-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଏକଦିବସୀୟ ଆୟୁର୍ବେଦ ନାଡୀ ଚିକିତ୍ସା ଅନୁଷ୍ଠିତ

01-Feb-2025



ପଦ୍ମପୁର(ପ୍ରେରଣା ଖବର): ପଦ୍ମପୁର ନିକଟସ୍ଥ ନବ ପ୍ରଭାତ ଗୁରୁକୂଳ ଆଶ୍ରମ ନୂଆପାଲି ଠାରେ ଅମୃତ ସନ୍ଧାନମ୍ ଆନୁକୁଲ୍ୟରେ ପୂର୍ବତନ ମୂଖ୍ୟ ଚିକିତ୍ସକ ପତଞ୍ଜଳି ଯୋଗପୀଠ ହରିଦ୍ଵାର ର ବୈଦ୍ୟ ଡଃ ସୁବାଷ ନାୟକ ଙ୍କ ତତ୍ତ୍ଵାବଧାନରେ ରେ ଆୟୂର୍ବେଦ ଏକଦିବସୀୟ ନାଡୀ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିର ରେ ଡଃ ନାୟକ ରୋଗରୁ ଆରୋଗ୍ୟ ପର୍ଯ୍ୟନ୍ତ ଚିକିତ୍ସା ର ନାରା ନେଇ ବିଭିନ୍ନ ପ୍ରକାରର ଅସାଧ୍ୟ ରୋଗ  ଗ୍ୟାସ ଏସିଡିଟି,କର୍କଟ, ଯକୃତ, ଯକ୍ଷ୍ମା, ମଧୁମେହ, ବିପି, ସମସ୍ତ  ମହିଳା ରୋଗ ତଥା ସ୍ନାୟବିକ ଆଦି ରୋଗର ଚିକିତ୍ସା କରାଯାଇ ଭଗବାନ ଙ୍କ ଆଶିର୍ବାଦ ରେ ଆରୋଗ୍ୟ ଲାଭ କରୁଥିବା ସ୍ଵିକାର କରିଛନ୍ତି । ଆଜିର ଏହି ଶିବିର ରେ ସୁଦୁର ଛତିଶଗଡ଼, ନୂଆପଡ଼ା, ବଲାଙ୍ଗିର, ବରଗଡ଼ ଜିଲ୍ଲାର ତଥାଆଖ ଅଞ୍ଚଳରୁ ଅନେକ ରୋଗୀ ଚିକିତ୍ସା ପାଇଁ ଆସିଥିଲେ । ଅନେକ ଲୋକ ବର୍ତ୍ତମାନ ଯୁଗରେ ଅସାଧ୍ୟ ରୋଗ ରୁ ଆରୋଗ୍ୟ ଲାଭ କରିଥିବାରୁ ଏହି ଶିବିର କୁ ପ୍ରତ୍ୟେକ ମାସ

ପ୍ରଥମ ଶନିବାର ଗୋଟିଏ ଦିନ ବଦଳରେ ମାସକୁ ଦୁଇ ଦିନ ଶୁକ୍ରବାର ଓ ଶନିବାର ଚିକିତ୍ସା ଶିବିର ରଖିବା ପାଇଁଁ ଦୁର୍ବାଦଳ ସାହୁ,ଚୁମକିମୟୀ ସାହୁ,ଦିଲିପ ପ୍ରଧାନ, ମନ୍ଦାକିନୀ ପ୍ରଧାନ, ଦୀପାଞ୍ଜଳୀ ପ୍ରଧାନ , ଜୀବନ ଶତପଥୀ, ହରିହର ସାହୁ ସମେତ ଅଂଚଳର ଅନେକ ଲୋକ ଡଃ ନାୟକଙ୍କୁ ଅନୁରୋଧ କରିଥିଲେ। ଅନୁରୋଧ କ୍ରମେ ଦୁଇଦିନ ଚିକିତ୍ସା ହେବ ବୋଲି  ଡଃ ନାୟକ ସ୍ଵିକୃତି ପ୍ରଦାନ କରିଥିଲେ । ଦୂର ଦୁରାନ୍ତରୁ ଆସୁଥିବା ରୋଗୀମାନଙ୍କ ପାଇଁ ଭୋଜନ ତଥା ପାନୀୟ ଜଳ ବ୍ୟବସ୍ଥା କରାଯାଇଛି। ଆଗାମୀ ଦିନରେ ପୁଣିଥରେ ଲୋକ ମାନେ ଆୟୁର୍ବେଦ ଚିକିତ୍ସା,ଯୋଗ ପ୍ରାଣାୟାମ ବଳରେ ସୁସ୍ଥ ଜୀବନ ଯାପନ କରିପାରିବେ ବୋଲି ଦୃଢେ଼ାକ୍ତି ପ୍ରକାଶ ପାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like