-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଜଗବନ୍ଧୁ ଦାଶ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ 

01-Feb-2025



ବରପାଲି (ସୁଦାମ ଦୀପ): ଜଗବନ୍ଧୁ ଦାଶ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଦଲୀପାଲି ଠାରେ ଅଧ୍ୟକ୍ଷ ପ୍ରଦୀପ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଭବ୍ୟ ବାର୍ଷିକ ଉତ୍ସବ 'ପ୍ରେରଣା' ଅନୁଷ୍ଠିତ ହୋଇ ଯାଇଛି। ସଭାରେ ମୁଖ୍ୟ ଅତିଥି 
ଭାବେ ବିଜେପୁର ବିଧାୟକ ସନତ ଗଡ଼ତିଆ ଓ ସମ୍ମାନିତ ଅତିଥି ତଥା ମୁଖ୍ୟ ବକ୍ତା ଭାବେ ଓଡ଼ିନାନ୍ସ ଫେକ୍ଟ୍ରୀ କେନ୍ଦ୍ରୀୟ ଉଚ୍ଚ ବିଦ୍ୟାଳୟ ବଡ଼ମାଲ, ବଲାଙ୍ଗୀରର ଶିକ୍ଷକ ରାଜମଣୀ ସାହୁ ଯୋଗ ଦେଇଥିଲେ ।ପ୍ରାରମ୍ଭିକ ପର୍ଯ୍ୟାୟରେ ଅଧ୍ୟାପକ ସୁରେଶ ବାରିକ ଅତିଥିଙ୍କ ସ୍ବାଗତ ତଥା ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ସୁଧାଂଶୁ କୁମାର ଦାସ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରଥମେ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଛାତ୍ରୀଙ୍କ ଦ୍ଵାରା ପ୍ରାରମ୍ଭିକ ଓ ପରେ ସମାପ୍ତି ସଙ୍ଗୀତ ଗାନ କରା ଯାଇଥିଲା। ଅଧ୍ୟାପିକା ମିନତି ବାବୁ ବାର୍ଷିକ ବିବରଣୀ ପଠନ

କରିଥିଲେ। ବିଦ୍ୟାଳୟର ଗତ ବାର୍ଷିକ ପରୀକ୍ଷାରେ ସର୍ବାଧିକ ମାର୍କ ରଖିଥିବା ପୂଜାରାଣୀ ବେହେରାକୁ ଶ୍ରେଷ୍ଠ ଛାତ୍ରୀ ଏବଂ ଏ ବର୍ଷ ଅନୁଷ୍ଠିତ ସାଂସ୍କୃତିକ ଓ ଖେଳ ପ୍ରତିଯୋଗିତାର ଶ୍ରେଷ୍ଠ ପ୍ରତିଦ୍ଵନ୍ଦୀଙ୍କୁ ଟ୍ରଫି ସହ ମାନପତ୍ର ପ୍ରଦାନ କରା ଯାଇଥିଲା। ମଧ୍ୟାହ୍ନ ବିରତି ପରେ ବିଦ୍ୟାଳୟର ଛାତ୍ରୀଙ୍କ ଦ୍ୱାରା ସୁନ୍ଦର ଭାବେ ଗୋଟିଏ ସମ୍ବଲପୁରୀ ନାଟକ 'ସମିଆର୍ ଖେଳ୍' ଏବଂ ଅନେକ ନୃତ୍ୟ ଓ ସଙ୍ଗୀତ ପରିବେଷଣ ହୋଇଥିଲା।
ଏ ଅବସରରେ ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ଭାବେ ନିବେଦିତା ବେହେରା, ବନ୍ଦିତା ପଧାନ, ରବିନ୍ଦ୍ର ସାହୁ, ସୁରେନ୍ଦ୍ର ଦୀପ, ଅନ୍ତର୍ଯ୍ୟାମୀ ପଣ୍ଡା, ପ୍ରଦୀପ ମିଶ୍ର, ପ୍ରକାଶ ନନ୍ଦ, ଆନନ୍ଦ ବେହେରା, କାଲୁ କୁମ୍ବାର ଏବଂ ସମସ୍ତ ଛାତ୍ରୀମାନେ ସାମିଲ ହୋଇ  ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like