-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ହିର୍ଲିପାଲି ରେ ବିଦ୍ୟାଳୟ ସମୂହ ବାର୍ଷିକ ଉତ୍ସବ

31-Jan-2025



ଅତାବିରା (ଆକାଶ ମିଶ୍ର ) ଅତାବିରା ବ୍ଲକ୍ ଅନ୍ତର୍ଗତ  ହିର୍ଲିପାଲି ଉଚ୍ଚ ବିଦ୍ୟାଳୟ ପରିସରରେ  ପ୍ରାଥମିକ,ଉଚ୍ଚ ପ୍ରାଥମିକ  ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟ ର ମିଳିତ ସମୂହ ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି।ଉତ୍ସବରେ ବିଧାୟକ ନିହାର ରଞ୍ଜନ ମହାନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସରପଞ୍ଚ କବିତା ସାହୁ,ସମିତି ସଭ୍ୟ ବିଦ୍ୟାଧର ପ୍ରଧାନ ଓ ସମାଜ ସେବୀ ମହେଶ ଅଗ୍ରୱାଲ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ରହିଥିଲେ। ଛାତ୍ରୀ ମାନେ ସ୍ଵାଗତ ସଙ୍ଗୀତ ଗାନ କରି ଅତିଥିଙ୍କ ସ୍ଵାଗତ କରିଥିଲେ ।ଶିକ୍ଷକ ବଳରାମ  ସାହୁ ଅତିଥି ପରିଚୟ ପ୍ରଦାନ ସହ ମଞ୍ଚ ପରିଚାଳନା କରିଥିଲେ । ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କୌଶିକ ଚନ୍ଦ୍ର ଦାଶ ବାର୍ଷିକ ବିବରଣୀ ପାଠ କରିଥିଲେ ।  କ୍ରୀଡା ଶିକ୍ଷକ ପ୍ରତାପ ଗଡତିଆ ପୁରସ୍କାର ବିତରଣୀ ଉତ୍ସବ କୁ ପରିଚାଳନା କରିଥିଲେ । ଉପରୋକ୍ତ  ବିଦ୍ୟାଳୟ ମାନଙ୍କରେ  ହୋଇଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ କୃତି ହୋଇଥିବା  ୩୭୫ ଜଣ ଛାତ୍ର ଛାତ୍ରୀ ଙ୍କୁ  ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା ।ବାର୍ଷିକ କ୍ରୀଡ଼ାରେ ବାଳକ ବିଭାଗରେ ଚାମ୍ପିଅନ ହୋଇଥିବା ନବମ ଶ୍ରେଣୀ ଛାତ୍ର ମୁକେଶ ସେଠ୍ ଓ ବାଳିକା  ବିଭାଗରେ ଚାମ୍ପିଅନ ସସ୍ମିତା କଟୁଆଳ ,   ପଞ୍ଚମ, ଅଷ୍ଟମ ଓ ଦଶମ ଶ୍ରେଣୀ ରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ଯଥାକ୍ରମେ ପୁନମ ପଟେଲ,  ଜସ୍ମିନ ଭୋଇ ଓ ଲିପ୍ସା ପ୍ରଧାନ ଙ୍କୁ ଗ୍ରାମର ସ୍ବର୍ଗତ  ଲକ୍ଷ୍ମୀ ପ୍ରଧାନ ସ୍ମୃତି ରେ " ଲକ୍ଷ୍ମୀ" ମେଧା ପୁରସ୍କାର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ଓଷ୍ଟା ପକ୍ଷରୁ ଆୟୋଜିତ  ଶିଶୁ ମେଳା  ରେ ସାଧାରଣ ଜ୍ଞାନ ରେ ଜିଲ୍ଲାରୁ  ରାଜ୍ୟ ସ୍ତର କୁ ମନୋନୀତ ହୋଇ ଅଂଶଗ୍ରହଣ କରିଥିବା   ହେତୁ   ଦଶମ ଶ୍ରେଣୀ  ଛାତ୍ରୀ ସାଇନା ପ୍ରଧାନ
ସ୍ବତନ୍ତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି ଅବସରରେ ରଙ୍ଗୋଲି, ନୃତ୍ୟ ,ସଙ୍ଗୀତ, ଚିତ୍ରାଙ୍କନ ଆଦି ପ୍ରତିଯୋଗିତା ହୋଇଥିଲା । ଏହାକୁ ଗ୍ରାମବାସୀ ତଥା ଦର୍ଶକ ଙ୍କ ପାଇଁ ବେଶ୍ ଆକର୍ଷଣୀୟ ହୋଇଥିଲା । ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ  ଜି ଏଲ, ଏନ୍ ଛୁରିଆ ଧନ୍ୟବାଦ୍ ଅର୍ପଣ କରିଥିଲେ ।ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ଉଚ୍ଚ ବିଦ୍ୟାଳୟ ର ପୂର୍ବତନ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଆନନ୍ଦ ସାହୁ, ଓକିଲ ପ୍ରଧାନ, ଶିବାଜି ବିଶି, ଶିକ୍ଷକ ଦୀପକ ପ୍ରଧାନ, ଶୁଭ୍ରାଂଶୁ ସାହୁ, ନିରଞ୍ଜନ ଭୁଏ, କର୍ମଚାରୀ ଅଚ୍ୟୁତ ନାଥ,  ମୀନକେତନ ପଶାୟତ, ସନ୍ତୋଷ ପଟେଲ, ରାଜକିଶୋର ସେଠ୍, ପରିଚାଳନା କମିଟିର ସମସ୍ତ କର୍ମକର୍ତ୍ତା, ଗ୍ରାମବାସୀ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like