-+91-9937148622 |

prerana_bgr@rediffmail.com |

  Wednesday 1st July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   (01-Jul-2026)       ||      ଆଇନ ସଚେତନତା ଶିବିର    (01-Jul-2026)       ||      ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   (01-Jul-2026)       ||      କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   (01-Jul-2026)       ||      ୧୧୯ କଲୋନୀର ନର୍ଦ୍ଦମା ଅବରୋଧ,ଜଳ ନିଷ୍କାସନ ବାଧାପ୍ରାପ୍ତ    (01-Jul-2026)       ||      ବିନିକା ଅଞ୍ଚଳରେ ମଧ୍ୟରାତ୍ରରୁ ମୂଷଳଧାରାରେ ଲାଗି ରହିଛି ବର୍ଷା।   (01-Jul-2026)       ||      *ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର* *ପାରମ୍ପରିକ ଲୋକକଳା: ସରମଙ୍ଗଲା*   (01-Jul-2026)       ||      ପରିବେଶ ଅନୁକୂଳ ଜୀବନ ପାଇଁ ସାମୂହିକ ପ୍ରୟାସ ଅପରିହାର୍ଯ୍ୟ   (01-Jul-2026)       ||      *ଓଡିଶା ଆଦିତ୍ୟ ବାହିନୀ ନୂତନ ଶାଖା ଗଠନ   (01-Jul-2026)       ||      ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (01-Jul-2026)       ||      କଣ୍ଟାବାଞ୍ଜିରେ ମଦ ଦୋକାନୀ ଗ୍ରାହକଙ୍କୁ ନିସ୍ତୁକ ମାଡ଼ ମାରିଲେ♦️ ଟଙ୍କାର ପ୍ରଲୋଭନ ଦେଖାଇ ଘଟଣା ଚାପି ଦେଲେ    (30-Jun-2026)       ||      ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   (30-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ;   (30-Jun-2026)       ||      କନବାର ରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ    (30-Jun-2026)       ||      କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   (30-Jun-2026)       ||      ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   (30-Jun-2026)       ||      ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   (30-Jun-2026)       ||      ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||     

HOME   ଜିଲ୍ଲା

ଓଜେୟୁ ସାଧାରଣ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ  ଦିବ୍ୟ ପଟ୍ଟନାୟକ ସଭାପତି ଓ ସତ୍ୟଜିତ ପଣ୍ଡା ସମ୍ପାଦକ

01-Feb-2025



କଣ୍ଟାମାଳ(ଜୟକୁମାର ମହାରଣା):  ବୌଦ୍ଧ ଜିଲ୍ଲା ଜର୍ଣ୍ଣାଲିଷ୍ଟ ଫୋରମ କାର୍ଯ୍ୟାଳୟ ଠାରେ ଓଡିଶା ଜର୍ଣ୍ଣାଲିଷ୍ଟ ୟୁନିଅନ ବୌଦ୍ଧ ଜିଲ୍ଲା ଶାଖାର ଏକ ଗୁରୁତ୍ୱପୂର୍ଣ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି l ଅଜେୟୁ ଜିଲ୍ଲା ଶାଖା ସଭାପତି ପୂର୍ଣ୍ଣ ଚରଣ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସଂଘର ବିଭିନ୍ନ ସମସ୍ୟା, ସାଂଗଠନିକ ଓ ସାମ୍ବାଦିକ ସୁରକ୍ଷା ସମ୍ପର୍କରେ ଆଲୋଚନା ହୋଇଥିଲା l ଆଗାମୀ ଦିନରେ ଓଡିଶା ଜର୍ଣ୍ଣାଲିଷ୍ଟ ୟୁନିୟନ ତରଫରୁ ଭୁବନେଶ୍ୱର ଠାରେ ହେଉଥିବା ବାର୍ଷିକ ଉତ୍ସବରେ ସମସ୍ତ ସଦସ୍ୟ ଯୋଗ ଦେବା ପାଇଁ ବୈଠକ ରେ ନିଷ୍ପର୍ତ୍ତି ନିଆଯାଇଥିଲା l ଏହି ଅବସରରେ ଓଜେୟୁ ବୌଦ୍ଧ ଜିଲ୍ଲା ଶାଖାର ନୂତନ କର୍ମକର୍ତ୍ତା ମନୋନୟନ କରାଯାଇଥିଲା l  ସଭାପତି ଭାବରେ ଦିବ୍ୟରଞ୍ଜନ ପଟ୍ଟନାୟକ, ଜୟ କୁମାର ମହାରଣା ଉପସଭାପତି,ସତ୍ୟଜିତ ପଣ୍ଡା ସମ୍ପାଦକ, ଯୁଗ୍ମ ସମ୍ପାଦକ ସୁଶାନ୍ତ ବେହେରା,କୋଷାଧକ୍ଷ ଭାବେ ଦୀପକ ଅଦର ମନୋନୀତ ହୋଇଥିଲେ l  କାର୍ଯ୍ୟକାରୀ କମିଟି ସଦସ୍ୟ ଭାବେ ଜିଲ୍ଲା କାର୍ଯ୍ୟ କାରିଣୀ ସଦସ୍ୟ ଭାବରେ ଅବଦୁଲ ମୋହସିନ ଖାନ,ଚିତ୍ତ ରଞ୍ଜନ ସିଂହ,ରଞ୍ଜନ କୁମାର ପାତ୍ର ଉପଦେଷ୍ଠା ଭାବେ ଦିବ୍ୟଶଙ୍କର ରାଉତ, ଯୁଗଳ କିଶୋର

