-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର କଲେଜ ଛକ ରେ ସରସ୍ଵତୀ ପୂଜା ବିଦ୍ୟାରମ୍ଭ ସଂସ୍କାର

02-Feb-2025



ବଲାଙ୍ଗିର ୨ ଫେବୃୟାରୀ:ଆଜି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର କଲେଜ ଛକ ବଲାଙ୍ଗୀରରେ ମା ସରସ୍ବତୀଙ୍କ ପୂଜା ତଥା ଶିଶୁଵୋଧ ଶ୍ରେଣୀ ଶିଶୁଙ୍କ ବିଦ୍ୟାରମ୍ଭ ସ୦ସ୍କାର ଜଜ୍ଞ ଅନୁଷ୍ଠିତ ହୋଇଯାଇଛି।ଇତ୍ଯ ଅବସରରେ ଅନେକ ସ୦ଖ୍ଯାରେ ମାଆ,ବାପା, ଆଚାର୍ଯ୍ୟ ଆଚାର୍ଯ୍ୟା, ପରିଚାଳନା କମିଟିର କର୍ମ

କର୍ତ୍ତା ଓ ଶିଶୁ ଭାଇ ଭଉଣୀ ଏକ ଗ୍ରନ୍ଥ ଶୋଭାଯାତ୍ରାରେ ଶାନ୍ତିପଡା ସ୍ଥିତ ଶିବମନ୍ଦିର ରୁ ବାହାରି ନଗର ପରିକ୍ରମା ପୂର୍ବକ  ବିଦ୍ୟାଳୟରେ ପହଞ୍ଚିଥିଲେ। ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ରବୀନ୍ଦ୍ର କୁମାର ମିଶ୍ର ସପତ୍ନୀକ ତଥା ଶିଶୁ ବାଟିକାପ୍ରମୁଖ, ସମେତ ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ସେବକ ସେବିକା, ପରିଚାଳନା କମିଟିର କର୍ମକର୍ତ୍ତା ଅଭିଭାବକ ଙ୍କ ସହଯୋଗରେ ଶିଶୁ ମାନଙ୍କର ପାଦ ଧୋଇ ଫୁଲ ଚନ୍ଦନ ଲଗାଇ ସ୍ବାଗତ କରିଥିଲେ। ଘଣ୍ଟ,ଶ୦ଖ,କିର୍ତନ୍ଯ,ଓ ଘୋଷ ବାଦ୍ୟରେ ଚତୁର୍ଦ୍ଦିଗ ପ୍ରକମ୍ପିତ ହୋଇ ଏକ ଆଧ୍ୟାତ୍ମିକ ବାତାବରଣ ସୃଷ୍ଟି ହୋଇଥିଲା।ଜଜ୍ଞ ଅନୁଷ୍ଠାନ କରାଯାଇ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ସୁନ୍ଦର ଭାବରେ ସମାହିତ ହୋଇଥିଲା। ପରିଚାଳନା କମିଟିର ସଭାପତି ଶ୍ରୀ ତ୍ରିବିକ୍ରମ ଦାଶଙ୍କ ଦ୍ୱାରା ମୈତ୍ରୀ ପତ୍ରିକାର ଉନ୍ମୋଚନ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରମୁଖ ଶ୍ରୀ ରାମକୁମାର ମିଶ୍ର, ଉପସଭାପତି ଡା.ଗୋଦାବରିଶ ରଥ, ସମ୍ପାଦକ ଶ୍ରୀ ନୀଳାଚଳ ଚିର୍ଗୁନ, କୋଷାଧ୍ୟକ୍ଷ ଶ୍ରୀ ଜୀଵେଶ୍ବର ପ୍ରଧାନ,ଯୁଗ୍ମ ସମ୍ପାଦକ ଶ୍ରୀ ଗିରିଶ ରାମ ବେହେରା, ଶ୍ରୀମତୀ କାନ୍ତାୟନୀ ଷଡ଼ଙ୍ଗୀ , ଶ୍ରୀମତୀ ନଳିନୀ ସେଠ, ଶ୍ରୀ ଶିବ ପ୍ରସାଦ ତ୍ରିପାଠୀ, ବିଭୂତି ଭୂଷଣ ମିଶ୍ର,

ଡୋଳା ମଣି ଗଡତିଆ, ସମେତ ଅନେକ ସ୦ଖ୍ଯାରେ କର୍ମକର୍ତ୍ତା ଗଣ ଯୋଗ ଦେଇ ପୂଜାକାର୍ଯ୍ୟ ଓ ବିଦ୍ୟାରମ୍ଭ ସ୦ସ୍କାର ଜଜ୍ଞ କୁ ସଫଳ ମଣ୍ଡିତ କରିଥିଲେ। ପରିଶେଷରେ ଅନ୍ନ ପ୍ରସାଦ ଗ୍ରହଣ ପୂର୍ବକ କାର୍ଯ୍ୟକ୍ରମ ସୁନ୍ଦର ଭାବରେ ସମ୍ପନ୍ନ ହୋଇପାରିଥିଲା।ସ୍କାଉଟ ଓ ଗାଇଡ୍ ତଥା jrc ର ଭାଇ ଭଉଣୀ ଗଣ  ସୁରକ୍ଷା ବ୍ୟବସ୍ଥା ବୁଝି ଥିଲେ।ଏ କାର୍ଯ୍ୟକ୍ରମଟିକୁ ଅଭିଭାବକ ଗଣ ମାତ୍ରୁଭାରତୀର ସଦସ୍ୟା ସମ୍ପୂର୍ଣ୍ଣ ଦାୟିତ୍ଵ ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like