-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପାତାଳୀ ମହୋତ୍ସବର ତୃତୀୟ ଦିନ : ପଦ୍ମ ମୁଖ ବେଶରେ ଦର୍ଶନ ଦେଲେ ଶ୍ରୀଜୀଉ

01-Feb-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ର ପ୍ରସିଦ୍ଧ ପୀଠ ଶ୍ରୀ ପାତାଳୀ କ୍ଷେତ୍ର କୋଟସମଲାଇ ରେ ଚାଲିଥିବା ୨୦ତମ ପାତାଳୀ ମହୋତ୍ସବ  ଆଜି ତୃତୀୟ ଦିନରେ ପହଞ୍ଚିଛି। ଆଜି ଶ୍ରୀଜୀଉଙ୍କ ପଦ୍ମ ମୁଖ ବେଶ ଦର୍ଶନ କରି ଭକ୍ତ ବିଭୋର ହୋଇଛନ୍ତି। ଆଜି ଅପରାହ୍ନରେ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା ମହୋତ୍ସବ ପରିସରରେ ଆୟୋଜିତ ଶ୍ରୀ ଜଗନ୍ନାଥଙ୍କ ୩୨ବେଶ ର ଉଦଘାଟନ କରି ଏମିତି ଦୁର୍ଲଭ ବେଶ ଆୟୋଜନ ର ଖୁବ ପ୍ରଶଂସା କରିଥିଲେ। ଶ୍ରୀ ଜଗନ୍ନାଥଙ୍କ ପାଖରେ ପ୍ରତିଦିନ ଭାଗବତପାରାୟଣ ପଠନ ରେ ଅନେକ ଶ୍ରଦ୍ଧାଳୁମାନେ  ଉପସ୍ଥିତ ରହିଥିଲେ।ପ୍ରତିଦିନ ସଂଧ୍ୟାରେ ଟ୍ରଷ୍ଟ ସମ୍ପାଦକ ଉତ୍ତର ପାତ୍ରଙ୍କ ସଭାପତିତ୍ବରେ  ଧର୍ମସଭା ଆୟୋଜନ ହେବା ସହ ଆଜି ସଂଧ୍ୟା ର ସାଂସ୍କୃତିକ କାର୍ଯ୍ୟକ୍ରମବରଗଡ ର ମାଁ ସମଲେଶ୍ବରୀ ଡାଲିଆଖୁସା କଳା ପରିଷଦ ପକ୍ଷରୁ ପରିବେଷଣ ହୋଇଥିଲା।   ପୂର୍ଣ୍ଣଚନ୍ଦ୍ର ପାଢୀ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ୫୬ପ୍ରହରୀ ନାମଯଜ୍ଞ ରେ ଅନେକ  ସଂକୀର୍ତ୍ତନ ଦଳ ଅଂଶଗ୍ରହଣ କରିଥିଲେ। ଅଖଣ୍ଡ ଘୃତଯଜ୍ଞ ରେ ପୂଜକ ଭାବରେ ଅର୍ଜୁନ ପଣ୍ଡା ଓ କର୍ତ୍ତା ଭାବେ ଗାଁ ଗୌନ୍ତିଆ ଚମରା ଅମାତ୍ ଓ ସୈରେନ୍ଦ୍ରି ଅମାତ କାର୍ଯ୍ୟ ସମ୍ପାଦନ କରିଥିଲେ।ଏହି ଅବସରରେ ମହାପ୍ରଭୁଙ୍କ ୩୨ବେଶ ପ୍ରଦର୍ଶନ ଯୋଗୁଁ ଭକ୍ତମାନେ ଦର୍ଶନ କରୁଛନ୍ତି।ସେ ପଟେ ଛଳିଆ ପାହାଡରେ ମନ୍ଦିର ନିକଟରେ ଭାଗବତ ସପ୍ତାହ ପାରାୟଣ ଅନୁଷ୍ଠିତ ହେଉଅଛି।ଏହି ମହୋତ୍ସବ ୨୦୦୬ ମସିହାରୁ ଆରମ୍ଭ ହୋଇଥିବା ବେଳେ ଆଜି ପର୍ଯ୍ୟନ୍ତ ମହାସମାରୋହରେ ନିରବଚ୍ଛିନ୍ନ ଭାବରେ ଅନୁଷ୍ଠିତ ହେଉଅଛି। ନୃତ୍ୟ, ଗୀତ, ପାରାୟଣ, ପ୍ରବଚନ, ଯଜ୍ଞ, ନାମ ସଂକୀର୍ତ୍ତନ ର ମହାନ ପର୍ବ ହେଉଛି ପାତାଳୀ ମହୋତ୍ସବ।ଏହି ମହୋତ୍ସବ ୬ ତାରିଖରେ ପୂର୍ଣ୍ଣାହୂତି ହେବ।ଆଜି ସାଂସ୍କୃତିକ କାର୍ଯ୍ୟକ୍ରମ କୁ ହଜାର ହଜାର ଭକ୍ତ ମନଭୋର ଦେଖିଥିଲେ। ମହାପ୍ରଭୁଙ୍କ ପ୍ରଭୁକୃପା ପାଇଁ ହଜାର ହଜାର ଭକ୍ତ ଧାଇଁ ଆସିଥିଲେ ଏହି ପବିତ୍ର ପୀଠକୁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like