-+91-9937148622 |

prerana_bgr@rediffmail.com |

  Wednesday 1st July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ଅଞ୍ଚଳରେ ମଧ୍ୟରାତ୍ରରୁ ମୂଷଳଧାରାରେ ଲାଗି ରହିଛି ବର୍ଷା।   (01-Jul-2026)       ||      *ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର* *ପାରମ୍ପରିକ ଲୋକକଳା: ସରମଙ୍ଗଲା*   (01-Jul-2026)       ||      ପରିବେଶ ଅନୁକୂଳ ଜୀବନ ପାଇଁ ସାମୂହିକ ପ୍ରୟାସ ଅପରିହାର୍ଯ୍ୟ   (01-Jul-2026)       ||      *ଓଡିଶା ଆଦିତ୍ୟ ବାହିନୀ ନୂତନ ଶାଖା ଗଠନ   (01-Jul-2026)       ||      ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (01-Jul-2026)       ||      କଣ୍ଟାବାଞ୍ଜିରେ ମଦ ଦୋକାନୀ ଗ୍ରାହକଙ୍କୁ ନିସ୍ତୁକ ମାଡ଼ ମାରିଲେ♦️ ଟଙ୍କାର ପ୍ରଲୋଭନ ଦେଖାଇ ଘଟଣା ଚାପି ଦେଲେ    (30-Jun-2026)       ||      ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   (30-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ;   (30-Jun-2026)       ||      କନବାର ରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ    (30-Jun-2026)       ||      କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   (30-Jun-2026)       ||      ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   (30-Jun-2026)       ||      ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   (30-Jun-2026)       ||      ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||     

HOME   ଜିଲ୍ଲା

ଫେବୃଆରୀ ୬ରୁ ଆରମ୍ଭ ହେବ ୭ମ ବିଛୁବାହାଲି କପ୍ କ୍ରିକେଟ ଟୁର୍ନାମେଣ୍ଟ

31-Jan-2025



ବେଲପଡା (ତ୍ରିନାଥ ବାଗ )ବଲାଙ୍ଗୀର ଜିଲ୍ହା ବେଲପଡା ବ୍ଲକ ଅନ୍ତର୍ଗତ ବିଛୁବାହାଲି ରେ ଗ୍ରାମ ରେ ଆରମ୍ଭ ହେବାକୁ ଯାଉଛି ୭ମ ବିଛୁବାହାଲି କପ୍ କ୍ରିକେଟ ଟୁର୍ନାମେଣ୍ଟ lଫେବୃଆରୀ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ lଏଥିରେ ସର୍ବମୋଟ ୧୬ଗୋଟି ଦଳ ଭାଗନେବେ I ଲିଗ୍ ମ୍ୟାଚ ୧୦ ଓଭର ଓ ସେମି ଫାଇନାଲ ଏବଂ ଫାଇନାଲ ରେ ୧୪ ଓଭର ଖେଳାଯିବ l ଟୁର୍ନାମେଣ୍ଟ ର ବିଜେତା ଦଳ କୁ ନଗଦ ୨୦ ହଜାର ଅର୍ଥରାଶି ଏବଂ ଉପବିଜେତା ଦଳକୁ ନଗଦ ୧୨ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ଆୟୋଜକ କମିଟି ର ସଭାପତି ଲଲିତ ମୋହନ ମାଝୀ, ସାଧାରଣ ସମ୍ପାଦକ ଚକାଡୋଳା ମାଝୀ, ସଦସ୍ୟ ଲଲିତ ମୋହନ ମାଝୀ, କିଶୋର ଚନ୍ଦନ, ପ୍ରକାଶ ଚନ୍ଦନ, କାହ୍ମା ପାତ୍ର ପ୍ରମୁଖ ପ୍ରକାଶ କରିଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ଅଞ୍ଚଳରେ ମଧ୍ୟରାତ୍ରରୁ ମୂଷଳଧାରାରେ ଲାଗି ରହିଛି ବର୍ଷା।   01-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର* *ପାରମ୍ପରିକ ଲୋକକଳା: ସରମଙ୍ଗଲା*   01-Jul-2026
  ଜିଲ୍ଲା  
ପରିବେଶ ଅନୁକୂଳ ଜୀବନ ପାଇଁ ସାମୂହିକ ପ୍ରୟାସ ଅପରିହାର୍ଯ୍ୟ   01-Jul-2026
  ଜିଲ୍ଲା  
*ଓଡିଶା ଆଦିତ୍ୟ ବାହିନୀ ନୂତନ ଶାଖା ଗଠନ   01-Jul-2026
  ଜିଲ୍ଲା  
ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   01-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ମଦ ଦୋକାନୀ ଗ୍ରାହକଙ୍କୁ ନିସ୍ତୁକ ମାଡ଼ ମାରିଲେ♦️ ଟଙ୍କାର ପ୍ରଲୋଭନ ଦେଖାଇ ଘଟଣା ଚାପି ଦେଲେ   30-Jun-2026
  ଜିଲ୍ଲା  
ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   30-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ;   30-Jun-2026
  ଜିଲ୍ଲା  
କନବାର ରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   30-Jun-2026
  ଜିଲ୍ଲା  
କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   30-Jun-2026
  ରାଜ୍ୟ  
ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   30-Jun-2026
  ଜିଲ୍ଲା  
ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   30-Jun-2026

You Might Also Like