-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ବିନିକା ଅଞ୍ଚଳ କୋଶଲିଆମାଲି ସମାଜ ନୂତନ କମିଟି ଗଠିତ

02-Feb-2025



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ଅଞ୍ଚଳ କୋଶଲିଆ ମାଲି ସମାଜର ଏକ ବୈଠକ ଫୁଲମୁଠି ସ୍ଥିତ ମହୁଳଟିଜ୍ରା ଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଅଞ୍ଚଳ ଅଧୀନ ସମସ୍ତ ଗ୍ରାମର ଲୋକେ ଯୋଗଦେଇଥିଲେ ।ସମାଜର ଏକତା,ଲକ୍ଷ୍ୟ,ଉଦ୍ଦେଶ୍ୟ ଓ ବିଭିନ୍ନ ସମସ୍ୟା ଉପରେ ବିଶଦ ଆଲୋଚନା ହୋଇଥିଲା।ପରେ ସୁବର୍ଣ୍ଣପୁର ଜିଲ୍ଲା କୋଶଲିଆ ମାଲି ସମାଜ ସାଧାରଣ ସମ୍ପାଦକ ନିରଞ୍ଜନ ପୁଟେଳଙ୍କ ସଭାପତିତ୍ତରେ  ନୂତନ କମିଟି ଗଠିତ ହୋଇଥିଲା ।ଏଥିରେ ସଭାପତି ଭାବେ ବାମଦେବ ବରିହା,ଉପ ସଭାପତି ସୁଶାନ୍ତ ପୁଟେଳ,ସମ୍ପାଦକ ବାସୁଦେବ ମଣ୍ଡା,ସହ ସମ୍ପାଦକ ଗଦାଧର ନାଏକ,କୋଷାଧ୍ୟକ୍ଷ ସୂର୍ଯ୍ୟକାନ୍ତ ପୁଟେଲ,ପତ୍ର ବାହାକ ଲକ୍ଷିନ୍ଦ୍ର ବାଘ ପ୍ରମୁଖ ମନୋନୀତ ହୋଇଥିବା ବେଳେ ଉପଦେଷ୍ଟା ମଣ୍ଡଳୀରେ ଜେହେରୁ ପୁଟେଲ,ଧ୍ରୁବଚରଣ ନାଏକ,ସନାତନ ପୁଟେଲ,ରଘୁନାଥ ପୁଟେଲ,ଗୌରୀ ଶଙ୍କର ପୁଟେଲ,ଗଜାନନ ପୁଟେଲ,ସୀତାରାମ ବାଘ ପ୍ରମୁଖ ରହିଛନ୍ତି ।କାର୍ଯ୍ୟକ୍ରମରେ ଜିଲ୍ଲା ଉପଦେଷ୍ଟା ଶ୍ରୀଧର ପୁଟେଲ,ଜିଲ୍ଲା ଉପ ସଭାପତି ହିମାଂଶୁ ଶେଖର ପୁଟେଲ,କୋଷାଧ୍ୟକ୍ଷ ମକରଧ୍ବଜ ଚୌଧୁରୀ, ବୀରମହାରାଜପୁର ଅଞ୍ଚଳ ସଭାପତି ମୃତ୍ୟୁଞ୍ଜୟ ପାଣ୍ଡେ, ସମ୍ପାଦକ ସପନେଶ୍ୱର ବାଘ,ଘଣ୍ଟାପାଲି ଅଞ୍ଚଳ ସଭାପତି ହରିଶ୍ଚନ୍ଦ୍ର ପୁଟେଲ,ସମ୍ପାଦକ ବୃନ୍ଦାବନ ପୁଟେଲ ପ୍ରମୁଖ ଉପସ୍ଥିତ ଥିଲେ।ଶେଷରେ ନୂତନ କମିଟି କର୍ମକର୍ତ୍ତାଙ୍କୁ ବାବା କୋଶଳେଶ୍ୱରଙ୍କ ସମ୍ଭୁଖରେ ଶପଥ ପାଠ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like