-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଆର୍ଦ୍ର ଭୂମି ସଂରକ୍ଷଣ ସଚେତନତା ଦିବସ ୨୦୨୫ 

03-Feb-2025



ଲୋଇସିଂହା(ବିନୋଦ ଦୀପ): ପରିବେଶ ଅଧ୍ୟୟନ କେନ୍ଦ୍ର, ଜଙ୍ଗଲ ଓ ପରିଵେଶ ତଥା ଜଳବାୟୁ ପରିବର୍ତ୍ତନ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ସ୍ଥାନୀୟ ଧନ୍ଵନ୍ତରୀ ଇକୋ କ୍ଳଵ ପଞ୍ଚାୟତ ଉଚ୍ଚବିଦ୍ୟାଳୟ କୁଟୁରାପାଲି ସହଯୋଗରେ ବାଦୀମୁଣ୍ଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ କୁଟୁରାପାଲି ଗ୍ରାମର ଅମୃତ ସରୋବର ଠାରେ ଜାତୀୟ ଆର୍ଦ୍ର ଭୂମି ସଂରକ୍ଷଣ ଉପରେ ସଚେତନତା ଦିବସ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l

ବିଦ୍ୟାଳୟର ପ୍ରଧାନଶିକ୍ଷକ ଅବନୀ କୁମାର ତ୍ରିପାଠୀଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ କିରଣ ସାହୁ ମୁଖ୍ୟଅତିଥି, ସମିତି ସଭ୍ୟା ସୁକାନ୍ତି ସାହୁ ସମ୍ମାନିତ ଅତିଥି  ଓ ଇକୋକ୍ଳବ ଶିକ୍ଷକ ହରେକୃଷ୍ଣ ତ୍ରିପାଠୀ ଯୋଗଦେଇ ଆର୍ଦ୍ର ଭୂମି ସଂରକ୍ଷଣ ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ଗତ ଜାନୁଆରୀ ୧୫ ତାରିଖ ଠାରୁ ଛାତ୍ରଛାତ୍ରୀ 

କୁଟୁରାପାଲି ସ୍ଥିତ ଅମୃତ ସରୋବର ସଫେଇ କାର୍ଯ୍ୟରେ ଗ୍ରାମବାସୀ ଙ୍କ ସହଯୋଗ କରିଥିଲେ। ବିଦ୍ୟାଳୟର 
ଛାତ୍ରଛାତ୍ରୀମାନଙ୍କୁ ଆର୍ଦ୍ର ଭୂମି ସଂରକ୍ଷଣ ସମ୍ପର୍କିତ ଶିକ୍ଷା ପ୍ରଦାନ ସହିତ ପ୍ରବନ୍ଧ, ଚିତ୍ରାଙ୍କନ,ଓ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ପୁରସ୍କୃତ କରାଯାଇଥିଲା। ସମସ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଶିକ୍ଷକ ମଦନ ସାହୁ, ସଦାନନ୍ଦ ସାହୁ ସୁରେଶ କୁମାର ପଟେଲ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like