-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଭାରତ ରାଷ୍ଟ୍ରପତିଙ୍କ ବିରୁଦ୍ଧରେ ଦେଇଥିବା ମନ୍ତବ୍ୟ ନେଇ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ପୁତ୍ତଳିକା ଦାହ,କ୍ଷମା ମାଗିବାକୁ ଦାବୀ

01-Feb-2025



ନୂଆପଡ଼ା(ପରମେଶ୍ୱର ମେହେର): ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ଛକ ଠାରେ ଭାରତୀୟ ଜନତା ପାର୍ଟି ପକ୍ଷ ରୁ ଭାରତ ରାଷ୍ଟ୍ରପତି ଙ୍କ ବିରୁଦ୍ଧରେ ଦେଇଥିବା ମନ୍ତବ୍ୟ ନେଇ ସୋନିଆ ଗାନ୍ଧୀ ଓ ରାହୁଲ  ଗାନ୍ଧୀଙ୍କ ପୁତ୍ତଳିକା ଦାହ କରାଯାଇଥିଲା। ଦେଶର ସର୍ବୋଚ୍ଚ ପଦ ମଜ୍ୟାର୍ଦା ସମ୍ମାନ ହାନୀ କରିଥିବା ବେଳେ ଜଣେ  ନାଗରିକଙ୍କୁ ଗରିବ ଏବଂ ବୋରୀଙ୍ଗ କହିବା ଯୁକ୍ତି ସଙ୍ଗତ ନୁହେଁ। ତେଣୁ କଂଗ୍ରେସକୁ ନିଜ ଶାସନ କବଜାରେ ରଖି ଦେଶର ମୁଖ୍ୟଙ୍କ ଅସମ୍ମାନ ସମଗ୍ର ଭାରତବାସୀଙ୍କ ସମ୍ମାନ ବୋଲି ମତବ୍ୟକ୍ତ କରି କ୍ଷମା ମାଗିବାକୁ ଦାବୀ କରାଯାଇଥିଲା। ସେହିପରି ଆଦିବାସୀ ସମୂହଙ୍କ ପ୍ରତି ମଧ୍ୟ ଅସମ୍ମାନ ଜନକ ଅଟେ । ଭାରତ ରାଷ୍ଟ୍ରପତି ଓଡ଼ିଆ ଆଦିବାସୀ ବହୁଳ ଗ୍ରାମ ରୁ ବାହାରି ଦେଶର ସର୍ବୋଚ୍ଚ ସ୍ଥାନ ରେ  ଅଧିକୃତ ହେବା ଘଟଣା ଭାରତ ସମ୍ମାନ ଅଟେ ବୋଲି କହିଥିଲେ । ଏହି ଉପଲକ୍ଷେ ବ୍ଲକ୍ ଛାକ ଠାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସଭା ରେ ମଣ୍ଡଲ ସଭାପତି ସୁଶାନ୍ତ କୁମାର ବିଶି ଅଧ୍ୟକ୍ଷତା କରିଥିବା ବେଳେ ବରିଷ୍ଠ ନେତା ଶିବ ପ୍ରସାଦ ମୁଣ୍ଡ, ସଂଜୟ ତିୱାରୀ, ଓବିସି ମୋର୍ଚ୍ଚା ସଭାପତି ଅଜିତ୍ କିଶୋର ଚଲାନ,ଦେବଦତ୍ତ ଯୋଶୀ, ସୁକୃ ବାଗ,  ବିକ୍ରମ ମାଝୀ, ଆହ୍ବାନ ଯୋଷୀ, ସିନାପାଲି ବ୍ଳକର ରିଖିରାଜ୍ ନାଏକ, ସୁଜଲ ନାଗ, ପ୍ରଶାନ୍ତ ଦାସ, ପ୍ରଶାନ୍ତ କୁମାର ବାରିକ,ଗୌରବ ସିଂ ବାରିକ,ଶ୍ୟାମ କୁମାର ମୁଣ୍ଡ ,ସୁନୀଲ କୁମାର ନାଗ,ସମେତ ଶତାଧିକ କର୍ମୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like