-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ଭୀମ ଭୋଇ ସ୍ୱତନ୍ତ୍ର ଆବାସିକ ବିଦ୍ୟାଳୟର ୧୧ତମ ବାର୍ଷିକୋତ୍ସବ ସମାରୋହ

31-Jan-2025



କଣ୍ଟାମାଳ(ଜୟକୁମାର ମହାରଣା): କଣ୍ଟାମାଳ ବ୍ଲକ କୋଡ଼ିବାହାଲ (କୁରୁକୁପା) ଭୀମ ଭୋଇ ସ୍ୱତନ୍ତ୍ର ଆବାସିକ ବିଦ୍ୟାଳୟର ୧୧ତମ ବାର୍ଷିକୋତ୍ସବ ସମାରୋହ ଅନୁଷ୍ଠିତ ହୋଇଯାଇଛି l ପ୍ରତିଷ୍ଠାତା ମନବୋଧ ନନ୍ଦଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରିବାରରେ ଯଦି ସ୍ୱରନ୍ତ୍ର ସନ୍ତାନ ଜନ୍ମ ହୁଅନ୍ତି, ତାକୁ ସ୍ୱତନ୍ତ୍ର ଲାଳନ ପାଳନ କଲେ ସେ ଜମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇ ପାରିବ ବୋଲି କହିଥିଲେ l ସୋନପୁର ରାଜ କଲେଜ ଅଧ୍ୟକ୍ଷ କମଳ ହରିପାଳ ମୁଖ୍ୟ ବକ୍ତା, ଜିଲା ପରିଷଦ ସଦସ୍ୟା ସୁମିତ୍ରା ସାହୁ, ସମାଜସେବୀ ଚିତ୍ତରଞ୍ଜନ ପାତ୍ର, ଶିଳ୍ପପତି କରୁଣାକର ସାହୁ, ଖମନମୁଣ୍ଡା ସରପଞ୍ଚ ଅଳକା ପ୍ରଧାନ, ନାରାୟଣପ୍ରସାଦ ସରପଞ୍ଚ ପ୍ରତିନିଧି ସତ୍ୟନାରାୟଣ ମାଝୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବିପିନ ଭୋଇ, ସୋନପୁର ରାଜ କଲେଜର ଅବସରପ୍ରାପ୍ତ ଅଧ୍ୟାପକ ଜ୍ୟୋତିରଞ୍ଜନ ବହିଦାର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ l ଘନଶ୍ୟାମ ନାଏକ ଅତିଥି ସ୍ୱାଗତ କରିଥିଲେ l ରାହାସ ବିଭାର ବାର୍ଷିକ ବିବରଣୀ ପଠନ ଓ ଧନ୍ୟବାଦ ଦେଇଥିଲେ l ଏହି ଅବସରରେ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯାଇଥିଲା l ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like