-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ଅତାବିରା ବାଳିକା ଉଚ୍ଚ ବିଦ୍ୟାଳୟ ର ୬୦ତମ ବାର୍ଷିକ ଉତ୍ସବ ପାଳିତ

31-Jan-2025



ଅତାବିରା(ଆକାଶ ମିଶ୍ର): ବରଗଡ ଜିଲ୍ଲା ଅତାବିରା ଏନ୍ ଏସି ଅନ୍ତର୍ଗତ ୱାର୍ଡ ନଂ -୭ ସମ୍ବଲପୁର-ବରଗଡ ୱେ ୫୩ନଂ ମୁଖ୍ୟ ଜାତୀୟ ରାଜପଥ ରେ କଡ ସ୍ଥିତ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ରେ ୬୦ତମ ବାର୍ଷିକ ଉତ୍ସବ ମହା ସମାରୋହରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତା ରେ ମୁଖ୍ୟ ଅତିଥି ବିଧାୟକ ନିହାର ମହାନନ୍ଦ, ନିମନ୍ତ୍ରିତ 

 ଅତିଥି ଭାବେ ଏନ୍ ଏସି ଅଧ୍ୟକ୍ଷ ବନମାଳୀ ବରିହା, ମିଶ୍ରାଣି କୁମ୍ଭାର,ମଛିନ୍ଦ୍ର ମଲ୍ଲିକ ଯୋଗ ଦେଇଥିବା ବେଳେ କୋଶଳୀ କବି ତେଜରୁ ବାରିକ ଓ ରଞ୍ଜିତ ପ୍ରଧାନ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ।ଅତିଥି ମାନେ ପ୍ରଥମେ ବାଗ ଦେବୀ ସରସ୍ଵତୀ,ଗଜାନନ ଓ ଇଷ୍ଟ ଦେବୀ ମାଁ ସମଲେଶ୍ଵରୀ ଙ୍କ ଠାରେ ପୂଜାର୍ଚ୍ଚନା ପୂର୍ବକ ଧୂପ ଦୀପ,ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଥିଲା।ଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଗାନ କରି ଶିକ୍ଷୟିତ୍ରୀ ଅଂଶୁମାଲା ମିଶ୍ର ଅତିଥି ପରିଚୟ ସହ ମଞ୍ଚ ପରିଚାଳନା କରିଥିଲେ।ଶିକ୍ଷୟିତ୍ରୀ ଗୀତାଞ୍ଜଳି ବେହେରା ବାର୍ଷିକ ବିବରଣୀ ପଠନ କରିଥିଲେ।ଉତ୍ସବ ରେ ପୂର୍ବକ ହୋଇଥିବା ବାର୍ଷିକ କ୍ରୀଡା ରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା କରି ଚମ୍ପିୟାନ ହୋଇଥିବା ଦଶମ ଶ୍ରେଣୀ ଛାତ୍ରୀ ଶ୍ରଦ୍ଧା ପ୍ରଧାନ,ସପ୍ତମ ଶ୍ରେଣୀ ଛାତ୍ରୀ ପୂଜା ଭଗତ ଓ ପଞ୍ଚମ ଶ୍ରେଣୀ

ଛାତ୍ରୀ ଆରତୀ ଭଗତ ଙ୍କୁ ପୁରସ୍କୃତ କରାଯାଇଥିଲା।ଏହା ବ୍ୟତୀତ ନୃତ୍ୟ ସଙ୍ଗୀତ ତଥା ବିଭିନ୍ନ ପ୍ରତିଯୋଗିତା ରେ ୬୫ଜ ଣ କୃତିତ୍ୱ ଛାତ୍ରୀ ମାନଙ୍କୁ ଟ୍ରଫି ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ଏହା ସାଙ୍ଗକୁ ୨୦୨୩/୨୪ ମସିହାରେ ବାର୍ଷିକ ହାଇସ୍କୁଲ ପରୀକ୍ଷାରେ ସର୍ବୋଚ୍ଚ ନମ୍ୱର୍ ରଖିଥିବା ଛାତ୍ରୀ ନିଳୀମା ପଶାୟତଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା।ବିଦ୍ୟାଳୟ କମିଟି ର କର୍ମକର୍ତ୍ତା,ଅବିଭାବକ/ଅବିଭାବିକା, ଶିକ୍ଷକ/ଶିକ୍ଷୟତ୍ରୀ,କର୍ମଚାରୀ,ପରିଶେଷରେ ଶିକ୍ଷୟିତ୍ରୀ ରୁବି ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like