-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଗୁମାକିଆ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ

02-Feb-2025



ବାଲିଗୁଡା(ସୁଶୀଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ ପଞ୍ଚାୟତ ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁମ୍ବିରା ମଳିକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ରୁତୁଙ୍ଗିଆ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପିଙ୍କି ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ରୁତୁଙ୍ଗିଆ ପଞ୍ଚାୟତ ଆଞ୍ଚଳିକ ସାଧନ କର୍ମୀ ସାବତ ପ୍ରଧାନ, ସମ୍ମାନିତ ଅତିଥି ଭାବେ ରୁତୁଙ୍ଗିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ବେହେରା, ପିଇଓ ସୁଶାନ୍ତ କୁମାର ବେହେରା, ଗାଲିଗୁରା ପଞ୍ଚାୟତ ସିଆରସିସି ଜୟ ପ୍ରକାଶ ପ୍ରଧାନ ପ୍ରମୁଖ ଯୋଗ ଦେଇ ଶିକ୍ଷା-ଶିକ୍ଷକ ଓ ଛାତ୍ର ଛାତ୍ରୀ ର ଗୁରୁତ୍ୱ ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ l ପ୍ରଧାନଶିକ୍ଷକ କୈଳାଶ ଚନ୍ଦ୍ର ପଣ୍ଡା ଅତିଥି ମାନଙ୍କ ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ l ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ଏଥିରେ ସତ୍ୟ ନାରାୟଣ ତ୍ରିପାଠୀ ପରିଚାଳନା କରିଥିବା ବେଳେ ଭକ୍ତବତ୍ସଳ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like