-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସାମ୍ୱାଦିକଙ୍କ ପିତୃ ବିୟୋଗ

03-Feb-2025



ବରୀ(ରଞ୍ଜିତମହାନ୍ତି):ସାମ୍ବାଦିକ ଅରୁଣ ବେହେରାଙ୍କ ପିତା ନିଳମଣି ବେହେରା (ଗୁରୁଜି)ଙ୍କର ୮୨ ବର୍ଷ ବୟସରେ ଶନିବାର ସଂଧ୍ୟାରେ ପରଲୋକ ହୋଇ ଯାଇଛି । ସେ କିଛିଦିନ ହେବ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ମୁତ୍ୟୁ ଶଯ୍ୟା ନିକଟରେ ତାଙ୍କର ୨ ପୁଅ ଉପସ୍ଥିତ ଥିଲେ। ସେ ଜଣେ ଧର୍ମପରାୟଣ ଓ ସ୍ନେହୀ ବ୍ୟକ୍ତି ଥିଲେ ଅଂଚଳରେ ସେ ଗୁରୂଜି ଭାବେ ବେଶ୍ ପରିଚିତ ଥିଲେ ଗ୍ରାମ୍ୟ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସଂପନ୍ନ କରାଯାଇଥିଲା। ବରିଷ୍ଠ ସାମ୍ୱାଦିକ ଚୈତନ୍ୟ ଜେନା, ସାମ୍ୱାଦିକ ପ୍ରଶାନ୍ତ ଦ୍ବିବେଦୀ, ପ୍ରତାପ ଦାସ, ମହେନ୍ଦ୍ର ସ୍ୱାଇଁ, ସତ୍ୟଜିତ ବାରିକ, ସ୍ନେହାଶୁ ମହାନ୍ତି, ପ୍ରଦିପ ମହାରଣା, ସୁମନ କଲ୍ୟାଣ ଦାସ, ରଞ୍ଜିତ ମହାନ୍ତିଙ୍କ ସମେତ ବହୁ ସାମ୍ୱାଦିକ, ଜିଲ୍ଲା ଯୁବ କଂଗ୍ରେସର ପୁର୍ବତନ ସଭାପତି ବିଶ୍ଵ ପ୍ରକାଶ ସାମଲ, ସମାଜସେବୀ ମନୋଜ ସିଂ ପ୍ରମୁଖ ତାଙ୍କ ବାସଭବନରେ ପହଞ୍ଚି ମର ଶରୀରରେ ପୁଷ୍ପ ମାଲ୍ୟ ଅର୍ପଣ କରିବା ସହିତ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ। ଖବର ପାଇ ବରୀ ବିଧାୟକ ବିଶ୍ବ ରଞ୍ଜନ ମଲିକ, ପଞ୍ଚାୟତ ସମିତି ଅଧକ୍ଷ ଅଶୋକ କୁମାର ଗେଡି, ଉପାଧକ୍ଷା ଅର୍ଚ୍ଚନା ମଲିକ, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ସାମଲ, ସନ୍ତୋଷ ସାମଲ, ପୂର୍ବତନ ବିଧାୟିକା ସୁନନ୍ଦା ଦାସ, ବିଜେପି ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର, ଯୁବ ସମାଜସେବୀ ସଂଜୀବ ଜେନା ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like