-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜଗବନ୍ଧୁ ଦାଶ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ "ପ୍ରେରଣା"

01-Feb-2025



ବରପାଲି,(ସୁଦାମ ଦୀପ )
ଜଗବନ୍ଧୁ ଦାଶ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଦଲୀପାଲି ଠାରେ ଅଧ୍ୟକ୍ଷ ପ୍ରଦୀପ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଭବ୍ୟ ବାର୍ଷିକ ଉତ୍ସବ *ପ୍ରେରଣା* ଅନୁଷ୍ଠିତ ହୋଇ ଯାଇଛି। ସଭାରେ
ମୁଖ୍ୟ ଅତିଥି ଭାବେ ବିଜେପୁର MLA ଶ୍ରୀଯୁକ୍ତ ସନତ ଗଡ଼ତିଆ ଓ ସମ୍ମାନିତ ଅତିଥି ତଥା ମୁଖ୍ୟ ବକ୍ତା ଭାବେ ଓଡ଼ିନାନ୍ସ ଫେକ୍ଟ୍ରୀ କେନ୍ଦ୍ରୀୟ ଉଚ୍ଚ ବିଦ୍ୟାଳୟ ବଡ଼ମାଲ, ବଲାଙ୍ଗୀରର ଶିକ୍ଷକ ଶ୍ରୀଯୁକ୍ତ ରାଜମଣୀ ସାହୁ ଯୋଗ ଦେଇଥିଲେ ।
ପ୍ରାରମ୍ଭିକ ପର୍ଯ୍ୟାୟରେ ଅଧ୍ୟାପକ ସୁରେଶ ବାରିକ ଅତିଥିଙ୍କ ସ୍ବାଗତ ତଥା ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ସୁଧାଂଶୁ କୁମାର ଦାସ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରଥମେ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଛାତ୍ରୀଙ୍କ ଦ୍ଵାରା ପ୍ରାରମ୍ଭିକ ଓ ପରେ ସମାପ୍ତି ସଙ୍ଗୀତ ଗାନ କରା ଯାଇଥିଲା। ଅଧ୍ୟାପିକା ମିନତି ବାବୁ ବାର୍ଷିକ ବିବରଣୀ ପଠନ କରିଥିଲେ। ବିଦ୍ୟାଳୟର ଗତ ବାର୍ଷିକ ପରୀକ୍ଷାରେ ସର୍ବାଧିକ ମାର୍କ ରଖିଥିବା ପୂଜାରାଣୀ ବେହେରାକୁ ଶ୍ରେଷ୍ଠ ଛାତ୍ରୀ ଏବଂ ଏ ବର୍ଷ ଅନୁଷ୍ଠିତ ସାଂସ୍କୃତିକ ଓ ଖେଳ ପ୍ରତିଯୋଗିତାର ଶ୍ରେଷ୍ଠ ପ୍ରତିଦ୍ଵନ୍ଦୀଙ୍କୁ ଟ୍ରଫି ସହ ମାନପତ୍ର ପ୍ରଦାନ କରା ଯାଇଥିଲା। ମଧ୍ୟାହ୍ନ ବିରତି ପରେ ବିଦ୍ୟାଳୟର ଛାତ୍ରୀଙ୍କ ଦ୍ୱାରା ସୁନ୍ଦର ଭାବେ ଗୋଟିଏ ସମ୍ବଲପୁରୀ ନାଟକ *ସମିଆର୍ ଖେଳ୍* ଏବଂ ଅନେକ ନୃତ୍ୟ ଓ ସଙ୍ଗୀତ ପରିବେଷଣ ହୋଇଥିଲା।
ଏ ଅବସରରେ ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ଭାବେ ନିବେଦିତା ବେହେରା, ବନ୍ଦିତା ପଧାନ, ରବିନ୍ଦ୍ର ସାହୁ, ସୁରେନ୍ଦ୍ର ଦୀପ, ଅନ୍ତର୍ଯ୍ୟାମୀ ପଣ୍ଡା, ପ୍ରଦୀପ ମିଶ୍ର, ପ୍ରକାଶ ନନ୍ଦ, ଆନନ୍ଦ ବେହେରା, କାଲୁ କୁମ୍ବାର ଏବଂ ସମସ୍ତ ଛାତ୍ରୀମାନେ ସାମିଲ ହୋଇ  ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like