-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ସଡ଼କ ଦୁର୍ଘଟଣାରେ ଜୀବନ ହାନୀ ଜାତି ଓ ସମାଜ ପାଇଁ ଅପୂରଣୀୟ କ୍ଷତି :- ଜୀବନର ଗୁରୁତ୍ୱକୁ ଉପଲବ୍ଧ କରିବାକୁ ଜିଲ୍ଲାପାଳଙ୍କ ପରାମର୍ଶ :

31-Jan-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଜାନୁୟାରୀ 0୧ ତାରିଖ ଠାରୁ ୩୧ ତାରିଖ ପର୍ଯ୍ୟନ୍ତ ସଡ଼କ ସୁରକ୍ଷା ମାସ ପାଳନ କରାଯାଇଥିବା ବେଳେ ଆଜି ସଚେତନତା ମାସ ପାଳନର ଉଦଯାପନୀ ଦିବସ ଜିଲ୍ଲା ପରିବହନ ବିଭାଗ ତରଫରୁ ଅନୁଷ୍ଠିତ କରାଯାଇଛି l ଏହି ପରିପ୍ରେକ୍ଷୀରେ ଜିଲ୍ଲା ପରିବହନ ବିଭାଗ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ସଚେତନତା ବାର୍ତ୍ତା ପ୍ରଦାନ କରଥିଲେ। ସେ ଏହି ଅବସରରେ ସମସ୍ତ ଜନସାଧାରଣ ଜୀବନର ଗୁରୁତ୍ୱକୁ ଉପଲବ୍ଧ କରିବାକୁ ପରାମର୍ଶ ଦେଇ ସଡ଼କ ଦୁର୍ଘଟଣାରେ ଜୀବନ ହାନୀ ଜାତି ଓ ସମାଜ ପାଇଁ ଅପୂରଣୀୟ କ୍ଷତି ବୋଲି କହିଥିଲେ।
ବିକାଶଶୀଳ ଦେଶ ବା ରାଜ୍ୟରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁହାର କମ ବା ଶୂନ, ଶୃଙ୍ଖଳିତ ଓ ବ୍ୟବସ୍ଥିତ ଗାଡି ଚାଳନା ଆମ ସାମାଜିକ ଓ ଅର୍ଥନୈତିକ ବିକାଶର ପ୍ରତିଫଳନ। ଏଣୁ ଆମର ଶୃଙ୍ଖଳିତ ଓ ବ୍ୟବସ୍ଥିତ ଜୀବନଚର୍ୟା ସଡ଼କ ଦୁର୍ଘଟଣାକୁ ବହୁମାତ୍ରାରେ ପ୍ରତିହତ କରିପାରିବ ବୋଲି କହିବା ସହିତ ଜିଲ୍ଲାରେ ସଡ଼କ ଦୁର୍ଘଟଣା ମୃତ୍ୟୁହାରକୁ ଶୂନ୍ୟ କରିବା ଲକ୍ଷ୍ୟରେ ସମସ୍ତେ ଆଗେଇ ଆସିବାକୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥିଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କେ କେ ହରିପ୍ରସାଦ, ଉପଜିଲ୍ଲାପାଳ ସୋନପୁର ଡ଼ଃ ସୌମ୍ୟା ରୁପା ରଥ, ଉପ ଆରକ୍ଷୀ ଅଧିକ୍ଷକ ଚନ୍ଦ୍ର ଶେଖର ଶବର ପ୍ରମୁଖ ଯୋଗଦାନ କରି ନିଜନିଜର ସଚେତନତା ବାର୍ତ୍ତା ପ୍ରଦାନ କରି ଯାନବାହାନ ଚାଳନା ସମୟରେ ମନର ଆବେଗରେ ବଶବର୍ତ୍ତୀ ନହେବାକୁ ପରାମର୍ଶ ଦେଇଥିଲେ। ସୁବର୍ଣ୍ଣପୁର ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନା ସମାରୋହରେ ଅଧ୍ୟକ୍ଷତା କରିଥିଲେ। ଜିଲ୍ଲାପ୍ରଶାସନ ତଥା ପରିବହନ ବିଭାଗ ତରଫରୁ ସଚେତନତା ମାସ ପାଳନ ନିମନ୍ତେ ନିଆଯାଇଥିବା ସଡ଼କ ସୁରକ୍ଷା ନିମିତ୍ତ ଗାଡି ଚଳାଚଳ ନିମନ୍ତେ ବ୍ୟବସ୍ଥିତ ଆଇନ, ଦାୟିତ୍ୱ ଓ କର୍ତ୍ତବ୍ୟ ଉପରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମର ଆଲୋକପାତ କରିଥିଲେ। 
