-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||     

HOME   ଜିଲ୍ଲା

ଜୈବିକ ଖତକୁ ଦିଆଯାଉନାହିଁ ଗୁରୁତ୍ୱ ହତାଶ ହେଉଛନ୍ତି ଜୈବିକ ଖତ ଉତ୍ପାଦନକାରି

01-Feb-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): କେନ୍ଦ୍ର ଓ ରାଜ୍ୟ ସରକାର ଜୈବିକ ପ୍ରଣାଳୀରେ କୃଷି ଭିତ୍ତିକ ଫସଲ ଅମଳ କରିବାକୁ କୃଷକ ମାନଙ୍କୁ ବିଭିନ୍ନ ଗଣ ମାଧ୍ୟମରେ ପ୍ରଚାର ପ୍ରସାର କରୁ ଥିବାବେଳେ ବାସ୍ତବ ପକ୍ଷେ ଏହା ଦିଗହରା ହେଉଛି ବୋଲି ଜୈବିକ ଖତ ପ୍ରସ୍ତୁତ କରୁଥିବା ଯୁବ ଚାଷୀ ଜ୍ୟୋତିକାନ୍ତ ମହାପାତ୍ର ମତ ରଖିଛନ୍ତି। ସୂଚନା ମୁତାବକ ବରୀ ବ୍ଲକ ଅଟିରା ପଂଚାୟତ ଅରୁଆଳ ନିକଟରେ ଯୁବ ଚାଷୀ ଜୈବିକ ସାର ପ୍ରସ୍ତୁତ କରିବା ଓ ଏହାର ଅଭାବୀ ବିକ୍ରି ଯୋଗୁଁ କ୍ଷତି ସହିବା ପରେ ଓଡ଼ିଶାର ମୁଖ୍ୟ ମନ୍ତ୍ରୀ,କୃଷି ମନ୍ତ୍ରୀ ଓ ବରୀ ବ୍ଲକ ର କୃଷି ବିଭାଗର ଅଧିକାରୀକୁ ସଚେତନତା ପାଇଁ ପତ୍ର ଲେଖି ଥିଲେ ମଧ୍ୟ ସରକାରଙ୍କ ତରଫରୁ ଏ କ୍ଷେତ୍ରରେ କୌଣସି ପଦକ୍ଷେପ ନିଆଯାଇନଥିବା ଘଟଣାକୁ ଅତ୍ୟନ୍ତ କ୍ଷୋଭର ସହିତ ପ୍ରକାଶ କରିଛନ୍ତି। ବିଶେଷ କରି ଯୁବ ଚାଷୀ ମାନଙ୍କୁ ଜୈବିକ ପ୍ରଣାଳୀ ରେ କୃଷି କାର୍ଯ୍ୟ କରି ଆତ୍ମ ନିର୍ଭରଶୀଳ ହେବାକୁ କେନ୍ଦ୍ର ଓ ରାଜ୍ୟ ସରକାର ଡିଣ୍ଡିମ ପିଟୁ ଥିବା ବେଳେ ଦୀପ ତଳ ଅନ୍ଧାର ଭଲି ବ୍ଲକର କୃଷି କାର୍ଯ୍ୟାଳୟ ରୁ ମାତ୍ର ୩କିମି ଦୂରରେ ଅବସ୍ଥିତ ଏହି ଜୈବିକ ସାର ପ୍ରସ୍ତୁତି କରୁଥିବା ସେହି ଯୁବଚାଷୀ ମହାପାତ୍ରଙ୍କ ଉପରେ ନଜର ନପଡିବା ଅତ୍ୟନ୍ତ ଦୁଃଖ ଓ ପରୀତାପର ବିଷୟ ବୋଲି ସାଧାରଣରେ ଆଲୋଚିତ ହେଉଛି। ଯୁବ ଚାଷୀ ଜଣଙ୍କ  ଲଙ୍କା, ବରକୋଳି, ଟମାଟୋ, ବାଇଗଣ, କଲରା, ଭେଣ୍ଡି, ଜହ୍ନି, କାକୁଡି, ବିମ୍ସ, ଝୁଡ଼ଙ୍ଗ, ଆଳୁ, କଖାରୁ ଠାରୁ ଆରମ୍ଭ କରି ଫୁଲ ଚାଷ ପାଇଁ,କାମିନୀ, ଗେଣ୍ଡୁ, ଗୋଲାପ ପ୍ରଭୁତି ଚାଷ କରି ଜୈବିକ ସାର ର ବିକ୍ରି କ୍ଷେତ୍ରରେ ବ୍ଲକ ର କୃଷି ବିଭାଗ ତରଫରୁ ସଚେତନତା କାର୍ଯ୍ୟକ୍ରମ କରା ଯାଇ କୃଷକ ମାନଙ୍କୁ ଏକ୍ଷେତ୍ର ରେ ସାମିଲ କରାଗଲେ ଆଗାମୀ ଦିନରେ ଜୈବିକ ପ୍ରଣାଳୀରେ କୃଷି କାର୍ଯ୍ୟ ହେବା ସହିତ କୃଷକ ମାନେ ଉପକୃତ ହୋଇ ପାରିବେ ବୋଲି ସାଧାରଣରେ ମତ ପ୍ରକାଶ ପାଉଛି। ଏ ବିଷୟ ରେ ବରୀ କୃଷି ବିଭାଗର ଅଧିକାରୀଣୀ ଜ୍ୟୋତିର୍ମୟୀ ବେହେରାଙ୍କୁ ପଚାରିବା ରେ ସେ କୁହନ୍ତି  ମୁଁ ନୂତନ ଭାବେ ଏହି ବିଭାଗରେ ଯୋଗ ଦେଇଛି ଜୈବିକ ଖତ ଉତ୍ପାଦନ କରୁଥିବା ଯୁବ ଚାଷୀଙ୍କ ନିକଟରେ ପହଂଚି କିଭଳି ଭାବେ ଏହି ଜୈବିକ ସାରକୁ କୃଷକ ମାନେ ବ୍ୟବହାର କରିବେ ସେ କ୍ଷେତ୍ରରେ ଗୁରୁତ୍ୱ ଦିଆଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026

You Might Also Like