-+91-9937148622 |

prerana_bgr@rediffmail.com |

  Thursday 2nd July 2026 |

| | | |

R.N.I. Regd No. ODIODI/2010/46693

Breaking News

ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||      ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   (01-Jul-2026)       ||      ଆଇନ ସଚେତନତା ଶିବିର    (01-Jul-2026)       ||      ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   (01-Jul-2026)       ||      କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   (01-Jul-2026)       ||      ୧୧୯ କଲୋନୀର ନର୍ଦ୍ଦମା ଅବରୋଧ,ଜଳ ନିଷ୍କାସନ ବାଧାପ୍ରାପ୍ତ    (01-Jul-2026)       ||      ବିନିକା ଅଞ୍ଚଳରେ ମଧ୍ୟରାତ୍ରରୁ ମୂଷଳଧାରାରେ ଲାଗି ରହିଛି ବର୍ଷା।   (01-Jul-2026)       ||      *ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର* *ପାରମ୍ପରିକ ଲୋକକଳା: ସରମଙ୍ଗଲା*   (01-Jul-2026)       ||      ପରିବେଶ ଅନୁକୂଳ ଜୀବନ ପାଇଁ ସାମୂହିକ ପ୍ରୟାସ ଅପରିହାର୍ଯ୍ୟ   (01-Jul-2026)       ||      *ଓଡିଶା ଆଦିତ୍ୟ ବାହିନୀ ନୂତନ ଶାଖା ଗଠନ   (01-Jul-2026)       ||      ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (01-Jul-2026)       ||      କଣ୍ଟାବାଞ୍ଜିରେ ମଦ ଦୋକାନୀ ଗ୍ରାହକଙ୍କୁ ନିସ୍ତୁକ ମାଡ଼ ମାରିଲେ♦️ ଟଙ୍କାର ପ୍ରଲୋଭନ ଦେଖାଇ ଘଟଣା ଚାପି ଦେଲେ    (30-Jun-2026)       ||      ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   (30-Jun-2026)       ||     

HOME   ଜିଲ୍ଲା

ମେଣ୍ଡା ଉଚ୍ଚବିଦ୍ୟାଳୟର ବାର୍ଷିକୋତ୍ସବ ପାଳିତ

01-Feb-2025



ବଲାଙ୍ଗୀର/ତରଭା(ପ୍ରେରଣା ଖବର): ତରଭା ବ୍ଲକଅନ୍ତର୍ଗତ ମେଣ୍ଡା ହାଇସ୍କୁଲର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ଝସକେତନ ମେହେରଙ୍କ ସଭାପତିତ୍ୱ ଓ ସହକାରୀ ଶିକ୍ଷକ ଚିତ୍ତରଂଜନ ବଣ୍ଡକିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ତରଭା ବ୍ଲକଶିକ୍ଷାଅଧିକାରୀ ନାରାୟଣ ମିଶ୍ର, ସମ୍ମାନୀତ ଅତିଥି ଭାବରେ ପଞ୍ଚସଖା ଶିକ୍ଷାସେତୁର ସଭାପତି ନାରାୟଣ ଝାଙ୍କର, ସ୍କୁଲ ପରିଚାଳନା କମିଟିର ସଭାପତି ଅଶୋକ ବିଶି, ପିତା ମହୁଲ ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ମଞ୍ଜୁଲତା ଜଗଦଲା,ବରିଷ୍ଠ ଶିକ୍ଷକ ନୀଳକାନ୍ତ ବେହେରା ଓ ମୁଖ୍ୟବକ୍ତା ଭାବରେ ମେଣ୍ଡା ଫାଣ୍ଡି ଅଧିକାରୀ ରବିନ୍ଦ୍ରକୁମାର ସାହୁ ଯୋଗ ଦେଇଥିଲେ । ଛାତ୍ରଛାତ୍ରୀ ମାନେ କଠିନ ପରିଶ୍ରମ କରି ଏକ ଉତ୍ତମଚରିତ୍ର ଗଠନ କରିବାକୁ ଅତିଥିଗଣ ଛାତ୍ରଛାତ୍ରୀଙ୍କୁ ଉପଦେଶ ଦେଇଥିଲେ। ଏହି ଅବସରରେ ଗତବର୍ଷ ୨୦୨୫୪ ମାଟ୍ରିକ ବୋର୍ଡରେ ସ୍କୁଲରୁ ଏ୧ ଗ୍ରେଡ ରଖିଥିବା ଛାତ୍ରୀ ସୁଲଗ୍ନା ଫରିକାର, ଚଳିତବର୍ଷର ଶ୍ରେଷ୍ଠଛାତ୍ର  ସୁବ୍ରତ ମେହେର ଓ ଅନ୍ୟାନ୍ୟ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଓ ସାର୍ଟିଫିକେଟ ଦେଇ ସମ୍ମାନୀତ କରାଯାଇ ଥିଲା। ଏହି ବିଦ୍ୟାଳୟରୁ ଅନ୍ୟ ବିଦ୍ୟାଳୟକୁ ବଦଳିହୋଇ ଯାଇଥିବା ଶିକ୍ଷକ ଓ କର୍ମଚାରୀଙ୍କୁ ମଧ୍ୟ ସମ୍ମାନୀତ କରାଯାଇଥିଲା। ଶିକ୍ଷୟିତ୍ରୀ ମୀନତୀ ନାୟକ ସ୍ୱାଗତ ଭାଷଣ ଦେଇଥିବା ବେଳେ ଶିକ୍ଷକ ଚିତ୍ତରଂଜନ ବଣ୍ଡକି ବିରରଣୀ ପଠନ କରି ସଭାକାର୍ଯ୍ୟ ପରିଚାଳନା କରିଥିଲେ । ଉଦଘାଟନୀ ଉତ୍ସବରେ ଶିକ୍ଷକ ସନ୍ତୋଷ କୁମାର ସାହୁ ଓ ଉଦଯାପନୀ ଉତ୍ସବରେ ମଧୁସୁଦନ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଶେଷରେ ଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ ବିଚିତ୍ରା  କାର୍ଯ୍ୟକ୍ରମ ପରିବେଷଣ କରାଯାଇ ଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ   01-Jul-2026
  ଜିଲ୍ଲା  
୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   01-Jul-2026
  ଜିଲ୍ଲା  
*ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   01-Jul-2026
  ଜିଲ୍ଲା  
ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   01-Jul-2026
  ଜିଲ୍ଲା  
ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା   01-Jul-2026
  ଜିଲ୍ଲା  
ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   01-Jul-2026
  ଜିଲ୍ଲା  
ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା   01-Jul-2026
  ରାଜ୍ୟ  
ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ   01-Jul-2026
  ଜିଲ୍ଲା  
ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   01-Jul-2026
  ଜିଲ୍ଲା  
ଆଇନ ସଚେତନତା ଶିବିର   01-Jul-2026
  ଜିଲ୍ଲା  
ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   01-Jul-2026
  ଜିଲ୍ଲା  
କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   01-Jul-2026

You Might Also Like