-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ

03-Feb-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ର ପଟୁଆପାଲି ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଗ୍ରାମ ପଞ୍ଚାୟତ ର ସରପଞ୍ଚ ଶ୍ରୀ ରବୀନ୍ଦ୍ର ବସ୍ତିଆ ଓ କାର୍ଯ ନିର୍ବାହୀ ଅଧିକାରୀ ଶ୍ରୀ  ଅମର କୁମାର କୁଅଁର ଓ ଅତିରିକ୍ତ କାର୍ଯ ନିର୍ବାହୀ ଅଧିକାରୀ ଶ୍ରୀ ରାଜେଶ୍ କୁମାର ନାଏକ ଙ୍କ ତତ୍ତ୍ଵାବଧାନରେ ଆଜିର ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଆଜିର ଏହି ଜନ ଶୁଣାଣି କାର୍ଯକ୍ରମ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରୁଦ୍ର ପ୍ରତାପ ସୁନା ଯୋଗ ଦେଇଥିଲେ l ଶିଶୁ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ଶୁଭଶ୍ରୀ ମିଶ୍ର, ସାମାଜିକ ସୁରକ୍ଷା ବିଭାଗ ର ସହଯୋଗୀ ଶ୍ରୀ ହେମନ୍ତ କୁମାର ପଟେଲ୍ , ସ୍ବାସ୍ଥ୍ୟ ଓ ପରିମଳ ବିଭାଗର ଯନ୍ତ୍ରୀ ଶ୍ରୀ ଅରବିନ୍ଦ ମହାନ୍ତି ଓ ଦୁର୍ଗା ପ୍ରସାଦ ମିଶ୍ର, ଜ୍ଞାନ ରଞ୍ଜନ ସା, ଆଲୋକ କୁମାର ମିଶ୍ର ଯୋଗ ଦେଇଥିଲେ l

ଏହାସହ ଯୋଗାଣ ବିଭାଗ ର ସହଯୋଗୀ ଅଧିକାରୀ, ଉଦ୍ୟାନ ବିଭାଗ ର ମଧ୍ୟ ସହଯୋଗୀ ଅଧିକାରୀ ଓ ଗ୍ରାମ୍ୟ କୃଷି ଅଧିକାରୀ ଉପସ୍ଥିତ ଥିଲେ l ଜନ ଶୁଣାଣି କାର୍ଯକ୍ରମ ରେ କମ୍ ସଂଖ୍ୟା ରେ ଅଭିଯୋଗ କାରୀ ଆସି ଥିବାର ଦେଖିବାକୁ ମିଳିଥିଲା l ଆଜିର ଜନ ଶୁଣାଣି କାର୍ଯକ୍ରମ ରେ ଆବାସ ଗୃହ ନିମନ୍ତେ ମୋଟ 4ଟି   ପଞ୍ଜିକରଣ ହୋଇଥିବା ବେଳେ ଅନ୍ୟାନ୍ୟ ଉପରେ ମଧ୍ୟ 4 ଟି ଅଭିଯୋଗ ଫର୍ଦ୍ଦ ଦାଖଲ ହୋଇଥିବା ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି। ବହୁ କମ୍ ସଂଖ୍ୟକ ଅଭିଯୋଗ କାରୀ ଆସିଥିବା ଦେଖିବାକୁ ମିଳିଥିଲା l ଯାହା ଜଣାପଡୁଛି ପ୍ରଚାର୍ ପ୍ରସାର୍ ର କିଛି ଅଭାବ ଭଳି ମନେ ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like