-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ତରଭା ପୋଲିସ ର ସଫଳତା ୩ ଡକାୟତ ଗିରଫ

03-Feb-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଓ ବଲାଙ୍ଗୀର ଜିଲ୍ଲା ସୀମାନ୍ତ ଏବଂ ମେଣ୍ଡା ଆଉଟ ପୋଷ୍ଟ ଅଞ୍ଚଳରେ ଡକାୟତ ମାନଙ୍କର ଉତ୍ପାତ ଓ ଲୁଟ ତରାଜ ନେଇ ଅଞ୍ଚଳ ବାସୀ କିଛିଦିନ ହେଲା ବେଶ ଭୟଭୀତ ଥିଲେ । ଏବେ ମେଣ୍ଡା ପୋଲିସ ଡକାୟତ ଦଳକୁ ଧରିବାରେ ସଫଳ ହେବା ପରେ ଏ ନେଇ ସ୍ଥାନୀୟ ଅଞ୍ଚଳରେ ପୋଲିସର ଦକ୍ଷତା ବୃଦ୍ଧି ପାଇବା ସହ ଜନସାଧାରଣରେ ପୋଲିସ ପ୍ରଶଂସା ର ପାତ୍ର ହୋଇଛି। ସୂଚନାଯୋଗ୍ୟ ଯେ ବଲାଙ୍ଗୀର ଜିଲ୍ଲା ପୁଇଁତଳା ଥାନା ଅନ୍ତର୍ଗତ ବରଗାଁ ଦେଇ ରାଜପାଲି ଗ୍ରାମର ପୃଥ୍ୱୀରାଜ ସୁନା  ପିକଅପରେ ସାମଗ୍ରୀ ନେଇ ଫେରୁଥିବା ବେଳେ ଭୂଜାଲି ଦେଖାଇ ତିନି ଜଣ ଅଜଣା ବ୍ୟକ୍ତି ଲୁଟ କରିଥିଲେ। ଏହି ଡକାୟତି ଅଭିଯୋଗରେ ପୋଲିସ ୩ ଡକାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଆଜି ତରଭା ଥାନା ଆଇଆଇସି ଅନିତା କିଡୋ ଏକ ସାମ୍ବାଦିକ ସମିଳନୀ ରେ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ ଗତ ୩୧ ତାରିଖ ରାତି ପ୍ରାୟ ୮.୩୦ ସମୟରେ କେକଟପାଲି ପ୍ରାଥମିକ ବିଦ୍ୟାଳୟ ପାଖରେ ୩ ଜଣ ଡକାୟତ ଭୁଜାଲି ଦେଖାଇ ହତ୍ୟା ଧକମ ଦେଇ ୨୦ ହଜାର ଟଙ୍କା ଏବଂ ଭିଭୋ-୧୯୨୦ ମୋବାଇଲ ଲୁଟି ନେଇଥିବା ପୃଥ୍ୱୀରାଜ ସୁନା ମେଣ୍ଡା ଆଉଟ ପୋଷ୍ଟରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ କୁ ଭିତ୍ତି କରି ତରଭା ଥାନା ଆଇଆଇସି ଅନିତା କିଡୋଙ୍କ ନିର୍ଦେଶ ମତେ ମେଣ୍ଡା ଆଉଟ ପୋଷ୍ଟର ଏସଆଇ ରବୀନ୍ଦ୍ର ସାହୁ ଓ ତାଙ୍କ ଦଳ ଉକ୍ତ ଅଞ୍ଚଳରେ ଚଢ଼ାଉ ଜାରି ରଖିବା ସହ ଡକାୟତି ଅଭିଯୋଗରେ ଅଭିଯୁକ୍ତ ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ପୁଆ ପଞ୍ଚାୟତ ଅନ୍ତର୍ଗତ ଟକର୍ଲା ଗ୍ରାମର ଜିତେନ୍ ବିଶି (୨୧) ନେପାଳ କୁଦେଇ(୩୦) ଏବଂ ବଲାଙ୍ଗୀର ଜିଲ୍ଲା ପୁଇଁତଲା ଥାନା ଅନ୍ତର୍ଗତ ଗଣ୍ଡlବାହାଲ ଗ୍ରାମର  ବିନୋଦ ମେସୁଆ (୨୯ ) କୁ ଗିରଫ କରିବା ସହ ଅଭିଯୁକ୍ତଙ୍କ ଠାରୁ ମୋବାଇଲ, ନଗଦ ୬୪୦୦ ଟଙ୍କା, ମଟର ସାଇକେଲ ଓଡି- ୩୧ଇ ୭୭୦୫ ଓ ଗୋଟିଏ ଭୁଜାଲି ଜବତ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ସୂଚନା ଦେଇଛନ୍ତି। ଏ ନେଇ ତରଭା ଥାନା କେଶ ନମ୍ବର 25 /01/02/2025 U/s 309(6)/312 BNS r/w sec 25/27 Arms Act ରେ ଏକ ମାମଲା ରୁଜୁ ହୋଇଥିବାର ସୂଚନା ଦିଆଯାଇଛି। ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଆଇଆଇସି ଅନିତା କିଡୋ, ଏସଆଇ ରବୀନ୍ଦ୍ର ସାହୁଙ୍କ ସହ ତରଭା ପୋଲିସର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like