-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୧୭ ତମ ଭୈରବୀ କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ,,,,,,, ଧଣ୍ଡାମୁଣ୍ଡା ଚାମ୍ପିୟନ ବାନ୍ଦେପଦର ରନର୍ସ ଅପ୍

02-Feb-2025



(ପୂର୍ଣ୍ଣ ଶଶୀ ଶେଖର ରାଓ ) ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ଭାନପୁର ପଞ୍ଚାୟତ ଅନ୍ତର୍ଗତ ତୁର୍ଲା ଠାରେ ଚାଲିଥିବା ୧୭ ତମ ଭୈରବୀ କପ୍  କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଫାଇନାଲ ଖେଳ ଧଣ୍ଡାମୁଣ୍ଡା ଓ ବନ୍ଦେପଦର ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ବନ୍ଦେପଦର ଦଳ ପ୍ରଥମେ ବ୍ୟାଟିଙ୍ଗ କରି ନିର୍ଦ୍ଧାରିତ ୧୬ ଓଭର ରେ ୮ ୱିକେଟ୍ ହରାଇ ୧୦୮ ରନ୍ ସଂଗ୍ରହ କରିଥିଲା। ଏହାର ଜବାବ ରେ ଧଣ୍ଡାମୁଣ୍ଡା ଦଳ ୧୨.୪ ଓଭର ରେ ୪ ୱିକେଟ ହରାଇ  ୧୦୯ ରନ ସଂଗ୍ରହ କରି ନେଇଥିଲା । ଯାହା ଫଳରେ ଧଣ୍ଡାମୁଣ୍ଡା ଦଳ ଚାମ୍ପିୟନ ହୋଇଥିଲା । ଆୟୋଜିତ ପୁରସ୍କାର ବିତରଣ  ଉତ୍ସବରେ ଭୈରବୀ କ୍ରିକେଟ୍ କ୍ଲବ ସଭାପତି ଜ୍ୟୋତି ରଞ୍ଜନ ପଣ୍ଡା ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ପାଟଣାଗଡ ପୂର୍ବତନ ବିଧାୟକ ସରୋଜ ମେହେର ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ପାଟଣାଗଡ ଏନ୍ଏସି ଉପାଧ୍ୟକ୍ଷ ପ୍ରଫୁଲ୍ଲ ମେହେର, ଭାନପୁର ସରପଞ୍ଚ ରୀନା ଜାଲ, ଅମିତ୍ ସୁନା, ଡିଲେଶ୍ୱର ଜାଲ, ଶୋଭନମୟ ମିଶ୍ର, ତୁର୍ଲା ଆଶ୍ରମ ସ୍କୁଲ ପ୍ରଧାନ ଶିକ୍ଷକ ଭୂପିନ୍ଦ୍ର ବନଗୁଲା,  ବୃନ୍ଦାବନ ସେଠ୍, ଗୋପାଲ ପାତ୍ର, ବ୍ରହ୍ମା ନନ୍ଦ ସାହୁ, ଟିକେଲାଲ ପାତ୍ର ଯୋଗ ଦେଇଥିଲେ। ଚାମ୍ପିୟନ ଦଳକୁ ଟ୍ରଫି ସହ ୧୧୦୧୧ ଟଙ୍କା ଏବଂ ରନର୍ସ ଅପ ଦଳ କୁ ଟ୍ରଫି ସହ ୭୦୭୦ ଟଙ୍କା ଅତିଥି ମାନେ ପ୍ରଦାନ କରିଥିଲେ। ଅମ୍ପାୟାର ରୁପେ ନିକୁ ଶବର ଓ ଆଶିଷ ପାଣିଗ୍ରାହୀ ଖେଳକୁ ପରିଚାଳନା କରିଥିବା ବେଳେ ସ୍କୋରର ରୁପେ ପ୍ରଶାନ୍ତ ମେହେର ଦାୟିତ୍ଵ ତୁଲାଇଥିଲେ। ସୁଦାମ ସାହୁ ଓ ରଞ୍ଜିତ ମେହେର ଖେଳର ଧାରା ବିବରଣୀ ପ୍ରଦାନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ  ଧର୍ମେନ୍ଦ୍ର ଭୋଇ, ସଞ୍ଜୀବ ପାଣିଗ୍ରାହୀ, ମନିଲାଲ ଛତର, ଗୋପାଲ ବାରିକ, ନିରଞ୍ଜନ ଭୋଇ, ରାମଚନ୍ଦ୍ର ବରିହା, କୁଶ ରଞ୍ଜନ ଭୋଇ, ସୁବନ୍ ଶବର, ବାବାଜୀ ଭୁଏ, ଜଗତ ଦୀପ, ଆକାଶ ପାଣଗ୍ରାହୀ, ଧନଞ୍ଜୟ ବାରିକ, କେଦାର ବାରିକ, ଓଁକାର ଭୋଇ, ସୁବିତ ଭୋଇ, ସ୍ଵାଧୀନ ପଣ୍ଡା, ଦେବାଶିଷ ପାଣିଗ୍ରାହୀ, ନବୀନ ଭୁଏ, ଛବିଲ ପଧାନ ପ୍ରମୁଖ କ୍ଳବ୍ ସଦସ୍ୟ ଉପସ୍ଥିତ ଥିଲେ। ଟୁର୍ଣ୍ଣାମେଣ୍ଟ ଟି ଆଠ ଦିନ ଧରି ଚାଲିଥିବା ବେଳେ ୧୬ ଟି ଦଳ ଭାଗ ନେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like