-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୨୦ତମ ପାତାଳୀ ମହୋତ୍ସବର ୨ୟ ସନ୍ଧ୍ୟା -୨୦୦୬ ମହିହାରେ ଆରମ୍ଭ ହୋଇଥିଲା ମହୋତ୍ସବ

01-Feb-2025



ବୀରମହାରାଜପୁର (ବିନୋଦ ପାଣ୍ଡେ) ସୁବର୍ଣ୍ଣପୁର ଜିଲ୍ଲା ପ୍ରସିଦ୍ଧ ପୀଠ ଶ୍ରୀ ପାତାଳୀ କ୍ଷେତ୍ର କୋଟସମଲାଇ ରେ ଚାଲିଥିବା ୨୦ତମ ପାତାଳୀ ମହୋତ୍ସବ ର ଆଜି ୨ୟ ସନ୍ଧ୍ୟାରେ ପହଞ୍ଚିଛି।ଟ୍ରଷ୍ଟ ସମ୍ପାଦକ ଉତ୍ତର ପାତ୍ରଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ଭାବରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ଵିନୀ ମେହେର ଓ ଉଲୁଣ୍ଡା ବିଡ଼ିଓ କରିଶ୍ମା ବେଶ୍ରା ଯୋଗ ଦେଇ ସାଂସ୍କୃତିକ ବାର୍ତ୍ତା ରଖିଥିଲେ।ଏହି ଅବସରରେ ଆଜି ଦ୍ଵିତୀୟ ସନ୍ଧ୍ୟାରେ ସ୍ଥାନୀୟ କଳାକାର ତଥା ବିଦ୍ୟାଳୟର ଛାତ୍ରଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ପୂର୍ଣ୍ଣଚନ୍ଦ୍ର ପାଢୀ ସଭା ପରିଚାଳନା କରିଥିବା ବେଳେ ଅଚ୍ୟୁତ ପଧାନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ଏହିପରି ଆଜି ୫୬ପ୍ରହରୀ ନାମଯଜ୍ଞ ରେ କୋଟସମଲାଇ (ଗଡଭିତର) ନାମ ସଂକୀର୍ତ୍ତନ କରିଥିଲେ। ଅଖଣ୍ଡ ଘୃତଯଜ୍ଞ ରେ ପୂଜକ ଭାବରେ ଅର୍ଜୁନ ପଣ୍ଡା ଓ କର୍ତ୍ତା ଭାବେ ଗାଁ ଗୌନ୍ତିଆ ଚମରା ଅମାତ୍ ଓ ସୈରେନ୍ଦ୍ରି ଅମାତ କାର୍ଯ୍ୟ ସମ୍ପାଦନ କରିଥିଲେ।

ଏହି ଅବସରରେ ମହାପ୍ରଭୁଙ୍କ ୩୨ବେଶ ପ୍ରଦର୍ଶନ ମଧ୍ୟ ଭକ୍ତମାନେ ଦର୍ଶନ କରୁଛନ୍ତି।ସେ ପଟେ ଛଳିଆ ପାହାଡରେ ମନ୍ଦିର ନିକଟରେ ଭାଗବତ ସପ୍ତାହ ପାରାୟଣ ଅନୁଷ୍ଠିତ ହେଉଅଛି।ଏହି ମହୋତ୍ସବ ୨୦୦୬ ମସିହାରୁ ଆରମ୍ଭ ହୋଇଥିବା ବେଳେ ଆଜି ପର୍ଯ୍ୟନ୍ତ ମହାସମାରୋହରେ ନିରବଚ୍ଛିନ୍ନ ଭାବରେ ଅନୁଷ୍ଠିତ ହେଉଅଛି। ନୃତ୍ୟ, ଗୀତ, ପାରାୟଣ, ପ୍ରବଚନ, ଯଜ୍ଞ, ନାମ ସଂକୀର୍ତ୍ତନ ର ମହାନ ପର୍ବ ହେଉଛି ପାତାଳୀ ମହୋତ୍ସବ।ଏହି ମହୋତ୍ସବ ୬ ତାରିଖରେ ପୂର୍ଣ୍ଣାହୂତି ହେବ।ଆଜି ସାଂସ୍କୃତିକ କାର୍ଯ୍ୟକ୍ରମ କୁ ହଜାର ହଜାର ଭକ୍ତ ମନଭୋର ଦେଖିଥିଲେ। ମହାପ୍ରଭୁଙ୍କ ପ୍ରଭୁକୃପା ପାଇଁ ହଜାର ହଜାର ଭକ୍ତ ଧାଇଁ ଆସିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like