-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପକ୍ଷାଘାତ ସଚେତନା ଓ ସ୍ଵାସ୍ଥ୍ୟ ଶିବିର

03-Feb-2025



ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ):  ରେଶମ ନଗରୀ ବ୍ରହ୍ମପୁର  ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ପକ୍ଷାଘାତ ରୋଗ ସଚେତନା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ କହିଲେ ଅଧିକ ଶୁଖିଲା, ଅଳ୍ପ, ତୈଳଯୁକ୍ତ ଖାଦ୍ୟ,କୋଲେଷ୍ଟେରଲ୍ ବୃଦ୍ଧି, ଧାତୁକ୍ଷୟ,ପରିଶ୍ରମ,ରକ୍ତଚାପ ବୃଦ୍ଧିରୁ ମୁଣ୍ଡ ଭିତରେ ରକ୍ତସ୍ରାବ ଚିନ୍ତା ଓ ଦୁର୍ଘଟଣା ଜନିତ ମୁଣ୍ଡକୁ ଆଘାତ ଲାଗି ରକ୍ତସ୍ରାବ ହେଲେ ନାଡୀତନ୍ତୁ କାର୍ଯ୍ଯକ୍ଷମତା ହରାଇ ଶରୀରର ବାମ ବା ଦକ୍ଷିଣ ଅଙ୍ଗକୁ ନିଷ୍କ୍ରିୟ କରିଦିଏ ଏହାକୁ ପକ୍ଷାଘାତ ବା ଏକାଙ୍ଗ ବାତ କୁହାଯାଏ। ବାନ୍ତି, ବିରେଚନ, ଅଭ୍ୟଙ୍ଗ, ସେକ, ନସ୍ୟ ଏହି ପଞ୍ଚକର୍ମ ଚିକିତ୍ସା ଓ ଯୋଗାସନ ସଫଳ ଚିକିତ୍ସା। ପୃଷ୍ଟିକର, ହଜମ କାରକ ଖାଦ୍ୟ ଖାଇଲେ ଚିକିତ୍ସାରେ ସହାୟତା ମିଳେ। ବିରି, ବାଇଢୁଙ୍କମଞ୍ଜି, କାଲମୂଳ, ବଜ୍ରମୂଳୀ ମୂଳ ଦଶ ଗ୍ରାମ ଲେଖାଏଁ ସିଝାଇ ନିତି ପିଇଲେ ଶୀଘ୍ର ଆରୋଗ୍ୟ ମିଳେ। 
ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ରାଓ। ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବା ପାଇଁ ଡଃ ସାହୁ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like