ସାମଲଙ୍କୁ  ସର୍ବସମ୍ମତି କ୍ରମେ ମନୋନୀତ କରାଯାଇଥିଲା l ଜିଲ୍ଲା କମିଟି ସଦସ୍ୟ ଭାବରେ ଦେବାଶିଷ ମଲିକ, ବଂଶୀଧର ମାଝୀ, ସୁଜାତା ସାହୁ, ସତ୍ୟନାରାୟଣ ପାଣି, ବାସୁଦେବ ସାହୁ, ଦେବାନନ୍ଦ ସାହୁ, ସୁଧାଂଶୁ ଶେଖର ମିଶ୍ର, ବବଲୁ ପାଢ଼ୀ,ସଂଜିତ ମହାକୁଡ଼ଙ୍କୁ ମନୋନୀତ କରାଯାଇଥିଲା l ପୂର୍ଣ୍ଣ ଚରଣ ସାହୁଙ୍କୁ ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ଭାବେ ସର୍ବସମ୍ମତି କ୍ରମେ ଚୟନ କରାଯାଇଥିଲା ଶେଷରେ ସଦସ୍ୟ ସତ୍ୟନାରାୟଣ ପାଣି ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   01-Jul-2026
  ଜିଲ୍ଲା  
ଆଇନ ସଚେତନତା ଶିବିର   01-Jul-2026
  ଜିଲ୍ଲା  
ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   01-Jul-2026
  ଜିଲ୍ଲା  
କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   01-Jul-2026
  ଜିଲ୍ଲା  
୧୧୯ କଲୋନୀର ନର୍ଦ୍ଦମା ଅବରୋଧ,ଜଳ ନିଷ୍କାସନ ବାଧାପ୍ରାପ୍ତ    01-Jul-2026
  ଜିଲ୍ଲା  
ବିନିକା ଅଞ୍ଚଳରେ ମଧ୍ୟରାତ୍ରରୁ ମୂଷଳଧାରାରେ ଲାଗି ରହିଛି ବର୍ଷା।   01-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର* *ପାରମ୍ପରିକ ଲୋକକଳା: ସରମଙ୍ଗଲା*   01-Jul-2026
  ଜିଲ୍ଲା  
ପରିବେଶ ଅନୁକୂଳ ଜୀବନ ପାଇଁ ସାମୂହିକ ପ୍ରୟାସ ଅପରିହାର୍ଯ୍ୟ   01-Jul-2026
  ଜିଲ୍ଲା  
*ଓଡିଶା ଆଦିତ୍ୟ ବାହିନୀ ନୂତନ ଶାଖା ଗଠନ   01-Jul-2026
  ଜିଲ୍ଲା  
ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   01-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ମଦ ଦୋକାନୀ ଗ୍ରାହକଙ୍କୁ ନିସ୍ତୁକ ମାଡ଼ ମାରିଲେ♦️ ଟଙ୍କାର ପ୍ରଲୋଭନ ଦେଖାଇ ଘଟଣା ଚାପି ଦେଲେ   30-Jun-2026
  ଜିଲ୍ଲା  
ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   30-Jun-2026

You Might Also Like