-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବରୀ ପୂଜ୍ୟ ପୂଜା ପରିଷଦ ପକ୍ଷରୁ ଶହୀଦ ଦିବସ ଓ ପଦ୍ମଚରଣ ନାୟକଙ୍କ ୧୦୦ତମ ଜନ୍ମଦିନ ପାଳିତ

02-Feb-2025



ବରୀ(ରଞ୍ଜିତ ମହାନ୍ତି): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ଓ ବିଶିଷ୍ଟ ଗାନ୍ଧୀବାଦୀ, ବରିଷ୍ଠ ସ୍ତମ୍ଭକାର, ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନର ସଭାପତି ତଥା ପୂର୍ବତନ ବିଧାୟକ ପଦ୍ମଚରଣ ନାୟକଙ୍କ ୧୦୦ତମ ଜନ୍ମଦିନ ସ୍ଥାନୀୟ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ ଠାରେ ବରୀ ପୂଜ୍ୟପୂଜା ପରିଷଦ ପକ୍ଷରୁ ଆୟୋଜିତ ମଦମୁକ୍ତ ଭାରତ ଗଠନ ଉପରେ ଏକ ଆଲୋଚନା ଚକ୍ର  ଅନୁଷ୍ଠାନର ଆବାହକ ସମାଜସେବୀ ସତ୍ୟରଞ୍ଜନ କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଆଲୋଚନା ଚକ୍ରର ଉଦଘାଟକ ତଥା ମୁଖ୍ୟଅତିଥି ରୂପେ ମହାବିଦ୍ୟାଳୟର ଅଧ୍ୟକ୍ଷ୍ୟ ପ୍ରବୋଧ ସାମଲ ଯୋଗଦେଇ ମହାତ୍ମା ଗାନ୍ଧୀ ଜୀବନୀକୁ ପାଠକଲେ ଛାତ୍ର ଛାତ୍ରୀମାନଙ୍କୁ ଜାତୀୟ ପ୍ରେମି ମଣିଷ ଭାବରେ ଗଠନ ନିମନ୍ତେ ପ୍ରେରଣା ଯୋଗାଇବ ସହ ପଦ୍ମଚରଣ ନାୟକଙ୍କ ନିଷ୍ଠାକୁ ଇତିହାସ ମନେରଖିବ ବୋଲି କହିଥିଲେ l ଗାନ୍ଧିବାଦୀ ମଣିଷ କୁଳମଣୀ ଶୁକ୍ଳ  ମୁଖ୍ୟବକ୍ତା ଭାବରେ ଯୋଗଦେଇ ଶ୍ରୀଯୁକ୍ତ ନାୟକଙ୍କ କାର୍ଯ୍ୟ ଧାରାକୁ ମୂଲ୍ୟାୟନ କରିଥିଲେ l ସମ୍ମାନିତଅତିଥି ଭାବେ କୃଷକନେତା ପ୍ରଶାନ୍ତ ବେହୁରିଆ ଯୋଗଦେଇ l ଅଧ୍ୟାପକ ସୁଦୀପ୍ତ ବିଶ୍ୱାଳ ଅତିଥି ପରିଚୟ ପ୍ରଦାନ କରିଥିଲେ ବେଳେ ଅଧ୍ୟାପକ ରଶ୍ମିରଂଜନ ପତି ସ୍ୱାଗତ ଅଭିଭାଷଣ ଦେଇଥିଲେ l ମହାବିଦ୍ୟାଳୟର ଛାତ୍ର ବାଦଲ କୁମାର ନାଥଶର୍ମା ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ l ଉକ୍ତ ଆଲୋଚନା ଚକ୍ରରେ ବହୁ ଛାତ୍ର, ଯୁବକ, ଯୋଗ ଦେଇ ଥିବା ବେଳେ ଅଧ୍ୟାପକ ସତ୍ୟସୋରୂପ ଦାସ ଧନ୍ୟବାଦ ଦେଇଥିଲେ l ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରର୍ଥନା କରିବା ସହ ସ୍ଲୋଗାନ ଦେଇ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like