-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭାଗୀୟ ଅଧିକାରୀ ଚାକିରିରୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା

31-Jan-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର) ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଓ କର୍ମଚାରୀ ଙ୍କ ତରଫରୁ ନବରଙ୍ଗପୁର ଜିଲ୍ଲାପାଳ ଙ୍କ  କାର୍ଯ୍ୟାଳୟର ବିଭାଗୀୟ ଅଧିକାରୀ ଶ୍ରୀମତୀ ଭି. କ୍ରିଷ୍ଣା ଭେଣିଙ୍କୁ ସରକାରୀ  ସେବା କାର୍ଯ୍ୟରୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା l ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନବୀନ ଚନ୍ଦ୍ର ନାୟକଙ୍କ ଉପସ୍ଥିତିରେ ହୋଇଥିବା ବିଦାୟ କାଳୀନ ସମ୍ବର୍ଦ୍ଧନା ସଭାରେ ଭି. କ୍ରିଷ୍ଣା ଭେଣିଙ୍କ କାର୍ଯ୍ୟଶୈଳୀ, କାର୍ଯ୍ୟଦକ୍ଷତା, ଅମାୟିକ ବନ୍ଧୁତା, ଏବଂ ସମସ୍ତଙ୍କ ପ୍ରତି ଥିବା ତାଙ୍କର ନିଷ୍ଠାପର ସହଯୋଗ କୁ ମନେ ପକାଇ ଶ୍ରଦ୍ଧାର ସହିତ କୃତଜ୍ଞତା ଜ୍ଞାପନ କରିବା ସହିତ  ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ କାମନା କରି, ପରିବାର ସହ ଅବସର କାଳୀନ ବାକି ସମୟ ଶୁଭଙ୍କର ହେଉ ବୋଲି ଭଗବାନଙ୍କ ନିକଟରେ ପ୍ରାର୍ଥନା ଜଣାଇଥିଲେ । ଏହି ସଭାରେ ଅନ୍ୟ ମାନଙ୍କ ମଧ୍ୟରେ  ଡେପୁଟି ଜିଲ୍ଲାପାଳ,  ଗୀତାଞ୍ଜଳି ବେହେରା,  ପି ମନସ୍ମିତା, ସହକାରୀ ଜିଲ୍ଲାପାଳ ଆଶୁତୋଷ ପାତ୍ର, ହେମନ୍ତ ସୌରା, ବିନାୟକ ଖାଡ଼ଙ୍ଗା, ଅଶ୍ୱିନ ମାଝୀ, ଶିବ ଶଙ୍କର ପାଢି, ବିଜୟ ସାହୁ, ସୁରେଶ ପଟ୍ଟନାୟକ, ଜିତେନ୍ଦ୍ର ଚୌଧୁରୀ,  ଅଜୟ ନାୟକ, ସତ୍ୟନାରାୟଣ ସାହୁ,  ଯୋଛନା ଚୌଧୁରୀ, ସୁନୀଲ କୁମାର ଦାସ,ରାମ ଚନ୍ଦ୍ର ରଘୁ ମଣ୍ଡଳ, ସଞ୍ଜୀବ ପଣ୍ଡା, ଦିବାକର ପଟନାୟକ,ବିଶ୍ୱଜିତ ମହାନ୍ତି, ସୁରଚି ବେହେରା, ସୀତାରାମ ବେହେରା, ହର୍ଷା ଜୈନ, ପ୍ରଣତି ମାଝୀ, ବବିତା ପଟ୍ଟନାୟକ, କବିତା ବ୍ରହ୍ମା, ସୌରଭ ଦାସ, ରିନା ପାତ୍ର ପ୍ରମୁଖ ଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like