-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୪ର୍ଥ ତୋଷାଳୀ ମହୋତ୍ସବ ଉପଲକ୍ଷେ ରାଜ୍ୟeସ୍ତରୀୟ କବିତା ପାଠୋତ୍ସବ, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ

02-Feb-2025



ତୁଷୁରା(ପଞ୍ଚାନନ ନାଏକ): ଚତୁର୍ଥ ତୋଷାଳୀ ମହୋତ୍ସବ ଉପଲକ୍ଷେ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ତୁଷୁରାର ଅଡିଟୋରିୟମ ଠାରେ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା ପର୍ବ ନିଷାନର ସଭାପତି ଡ. ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଗୁଡଭେଲା ବିଡିଓ ରାମଦତ୍ତ ଭୋଇ ଯୋଗ ଦେଇ ୧୦ଟି ଜିଲ୍ଲାରୁ ଆସିଥିବା ସମ୍ବର୍ଦ୍ଧିତ ପ୍ରତିଭୂ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ବିଶିଷ୍ଟ ଅତିଥି ଭାବେ ବିଶିଷ୍ଟ

ସାହିତ୍ୟିକ ତଥା ସ୍ତମ୍ଭକାର ତୁଳସୀ ଜୈନ ଯୋଗଦେଇ ସାହିତ୍ୟର ନବ ଜାଗରଣ ଯୁବ ସମାଜ ହାତରେ ନିର୍ଭର କରେ ବୋଲି ମତପୋଷଣ କରିଥିଲେ। ମୁଖ୍ୟବକ୍ତା ଭାବେ ରାଜମଣି ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କୋସଲ ସାହିତ୍ୟ ଏକାଡ଼େମୀର ସଭାପତି ଡ. ଦେବେନ୍ଦ୍ର ନାଏକ, ଡ. ବନବାସ ମେହେର, ଡ. ସୁଧାଂଶୁ ମେହେର, ତୋଷାଳୀ ମହୋତ୍ସବ କମିଟିର ସଭାପତି ବ୍ରହ୍ମାନନ୍ଦ ପାଣ୍ଡିଆ, ଦେବବ୍ରତ ପାଣିଗ୍ରାହୀ ଓ  ୟୁଥ୍ ଏକ୍ସନ୍ କମିଟୀ ସଭାପତି ଲିସନ କୁମାର ପ୍ରଧାନ ଯୋଗ ଦେଇଥିଲେ। ନିଷାନ୍ ସଂପାଦକ ଆଶୁକବି ଡ. ହେମନ୍ତ କୁମାର ଦାଶ ସଭା ସଞ୍ଚାଳନ କରିଥିଲେ ଓ ଦେବାଶିଷ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ଆଶୁକବି ଡ. ଦାଶଙ୍କର ଏକପଦି କୋସଲି କବିତା ସଙ୍କଳନ "ଭାବର୍ ମହକ୍" ସମେତ ରାଜୀବ ପଟେଲଙ୍କ କୋସଲି କବିତା ଝରନ୍ ଓ କୋସଲି କଥାନି ଝରନ୍, ଦେବାଶିଷ ମହାପାତ୍ରଙ୍କ ଇଂରାଜୀ ପୁସ୍ତକ ଓ ଗୌରାଙ୍ଗ ପାଣ୍ଡେଙ୍କ ନୂଆ ସକାଳ ପବ୍ଲିକେଶନ ର ଜାନୁଆରୀ ଏହିପରି ୫ଟି ପୁସ୍ତକ ଉନ୍ମୋଚିତ ହୋଇଥିଲା।  ଉକ୍ତ କାର୍ଯ୍ୟକ୍ରମରେ ସବୁଜ ସେନାନୀ ସମ୍ମାନ ରାମଦତ୍ତ ଭୋଇଙ୍କୁ ପ୍ରଦାନ କରାଯାଇଥିବା ବେଳେ ଊମା ଶଙ୍କର ସିଂଙ୍କୁ ସ୍ବର୍ଗତ ରମେଶ ପ୍ରଧାନ ସ୍ମୃତି ସମ୍ମାନ, ରାଜମଣି ସାହୁ, ଡ. ଶ୍ୟାମ ସୁନ୍ଦର ପ୍ରଧାନ

ଓ  ଲିଲି ପଟେଲଙ୍କୁ ତୋଷାଳୀ ସାରସ୍ଵତ ସମ୍ମାନ, ଡ. ନିରଞ୍ଜନ ପଣ୍ଡା ଓ ଡ.ତନ୍ମୟୀ ଅଗସ୍ତିଙ୍କୁ ସିଆନି-ଗୁସିଆଁ ସମ୍ମାନ, ସୁଶାନ୍ତ ମିଶ୍ରଙ୍କୁ ବ୍ଯଙ୍ଗକବି ସମ୍ମାନ, ଡ. ବନବାସ ମେହେରଙ୍କୁ ନିଷାନ୍ ନାଟକ ସମ୍ମାନ, ସାବିତ୍ରୀ ସାହୁଙ୍କୁ ନିଷାନ୍ ଅଠାରି କବିତା ସମ୍ମାନ, ସରସ ପ୍ରଧାନ ଓ ଶମ୍ଭୁ ପ୍ରସାଦ ସାହୁଙ୍କୁ ନିଷାନ୍ ସାମ୍ବାଦିକ ସମ୍ମାନ, ଗୌରାଙ୍ଗ ପାଣ୍ଡେଙ୍କୁ କୋସଲି ଭାଷା ପ୍ରଚାରକ ସମ୍ମାନ ଓ କୋସଲି ଡେରା ପାଟଣାଗଡ଼ କୁ  ନିଷାନ୍ କଲାପଟା ସମ୍ମାନ ପ୍ରଦାନ କରାଯାଇଥିଲା। ନିଷାନ୍ କୁଟୁମ୍ ର ସମସ୍ତ ସଦସ୍ୟ ସଦସ୍ୟା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like