-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବ୍ଲକ୍ ସ୍ତରୀୟ ଦକ୍ଷତା ଭିତ୍ତିକ ଶିବିର ଅନୁଷ୍ଠିତ

01-Feb-2025



ଆଗଲପୁର, (ବିନୋଦ ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ର ମିଶନ ଶକ୍ତି ଭବନ ଠାରେ ବ୍ଲକ୍ ସ୍ତରୀୟ ଦକ୍ଷତା ଭିତ୍ତିକ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ ଯୋଗ ଦେଇଥିଲେ l ଏହାସହ ଆଗଲପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ଯୋଗ ଦେଇଥିଲେ l ଜିଲ୍ଲା ସ୍ଵତନ୍ତ୍ର ନିୟୋଜନ ଅଧିକାରୀ ଶ୍ରୀ ଭରତ ଦାସ, ମାନ୍ୟବର ସ୍ବାସ୍ଥ୍ୟ ମନ୍ତ୍ରୀ ଙ୍କ ପ୍ରତିନିଧି ଶ୍ରୀ ପିତାମ୍ବର କଣ୍ଟା ଓ ବ୍ଲକ୍ ବି ପି ଏମ ଶ୍ରୀ ସରୋଜ ଧରୁଆ ପ୍ରଭୃତି ମଂଚାସୀନ ଥିଲେ। ଏହି କାର୍ଯ୍ୟକ୍ରମ କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଓଡ଼ିଶା ସରକାର ଙ୍କ ଦ୍ଵାରା ଆୟୋଜିତ ହୋଇଥିଲା l

ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବେକାରୀ ପିଲା ମାନଙ୍କ ର ଦକ୍ଷତା ର ବିକାଶ ହୋଇ ପାରିବ ବୋଲି ଅତିଥି ମାନେ ସୂଚନା ଦେଇଥିଲେ l ଏହି କାର୍ଯକ୍ରମ ଦ୍ଵାରା ପିଲା ମାନଙ୍କୁ ମାଗଣା ରେ ରହିବା ଖାଇବା ସହିତ ବିଭିନ୍ନ ଟ୍ରେଡ ରେ ଶିକ୍ଷା ଦିଆ ଦେବାର ବ୍ୟବସ୍ଥା ରହିଛି l ଯଦ୍ୱାରା ଅନେକ ପରିମାଣ ରେ ନିଯୁକ୍ତି ସୃଷ୍ଟି ହୋଇ ପାରିବ ବୋଲି ନିୟୋଜନ ଅଧିକାରୀ ସୂଚନା ଦେଇଛନ୍ତି l ଏହାଦ୍ଵାରା ପିଲା ମାନେ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇ ପାରିବେ l ଆଜି ସର୍ବମୋଟ ଶହେ ରୁ ଅଧିକ ପିଲା ନିଜ ନିଜ ନାମ ପଞ୍ଜିକରଣ କରିଛନ୍ତି l ବ୍ଲକ୍ ଜୀବିକା ସଂଯୋଜକ ଶ୍ରୀ ଜ୍ଞାନରଞ୍ଜନ ସା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆଜିର ତାଲିମ ଶିବିର ପରିଚାଳିତ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like