-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୨୭ତମ ବାର୍ଷିକ କ୍ରୀଡା ଓ ନୃତ୍ଯ ପ୍ରତିଯୋଗିତା ଅନୁଷ୍ଠିତ

03-Feb-2025



ଆଦିବାସୀ ଅଧ୍ଯୁଷିତ ମୟୂରଭଞ୍ଜ ଜିଲ୍ଲାର ବାମନଘାଟୀ ଉପଖଣ୍ଡର ରାଇରଙ୍ଗପୁର ସହରସ୍ତ ବାଇଦାପୋଷି ଇନ୍ଦିରାପଡିଆ ଠାରେ ବାଇଦାପୋଷି କ୍ରୀଡା ସଂସଦ ଆନୁକୂଲ୍ଯରେ ୨୭ତମ ବାର୍ଷିକ କ୍ରୀଡା ଓ ନୃତ୍ଯ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ଏଥିରେ କ୍ରୀଡା ମଧ୍ଯରେ ଶିଶୁ ବାଳକବାଳିକାମାନଙ୍କର ୧୦୦ ମିଟର ଦୌଡ, ଟମାଟୋ ରେସ୍, ପଟାଟୋ ରେସ୍, ବାଳକବାଳିକାମାନଙ୍କର ୧୦୦ମିଟର ଦୌଡ,

୪୦୦ ମିଟର ଦୌଡ, ୮୦୦ ମିଟର ଦୌଡ, ସ୍ଲୋ ସାଇକେଲ ରେସ୍, ଜୁନିୟର ଓ ସିନିୟର ସାଧାରଣ ଜ୍ଞାନ, ବୟସ୍କମାନଙ୍କର ୧୬୦୦ ମିଟର ଦୌଡ, ମହିଳାମାନଙ୍କର ଜଳପୂର୍ଣ୍ଣ କଳସ ଦୌଡ, ମୁରୁଜ ପ୍ରତିଯୋଗିତା ହୋଇଥିଲା ବେଳେ ଡାଣ୍ଠାନାଚ, ଡ୍ରାମାନାଚ ଓ ଆଦିସୁସୁନ ନାଚ ପ୍ରତିଯୋଗିତା ଆୟୋଜିତ ହୋଇଥିଲା I ଏଥିରେ ମୁଖ୍ଯଅତିଥି ଭାବେ ରାଇରଙ୍ଗପୁର ମ୍ଯୁନିସିପାଲିଟି ଅଧ୍ଯକ୍ଷ ଅଭିଷେକ ପଟ୍ଟନାୟକ, ସମ୍ମାନିତ ଅତିଥି ରୂପେ ଉପଖଣ୍ଡ ଥାନାଧିକାରୀ ଗୋକୁଳାନନ୍ଦ ସାହୁ, ଶିକ୍ଷକ ତଥା ସାହିତ୍ଯିକ ରଞ୍ଜନ କୁମାର ନନ୍ଦ ପ୍ରମୁଖ ଯୋଗ ଦେଇ କ୍ରୀଡା ଉପରେ ବହୁ ମୂଲ୍ଯବାନ ବକ୍ତବ୍ଯ ଦେବା ପରେ ଅତିଥିଗଣ କ୍ରୀଡା କୃତୀ ପ୍ରତିଯୋଗୀମାନଙ୍କୁ ଆକର୍ଷଣୀୟ ପୁରସ୍କାର ଦେଇ ପୁରସ୍କୃତ କରିଥିଲା ବେଳେ ନାଚରେ ସୁନ୍ଦର ପ୍ରଦର୍ଶନ କରିଥିବା ଦଳଙ୍କୁ ଅର୍ଥରାଶି ପ୍ରଦାନ କରିଥିଲେ I ଏଥିରେ କମିଟୀର ସଭାପତି ତଥା ପୂର୍ବତନ ବିଧାୟକ ଶ୍ଯାମଚରଣ ହାଁସଦା, ସମ୍ପାଦକ ଜଗନ୍ନାଥ ବେହେରା,

କାର୍ଯ୍ଯକାରୀ ସଭାପତି ଦୂ୍ର୍ଯ୍ଯୋଧନ ବେହେରା, ଉପସଭାପତି କିଶୋର କୁମାର ରଜକ, ଗୋବିନ୍ଦ ସୋରେନ, ଜଗନ୍ନାଥ ମଲିକ, ଯୁଗ୍ମ ସମ୍ପାଦକ ଗୋବିନ୍ଦ ହେମ୍ବ୍ରମ, କାର୍ତ୍ତିକ ମହାକୁଡ, ରବୀନ୍ଦ୍ର ବେହେରା, ଗୋବିନ୍ଦ ବେହେରା, କୋଷାଧ୍ଯକ୍ଷ ଖଗେନ୍ଦ୍ର ବେହେରା ତଥା କାର୍ଯ୍ଯକାରୀ ସଦସ୍ଯଗଣ କ୍ରୀଡା ଓ ନୃତ୍ଯ ପରିଚାଳନାରେ ସାହାଯ୍ଯ ଓ ସହଯୋଗ କରିଥିଲେ I ଉକ୍ତ ପାରମ୍ପରିକ କ୍ରୀଡା ଓ ନୃତ୍ଯ ପ୍ରତିଯୋଗିତାରେ ଭାଷ୍ଯକାର ଭାବେ ଦୁର୍ଗାଚରଣ ମହାନ୍ତ ଯୋଗ ଦେଇ କ୍ରୀଡାପ୍ରତିଯୋଗୀ ଓ ନୃତ୍ଯଦଳମାନଙ୍କୁ ଉତ୍ସାହିତ କରିଥିଲେ I ଏଥିରେ ସ୍ଥାନୀୟ ଓ ଦୁରଦୂରାନ୍ତରରୁ ଲୋକମାନଙ୍କର ଭିଡ ବହୁ ସଂଖ୍ଯାରେ ଦେଖିବାକୁ ମିଳିଥିଲା I 

(ମୟୂରଭଞ୍ଜ ରାଇରଙ୍ଗପୁରରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like