-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କେନ୍ଦୁପାଲି ବିଦ୍ୟାଳୟରେ ବାର୍ଷିକ ମହୋତ୍ସବ

01-Feb-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା
 ବୀରମହାରାଜପୁର ବ୍ଲକ୍ ଅନ୍ତର୍ଗତ କେନ୍ଦୁପାଲି ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ମହୋତ୍ସବ "ସରଗମ୍" ମହା ସମାରୋହ ରେ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ର ପ୍ରାରମ୍ଭରେ ନିମନ୍ତ୍ରିତ ଅତିଥି ମାନେ ଅଗ୍ରପୂଜ୍ୟ ଗଜାନନ ଙ୍କ ଫଟୋଚିତ୍ର ରେ ଦୀପ ପ୍ରଜ୍ଵଳନ କରି ଉତ୍ସବର ଶୁଭାରମ୍ଭ କରିଥିଲେ । ଅନୁଷ୍ଠାନର ଛାତ୍ରୀମାନେ ଶିକ୍ଷକ ଅମରେଶ ତ୍ରିପାଠୀଙ୍କ ଦ୍ଵାରା  ସ୍ୱର ସଂଯୋଜନା ରେ ସ୍ଵାଗତ ସଙ୍ଗୀତ ଗାନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ  ଇନ୍ଦିରା ମିଶ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ସଭା କାର୍ଯ୍ୟରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ  ଆଞ୍ଜେଲିନା ପ୍ରଧାନ, ମୁଖ୍ୟବକ୍ତା ରୂପେ ସିନେ କଳାକାର ତଥା ପ୍ରାଧ୍ୟାପକ ଡକ୍ଟର ପୁରୁଷୋତ୍ତମ ମିଶ୍ର ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ରୂପେ ବ୍ଲକ୍ ଅଧ୍ୟକ୍ଷା  ଶାନ୍ତି ଲୁହା ଓ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି  ତ୍ରିଲୋଚନ ମେହେର ଯୋଗଦେଇ ଥିଲେ । ସ୍ଵତନ୍ତ୍ର ଅତିଥି ରୂପେ କଣ୍ଠଶିଳ୍ପି ଓ ସଙ୍ଗୀତ ନିର୍ଦ୍ଦେଶକ ଶାଶ୍ଵତ କୁମାର ତ୍ରିପାଠୀ ମଞ୍ଚାସିନ ଥିଲେ ।ଶିକ୍ଷକ ବିଷ୍ଣୁ ପ୍ରସାଦ ଧଳ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ ।ଶିକ୍ଷକ ଶିତାଂଶୁ ଶେଖର ଖମାରି ସଭା ସଂଯୋଜନା କରିଥିଲେ ।ବିଦ୍ୟାଳୟର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ଛାତ୍ର ଛାତ୍ରୀ ଙ୍କୁ ଅତିଥି ବୃନ୍ଦ ପୁରସ୍କୃତ କରିଥିଲେ । ଶ୍ରେଷ୍ଠ ଛାତ୍ରୀ ଭାବେ ଦଶମ ଶ୍ରେଣୀ ର ପୂଜା ମଲ୍ଲିକ,ଶ୍ରେଷ୍ଠ ଶୃଙ୍ଖଳିତ ଛାତ୍ରୀ ଭାବେ ନବମ ଶ୍ରେଣୀ ର ରୋଜି ମେହେର, ଷ୍ଟୁଡେଣ୍ଟ୍ ଅଫ ଦ ୟର ଭାବେ ରାଧାକାନ୍ତ ପଧାନ ଏବଂ ଶ୍ରେଷ୍ଠ ସର୍ବଦକ୍ଷ ଛାତ୍ରୀ ଭାବେ ନବମ ଶ୍ରେଣୀ ର ନନ୍ଦିନୀ ମେହେର ଙ୍କୁ ପୁରସ୍କୃତ କରାଯାଇଥିଲା । ସଭାପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ନୃତ୍ୟ ନିର୍ଦ୍ଦେଶନା ଦେଇଥିଲେ ନୃତ୍ୟ ଗୁରୁ ଶ୍ରୀ ଦଶରଥ ମେହେର । ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ନାଟକ "ଆହୁତି" ମଞ୍ଚସ୍ଥ ହୋଇଥିଲା ।  ନାଟକ ଟିରେ ସୁନ୍ଦର ଅଭିନୟ ପାଇଁ ଶ୍ରେଷ୍ଠ ଅଭିନେତା ଭାବେ ବିଦୁଶ ମେହେର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଶ୍ରୀୟାରାଣି ମେହେର ପୁରସ୍କୃତ ହୋଇଥିଲେ । ନାଟକ ଟିକୁ ନିର୍ଦ୍ଦେଶନା ଦେଇଥିଲେ ଶିକ୍ଷକ ବିଷ୍ଣୁ ପ୍ରସାଦ ଧଳ ଓ ସିତାଂଶୁ ଶେଖର ଖମାରି ।ବାର୍ଷିକ ମହୋତ୍ସବ କୁ ସଫଳ କରିବାପାଇଁ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ବାବୁଲାଲ ମେହେର,ପୁଡୁ କାଲସାଏ,ଚମ୍ପେଶ୍ୱର ମିଶ୍ର,ଅମରେଶ ତ୍ରିପାଠୀ,ଦେବାଶିଷ ମିଶ୍ର,ମହେନ୍ଦ୍ର କୁମାର ସାହୁ, ଆର୍ତ୍ତତ୍ରାଣ ବିଶି,ଅର୍ପିତା ହୋତା,ଜିତେଶ୍ୱରି ମେହେର,ବେବୀ ଶିବାନୀ ସାହା,ରଶ୍ମିତା ମେହେର ପ୍ରମୁଖ ସାହାଯ୍ୟ ସହଯୋଗ କରିଥିଲେ । ଶେଷରେ ଶିକ୍ଷକ ଦିବ୍ୟ ରଞ୍ଜନ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like