-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ରେ ବିଦ୍ୟାରମ୍ଭ ସଂସ୍କାର ଯଜ୍ଞ ଓ ସାମୂହିକ ଖଡ଼ିଛୁଆଁ ଉତ୍ସବ ପାଳିତ

03-Feb-2025



ପଦ୍ମପୁର (ପ୍ରେରଣା ଖବର )
 ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ମାଘମାସ ଶୁକ୍ଳ ପଞ୍ଚମୀ ତିଥିରେ ସରସ୍ଵତୀ ପୂଜା ଓ ଶିଶୁ ବୋଧ ଶ୍ରେଣୀ ର ବିଦ୍ୟାରମ୍ଭ ସଂସ୍କାର ଯଜ୍ଞ ସହିତ ସାମୂହିକ ଖଡ଼ିଛୁଆଁ ଉତ୍ସବ ପାଳିତ ହୋଇଯାଇଛି।ଏହି ଅବସରରେ ଶିଶୁ ଭାଇଭଉଣୀ ମାନେ  ମୁଣ୍ଡରେ ମାଟି ସିଲଟ, ଗୀତା ବହି ପାଲିଙ୍କି ଧରି ଓ ମାଆ ମାନେ କଳସ ଶୋଭାଯାତ୍ରାରେ ଜଗନ୍ନାଥ ମନ୍ଦିରକୁ ଯାଇଥିଲେ। ସେଠାରେ ପୂଜାର୍ଚ୍ଚନା ସାରି ଶିଶୁ ମନ୍ଦିର କୁ ଫେରି ଆସିଥିଲେ । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ମନ୍ଦିର ରୁ ପ୍ରତ୍ୟାବର୍ତ୍ତନ କରିଥିବା ସମସ୍ତ ଶିଶୁ ମାନଙ୍କୁ ହଳଦୀ ପାଣି ରେ ଗୋଡ଼ ଧୋଇ ସ୍ବାଗତ କରି ବିଦ୍ୟାରମ୍ଭ ସଂସ୍କାର ଉପରେ ମାର୍ଗ ଦର୍ଶନ କରିଥିଲେ । ପରେପରେ ବୈଦିକ ଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏଥିରେ ନବ ପ୍ରଭାତ ଗୁରୁକୂଳ ଆଶ୍ରମର ବ୍ରହ୍ମଚାରୀ   ସମ୍ବିତ ଓ କ୍ଷିତିଶ ଆର୍ଯ୍ୟ ଙ୍କ ପୁରୋହିତ୍ୟ ରେ ମନ୍ତ୍ରପାଠ ଓ ବୈଦିକ ଯଜ୍ଞ ଅନୁଷ୍ଠିତ ହୋଇଥିଲା ଏଥିରେ ଶିବ ପ୍ରସାଦ ସାହୁ,ସୋହନ ଲାଲ ସାହୁ, ରୋହିତ ସାହୁ,ତେଜରାଜ ପଟେଲ,ପୃଥିରାଜ ଖର୍ସେଲ,ରୂପଧର ପଟେଲ, ରଂଜନ କୁମାର ହୋତା ପ୍ରମୁଖ ସପତ୍ନିକ ସହିତ ଯଜ୍ଞ କର୍ତ୍ତା ଦାୟିତ୍ଵ ତୁଲାଇଥିଲେ।

ସଂପାଦକ ଶ୍ରୀଯୁକ୍ତ ଜନକଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ। ଉପ ସଭାପତି ଗୋପାଳ କୃଷ୍ଣ ମିଶ୍ର ମଞ୍ଚାସୀନ ହୋଇ କୁନିକୁନି ମୁନରେ କବିତା ଓ ଚିତ୍ର ଅରୁଣ ର ସରସ୍ୱତୀ ବିଶେଷାଙ୍କ କୁ ଉନ୍ମୋଚନ କରିଥିଲେ। ପ୍ରାତଃ ପର୍ଯ୍ୟାୟ ପ୍ରମୁଖ ଶ୍ରୀମତୀ ସୁଜାତା ତ୍ରିପାଠୀ ଙ୍କ ସୁଚନା କ୍ରମେ ଅଭିଭାବକ ମାନେ ଶିଶୁ ମାନଙ୍କୁ ନିଜାମ ପଟେ ବସାଇ ଓମ୍, ସରସ୍ଵତୀ ଙ୍କ ବୀଜ ମନ୍ତ୍ରରେ ଶିଶୁ ଙ୍କ ଆଙ୍ଗୁଠି ବୁଲେଇ ବିଦ୍ୟାରମ୍ଭ ସଂସ୍କାର କରିଥିଲେ। ପରେପରେ ପୂଜକ ମୁଦିରଥ ପଣ୍ଡା ଙ୍କ ପୈ।ରୋହିତ୍ୟ ରେ ସରସ୍ଵତୀ ପୂଜା ଓ ସାମୂହିକ ଖଡ଼ିଛୁଆଁ ଉତ୍ସବ ହୋଇଥିଲା ଏଥିରେ ଆଖପାଖ ଅଞ୍ଚଳରୁ ଶତାଧିକ ଅଭିଭାବକ ଯୋଗଦେଇ ନିଜ ନିଜ ଶିଶୁ ମାନଙ୍କୁ ଖଡ଼ିଛୁଆଁ କରାଇଥିଲେ । ଠିକ୍ ସେହିପରି ବିଦ୍ୟାମନ୍ଦିର ବିଭାଗରେ ପୁଜକ ଯଦୁମଣି ଦାସ ଙ୍କ ପୁରୋହିତ ରେ ପୂଜାକାର୍ଯ୍ୟ ସମାପନ ହୋଇଥିଲା। ମାତୃଭାରତୀ ସଭ୍ୟା, ପୂର୍ବ ଛାତ୍ର ପରିଷଦ ଓ ସମସ୍ତ ଗୁରୁଜୀ ଗୁରୁମା ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like