-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଠାରେ ନିଜ ହକ ପାଇଁ ରାଜ ରାସ୍ତାକୁ ଅହ୍ଲାଇ ଧାରଣାଦେଲେ ମିଶନଶକ୍ତିର ଇସିମାନେ

03-Feb-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ଭାରତୀୟ ମଜଦୁର ସଙ୍ଘ ଦ୍ୱାରା ପରିଚାଳିତ ଓଡିଶା ଜୀବିକା ମିଶନ ଶକ୍ତି ଇ ସି ସଙ୍ଘ ତରଫରୁ ପୋଲିସ ପଡିଆ ଠାରୁ ଏକ ଶୋଭା ଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚି ଭିକ୍ଷୁବ ପ୍ରଦର୍ଶନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟ ମନ୍ତ୍ରୀ ତଥା ଶିଶୁ ବିକାଶ ଓ ମିଶନଶକ୍ତି ବିଭାଗର ମୁଖ୍ୟ ଙ୍କୁ ଜିଲ୍ଲାପାଳଙ୍କ ଜରିଆରେ ୭ଦଫା ଦାବିପତ୍ର ପ୍ରଦାନ କରିଛନ୍ତି।
ସୂଚାନପ୍ରକାରେ ୨୦୦୦ ମସିଆରୁ ୨୦୧୯ ପର୍ଯ୍ୟନ୍ତ ବିନା ଆର୍ଥୀକ ସହାୟତାରେ ଏହି ଇ.ସି. ମାନେ ନିରବଛିନ୍ନ ସେବା ଯୋଗାଇ ଆସୁଥିବା ବେଳେ ଏବେ ଧାର୍ଯ୍ୟ ଗସ୍ତ ଭତ୍ତା ଲାଗୁ ହେବାପରେ ଇ.ସି.ମାନଙ୍କ ସେବାକୁ ମୂଲ୍ୟାଙ୍କନ ନକରି ପୁନଃଗଠନ ଆଳରେ କାର୍ଯ୍ୟରୁ ଅନ୍ତର କରିବା ପ୍ରୟାସ କରିଛନ୍ତି ରାଜ୍ୟସରକାର। ଏହାକୁ ବିରୋଧ କରି ଆଜି ନିଜ ହକ ପାଇଁ ରାଜରାସ୍ତାକୁ ଅହ୍ଲାଇ ପ୍ରତିବାଦ କଲେ ନବରଙ୍ଗପୁର ଜିଲ୍ଲାର ୧୦ ଟି ବ୍ଲକର ଇସି ମାନେ।।ବର୍ତ୍ତମାନ ଗତ ସେପ୍ଟେମ୍ବରରୁ ଏପର୍ଯ୍ୟନ୍ତ ଇ.ସି. ମାନଙ୍କୁ ଭତ୍ତା ମଧ୍ୟ ମିଳିନାହିଁ। ଏଭଳିସ୍ଥିତିରେ ରାଜ୍ୟରେ ନୂତନ ସରକାର ଦାୟିତ୍ୱଗ୍ରହଣ ପରେ  ଗତ ୨୬ ତାରିଖରେ ଓଡ଼ିଶା ଜୀବିକା ମିଶନର ନିର୍ଦ୍ଦେଶକ ତଥା ସିଇଓଙ୍କ ପକ୍ଷରୁ ଜିଲାପାଳ ମାନଙ୍କୁ  GPLF ଏବଂ CLF ମାନଙ୍କରେ ସଭାପତି ଓ ସମ୍ପାଦକ, ଇସି ମାନଙ୍କୁ ପଦ ପୁନଃଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା କାର୍ଯ୍ୟକାରୀ ହେଲେ ରାଜ୍ୟରେ ଲକ୍ଷାଧିକ କର୍ମଜୀବୀ ମହିଳା କ୍ଷତିଗ୍ରସ୍ତ ହେବେ ବୋଲି ବୁଦ୍ଧିଜୀବୀ ମାନେ ଆଲୋଚନା କରୁଛନ୍ତି।ଏଭଳିସ୍ଥିତିରେ ଜୀବିକା ମିଶନ ଓ ମିଶନ ଶକ୍ତିର ଇ.ସି. ପୁନଃଗଠନ ବନ୍ଦ, CLF,..GPLF,... BLF...,DLFରେ ଥିବା ଇ.ସି.ସଦସ୍ୟାଙ୍କୁ ସ୍ଥାୟୀ ନିଯୁକ୍ତି, ସଭାପତି ଓ ସମ୍ପାଦକ ପଦବୀ ପୁନଃଗଠନ ବେଳେ ସେମାନଙ୍କୁ ଉକ୍ତ ପଦରେ ପୁନଃ ଅବସ୍ଥାପିତ କରିବା  ଏଭଳି ୭ଟି  ଦାବି ଜିଲାପାଳଙ୍କ ଜରିଆରେ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉଦ୍ଦେଶ୍ୟରେ ପ୍ରଦାନ କଲେ ଏକ ହଜାର ରୁ ଉର୍ଦ୍ଧ ଇସି।। ଉପରୋକ୍ତ ୭ ଦଫା ଦାବି ପୂରଣ କରାନଗଲେ ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଲାଇବୁ ବୋଲି  ମିଶନ ଶକ୍ତି ମହାସଂଘ ଚେତାବନୀ ଦେଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like