଚଳ ଠପ ରହିବ ବୋଲି ବିନିକା ଅଞ୍ଚଳ ବାସିଙ୍କ ତରଫରୁ ତହସିଲଦାର ସୀତାରାମ ଭୋଇଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like