-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପର୍ଲା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦି ର ବାର୍ଷିକ ଉତ୍ସବ ସହ ନୂତନ ଶ୍ରେଣୀ ଗୃହ ଉଦଘାଟନ।

03-Feb-2025



ଧର୍ମଗଡ଼(ଜ୍ୟୋତିରଞ୍ଜନ ବେମାଲ ) କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଅନ୍ତର୍ଗତ ପର୍ଲା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ ସହ ନୂତନ ଶ୍ରେଣୀ ଗୃହ ର ଉଦଘାଟନ ହୋଇଯାଇଛି।ଆଜି ମାଆ ବିଦ୍ୟାଧାତ୍ରୀ ସରସ୍ୱତୀ ପୂଜା।ପ୍ରତ୍ୟେକ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ଦେବୀଙ୍କ ପୂଜା ଆଡମ୍ବ ସହ ପାଳିତ ହୋଇଛି।ଏହି ପରିପେକ୍ଷିରେ ପର୍ଲା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ପୂଜାର୍ଚ୍ଚନା ହୋଇଯାଇଛି।ଏଥିସହ ବିଦ୍ୟାଳୟ ୧୫ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଯୋଗ ଦେଇ ଛାତ୍ରଛାତ୍ରୀ ଙ୍କୁ ଉସ୍ଛାହିତ କରିଥିଲେ।ସର୍ବ ପ୍ରଥମେ ମାଆ  ବିଦ୍ୟାଧାତ୍ରୀ ସରସ୍ୱତୀ ଙ୍କ ପୂଜାର୍ଚ୍ଚନାରେ ସାମିଲ ହୋଇ ଆଶୀର୍ବାଦ ଭିକ୍ଷା କରିଥିଲେ ଓ ନୂତନ ବିଦ୍ୟାଳୟ ଶ୍ରେଣୀ ଗୃହ କୁ ଉଦଘାଟନ କରିଥିଲେ।କୋମଳ ଶିଶୁ ମାନଙ୍କୁ କୌଣସି ଚାପ ନ ଦେଇ ମାନସିକ ସ୍ତରରେ ସରଳ ଶିକ୍ଷା ପ୍ରଦାନ କରିବା ସମେତ ଚରିତ୍ର ଗଠନ ପ୍ରତି ଧ୍ୟାନ ଦେବା ଆବଶ୍ୟକ ବୋଲି ଅଭିଭାଷଣ ପ୍ରଦାନ କରିଥିଲେ।ସମ୍ମାନୀୟ ଅତିଥି ଭାବେ ଧର୍ମଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ-ପଙ୍କଜିନି ମାଝୀ,ଅବସର ପ୍ରାପ୍ତ କିରାଣୀ ସୁଶାନ୍ତ ଦାସ,ଅନନ୍ତ ପ୍ରାସାଦ ଦାସ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ମନୋରମା ତ୍ରିପାଠୀ, ଅବସର ଶିକ୍ଷକହେତୁରାମ ମେହେର ପ୍ରମୁଖ ଯୋଗ ଦେଇଥିବା ବେଳେ ବିଦ୍ୟାଳୟ ର ସଭାପତି ହୃଷିକେଶ ସାହୁ ସଭାର ସଭାପତିତ୍ୱ କରିଥିଲେ। କାର୍ଯ୍ୟକ୍ରମ କୁ ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ସୁଧୀର ଗୋପାଳ ପରିଚାଳନା କରିଥିବାବେଳେ   ଗୁରୁମା -  ଦୀପାଞ୍ଜଳିବାରିକ,ସସ୍ମିତା ଦାସ,ସୁଶ୍ରୀ ବର୍ଷା ବାରିକ,ଭାଗ୍ୟଶ୍ରୀ ଖମାରି,ଗୁରୁଜୀ-ଜ୍ୟୋତିରଞ୍ଜନ ଗୋପାଳ, ମୁରଲୀଧର ସାହୁ ପ୍ରମୁଖ ସହଯୋଗ କରିଥିଲେ।ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ହୋଇଥିବା ନାନା ପ୍ରକାର ପ୍ରତିଯୋଗିତା ଉର୍ଣ୍ଣିତ ଯୋଗ୍ୟ ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ବିତରଣ କରାଯାଇଛି।ବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ସମସ୍ତ ଛାତ୍ରଛାତ୍ରୀ ,ଅବିଭାବକ ଓ ଗ୍ରାମବାସୀ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like