ଏହି ପରିପେକ୍ଷୀ ରେ ବିଭିନ୍ନ ସମୟରେ ରାସ୍ତାରେ ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ଡାକ୍ତରଖାନା ରେ ପହଞ୍ଚାଇ ଥିବା ୭ ଜଣ ବ୍ୟକ୍ତି ସର୍ବଶ୍ରୀ ବିନୋଦ ଘଡିଆ ଙ୍କୁ ୪୦୦୦ ଟଙ୍କା,ରୁପେଶ ସର୍ଭଙ୍ଗଙ୍କୁ ୨୦୦୦ ଟଙ୍କା, ଗୋପୀନାଥ ଧାରୁଆଙ୍କୁ ୨୦୦୦ଟଙ୍କା,ତପନ ସାହୁଙ୍କୁ ୨୦୦୦ ଟଙ୍କା,ମାଗୁଣି ଭୋଇଙ୍କୁ ୨୦୦୦ ଟଙ୍କା, ରାଜ କୁମାର ମେହେରଙ୍କୁ ୪୦୦୦ ଟଙ୍କା ଓ ଚିନ୍ମୟ ପଟ୍ଟନାୟକଙ୍କୁ ୨୦୦୦ ଟଙ୍କା ଗୁଡ଼ ସାମରିଟନ୍ ଭାବରେ ପ୍ରତ୍ୟେକଙ୍କୁ ୨୦୦୦ ଟଙ୍କାର ଚେକ୍ ଓ ମାନପତ୍ର ଦେଇ ଅତିଥିବୃନ୍ଦ ସମ୍ମାନିତ କରିଥିଲେ । ପୁନଶ୍ଚ ଜିଲ୍ଳା ସ୍ତରୀୟ ପେଣ୍ଟିଂ ଓ ସ୍ଲୋଗାନ କମ୍ପିଟିସନରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।ଜାତୀୟ ସଡକ ସୁରକ୍ଷା ମାସ ଅବସରରେ ବିଭିନ୍ନ ପ୍ରକାର ସହଯୋଗ ପାଇଁ ସହରରର ବିଭିନ୍ନ ଅନୁଷ୍ଠାନ ଯଥା ବୁଢ଼ାରଜା ଯୁବ ସମାଜ ସେବୀ ସଙ୍ଗଠନ, ନେହେରୁ ଯୁବା କେନ୍ଦ୍ର, ରେଆର ସୋନପୁର, କଦମ୍ବ ମୂଳ ଅନୁଷ୍ଠାନ, ଚାଇଲ୍ଡ ଲାଇନ, କୋଶଳ ଉଚ୍ଚ ବିଦ୍ୟାଳୟକୁ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା। ପରିବହନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଉଦଯାପନୀ ଦିବସ କାର୍ଯ୍ୟକ୍ରମରେ  ସୁକାନ୍ତି ଏକାଡେମୀ, ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟ, କୋଶଳ ଉଚ୍ଚ ବିଦ୍ୟାଳୟ, ମହିଳା ଡିଗ୍ରୀ କଲେଜ, ଚନ୍ଦ୍ର ଏକାଡେମୀ   ପ୍ରଭୁତି ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ର ଛାତ୍ରୀ ଉପସ୍ଥିତ ରହିଥିବା ବେଳେ କାର୍ଯ୍ୟଳୟର ଏମଭିଆଇ ବିଶ୍ୱରଞ୍ଜନ ସାହୁ, ଟିଏସଆଇ ପୂଜା ଭେଙ୍ଗରା, ଅବିନାଶ ଭୁଏ, ହିମାଂଶୁ ରଞ୍ଜନ ସାହୁ, ଚିତ୍ତରଞ୍ଜନ ଭୋଇ, ଜ୍ୟୋତି ପ୍ରସାଦ ସାହୁ, ମଳୟ ପ୍ରତାପ ପାଣିଗ୍ରାହୀ, ଏନଫୋର୍ସମେଣ୍ଟ ଟିମ୍ ଏବଂ କାର୍ଯ୍ୟଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

? ଆମର ଶୃଙ୍ଖଳିତ ଓ ବ୍ୟବସ୍ଥିତ ଜୀବନଚର୍ୟା ସଡ଼କ ଦୁର୍ଘଟଣାକୁ ପ୍ରତିହତ କରିପାରିବ :

? ଜିଲ୍ଲାରେ ସଡ଼କ ଦୁର୍ଘଟଣା ମୃତ୍ୟୁହାରକୁ ଶୂନ୍ୟ କରିବା ସମସ୍ତଙ୍କ ଲକ୍ଷ୍ୟ ହେଉ :

? ଯାନବାହାନ ଚାଳନା ସମୟରେ ମନର ଆବେଗରେ ବଶବର୍ତ୍ତୀ ନହେବାକୁ ପରାମର୍ଶ ଦେଲେ ଅତିଥି ବୃନ୍ଦ :


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like