-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ସିଂଘିଯୁବା ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

02-Feb-2025



ବିନିକା(ହିମାଂଶୁ ଶେଖର ପଟେଲ): ବିନିକା ବ୍ଲକ୍ ସିଂଘିଯୁବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ରବିବାର ଅନୁଷ୍ଟିତ ହୋଇଯାଇଛି l ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାଜକୁମାର ମହାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ  ବୀରମହାରାଜାପୁର ବିଧାୟକ ରଘୁନାଥ ଜଗଦଲା ଯୋଗ ଦେଇ ସ୍କୁଲରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ନିଆଯିବ  ପ୍ରତିଶୃତି ଦେଇଥିଲେ l ସମ୍ମାନୀତ ଅତିଥି ଭାବରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ ମହାକୁର ଓ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଅଶୋକ ପୁଷ୍ଟୀ,ମୁଖ୍ୟବକ୍ତା ଭାବେ ଶିକ୍ଷକ ନିରଞ୍ଜନ ପଣ୍ଡା, ଅତିଥି ଭାବେ  ପୁରାତନ ଛାତ୍ର ନିରାକାର କର୍ଣ୍ଣ,ସ୍କୁଲ କମିଟି ସଭାପତି ତଥା ସାମ୍ବାଦିକ ଅଶୋକ କୁମାର ପଣ୍ଡା ଯୋଗଦେଇ ଅଭିଭାଷଣ ପ୍ରଦାନ କରିଥିଲେ l କ୍ରିଷ୍ଣାମଇ ମହତ୍ତମ ସଭା ପରିଚାଳନା କରିଥିବା ବେଳେ  ଶିକ୍ଷକ ହୃଦାନନ୍ଦ ପଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ । ଛାତ୍ରୀ ଶିବାନୀ ପଣ୍ଡାଙ୍କ ପରିଚାଳନାରେ କୁନି କୁନି ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ନାଚ ଗୀତ କାର୍ଯ୍ୟକ୍ରମ ପରିବେଷଣ ଉତ୍ସବକୁ ମୁଗ୍ଧ କରିଥିଲା ।ଏହି ଅବସରରେ ବିଭିନ୍ନ ବର୍ଗର କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।ବାର୍ଷିକ ଉତ୍ସବ ପରିଚାଳନାରେ ଉମାକାନ୍ତ ରଣା,ରଞ୍ଜୁ ଦାସ, ବିନୋଦ କୁମାର ବେହେରା,ବିକାଶ କୁମାର ବାରିକ,ଦୟାନନ୍ଦ ପଧାନ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like