-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ସାହିତ୍ୟ ଏକାଡେମୀରେ ଲିଥୁଆନିଆର ଲେଖକଙ୍କ ଗଳ୍ପ ପାଠ

31-Jan-2025



ନୂଆଦିଲ୍ଲୀ(ପ୍ରେରଣାଖବର): ଲିଥୁଆନିଆ ଗଣରାଜ୍ୟର ଦୂତାବାସ ସହଯୋଗରେ ସାହିତ୍ୟ ଏକାଡେମୀ ଦ୍ୱାରା ଏକ ସ୍ବତନ୍ତ୍ର ସାହିତ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଲିଥୁଆନିଆର ପ୍ରଖ୍ୟାତ ଲେଖକ, ଦାର୍ଶନିକ ଏବଂ  ସମାଲୋଚକ ୟାରୋସ୍ଲାଭାସ୍ ମେଲନିକାସ୍ ତାଙ୍କ ଗଳ୍ପ ସଂଗ୍ରହ 'ଦି ଲାଷ୍ଟ ଡେ'ରୁ ଏକ ଗଳ୍ପ ପାଠ କରିଥିଲେ। ଭାରତରେ ଥିବା ଲିଥୁଆନିଆ ଦୂତାବାସର ରାଷ୍ଟ୍ରଦୂତ ଡାଏନା ମିକେଭିସିଏନେ

ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମ ଆରମ୍ଭରେ ସାହିତ୍ୟ ଏକାଡେମୀର ସଚିବ କେ. ଶ୍ରୀନିବାସରାଓ ସମସ୍ତଙ୍କୁ ସ୍ୱାଗତ କରିଥିଲେ। ସ୍ୱାଗତ ଭାଷଣରେ ଡକ୍ଟର ରାଓ କହିଥିଲେ ଯେ ସମସ୍ତ ଲେଖକ ଆମ ଜୀବନ ଏବଂ ଚାରିପାଖର ପରିବେଶ ମଧ୍ୟରେ ସମ୍ପର୍କକୁ ବୁଝିବାକୁ ଚେଷ୍ଟା କରନ୍ତି। ଏହି ପ୍ରକ୍ରିୟା ମଧ୍ୟରେ ପ୍ରତ୍ୟେକ ଲେଖକ ଏହାକୁ ଭିନ୍ନ ଭିନ୍ନ ଦୃଷ୍ଟିରେ ଦେଖନ୍ତି ଏବଂ ଲେଖନ୍ତି। ୟାରୋସ୍ଲାଭସ୍ ମେଲନିକସ୍ ଜଣେ ଦାର୍ଶନିକ ଏବଂ ଚିନ୍ତକ  ଭାବରେ ମାନବ ଅସ୍ତିତ୍ୱ ବିଷୟରେ ମଧ୍ୟ ପ୍ରଶ୍ନ ଉଠାଇ ଆସୁଛନ୍ତି । ଆଧୁନିକ ସମାଜରେ ବିକାଶ ଏବଂ ପ୍ରଯୁକ୍ତିବିଦ୍ୟା ଯୋଗୁଁ ଆସିଥିବା ପରିବର୍ତ୍ତନଗୁଡ଼ିକୁ ସେ ଗମ୍ଭୀରତାର ସହିତ ଅନୁଭବ କରି ଲେଖିଛନ୍ତି। ଏହା ଆମର ନୈତିକ ଆଚରଣ ଉପରେ କିଭଳି ପ୍ରଭାବ ପକାଏ ତାହା ମଧ୍ୟ ଦର୍ଶାଇଛନ୍ତି।
ଲିଥୁଆନିଆ ଦୂତାବାସର ରାଷ୍ଟ୍ରଦୂତ  ଡାଏନା ମିକେଭିସିଏନେ ଏଭଲି କାର୍ଯ୍ୟକ୍ରମ ଆୟୋଜନ ପାଇଁ ସାହିତ୍ୟ ଏକାଡେମୀକୁ ଧନ୍ୟବାଦ ଜଣାଇ କହିଥିଲେ ଯେ ଅନୁବାଦ ମାଧ୍ୟମରେ  ଲିଥୁଆନିଆ ଏବଂ ଭାରତର ସାହିତ୍ୟ ମଧ୍ୟରେ ଆଦାନ ପ୍ରଦାନପାଇଁ ଉଦ୍ୟମ କରାଯିବ। ନିଜର ପରିଚୟ ଦେଇ ୟାରୋସ୍ଲାଭାସ୍ ମେଲନିକସ୍ କହିଥିଲେ ଯେ ସେ ୧୫ଟି ପୁସ୍ତକ ରଚନା କରିଛନ୍ତି ଯାହା ଇଂରାଜୀ, ଜର୍ମାନ ଏବଂ ଫରାସୀ ଭାଷାରେ ଅନୂଦିତ ହୋଇଛି। ନିକଟରେ, ତାଙ୍କ କାହାଣୀ ଉପରେ ଆଧାରିତ ଏକ ଫିଚର ଫିଲ୍ମ ମଧ୍ୟ ପ୍ରଦର୍ଶିତ ହୋଇଛି। ତା’ପରେ ସେ ଲିଥୁଆନିଆନ ଭାଷାରେ ତାଙ୍କ ଗଳ୍ପର ଏକ ଅଂଶ ପାଠ କରିଥିଲେ ଏବଂ ତାହାର ଇଂରାଜୀ ଅନୁବାଦ ରାଷ୍ଟ୍ରଦୂତଙ୍କ ଦ୍ୱାରା ଉପସ୍ଥାପିତ ହୋଇଥିଲା। ଏହା ପରେ ରେଖା ସେଠୀ ସମ୍ପୂର୍ଣ୍ଣ କାହାଣୀର ହିନ୍ଦୀ ଅନୁବାଦ ଉପସ୍ଥାପନ କରିଥିଲେ ଯାହାର ଶୀର୍ଷକ ଥିଲା "ତୁମେ ମୋତେ କ୍ଷମା କରିବ କି?" କାହାଣୀଟିରେ ମାନବୀୟ ଭାବନାକୁ ଭିନ୍ନ ଢଙ୍ଗରେ ଦର୍ଶାଯାଇଛି। କାର୍ଯ୍ୟକ୍ରମ  ଶେଷରେ ଉପସ୍ଥିତ ଶ୍ରୋତାମାନେ ଲେଖକଙ୍କୁ  ବିଭିନ୍ନ ପ୍ରଶ୍ନ ପଚାରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like