-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ବାନ୍ଦୁପାଲି କ୍ଳଷ୍ଟରରେ ନିପୁଣ ମେଳା

03-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ବାନ୍ଦୁପାଲି କ୍ଲଷ୍ଟରର ନିପୁଣ ଓଡ଼ିଶା ମେଳା ବରମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବରଗଡ଼ ର ଶିକ୍ଷକ ପ୍ରଶିକ୍ଷକ ଶ୍ରୀ ଗଗନ ବେହେରା, ଶ୍ରୀ ଜନକ୍ ସେଠ୍ , ସୁଶ୍ରୀ ତନୁଶ୍ରୀ ତନୁଜା ନାଗ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ପାଣ୍ଡେ, ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀ ଦିବାକର ବରିହା , ବିଜେପୁର ମିଳିତ ପ୍ରାଥମିକ ଶିକ୍ଷକ ସଂଘ ର ସଭାପତି ଶ୍ରୀ ବାସୁଦେବ ପଧାନ ବରିଷ୍ଠ ସିଆରସିସି ଶରତ କୁମାର ପଧାନ ,ବରିଷ୍ଠ ପ୍ରଧାନ ଶିକ୍ଷକ କୈଳାସ ରାଜହଂସ ଯୋଗ ଦେଇ ନିପୁଣ ମେଳା କାର୍ଯ୍ୟକ୍ରମ କୁ ଶୁଭ ଉଦଘାଟନ କରିଥିଲେ। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ସନ୍ତୋଷ ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ କାର୍ଯ୍ୟକ୍ରମ ରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀ ସୀତାରାମ ଦୀପ ନିପୁଣ ମେଳା ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଖେଳ ଶିକ୍ଷକ ବିଶ୍ବଜିତ ହୋତା ସ୍ବାଗତ ସଙ୍ଗୀତ ଗାନ କରିଥିବା ବେଳେ ଛାତ୍ରୀମାନେ ସ୍ବାଗତ ନୃତ୍ୟ ପରିବେଷଣ କରିଥିଲେ। ବଡବାଉଁସେନ କ୍ଲଷ୍ଟରର ସିଆରସିସି ନିପୁଣ ମେଳା ର ଶପଥ ପାଠ କରାଇଥିଲେ। ନିପୁଣ ମେଳା ରେ ଅଂଶଗ୍ରହଣ କରିଥିବା ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ଓ ସମସ୍ତ ଏଫ୍ ଏଫ୍ ଏନ୍ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା। ଶ୍ରେଷ୍ଠ ଏଫ୍ ଏଫ୍ ଏନ୍ ଶିକ୍ଷକ ଭାବେ ଭାଳୁପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟ ର ଏଫ୍ ଏଲ ଏନ୍ ଶିକ୍ଷକ ମାଧବ ଚନ୍ଦ୍ର ସାହୁ ଙ୍କୁ ବ୍ଳକ ସ୍ତରୀୟ କାର୍ଯ୍ୟକ୍ରମ କୁ ମନୋନୟନ କରାଗଲା। ସମସ୍ତ କାର୍ଯ୍ୟକ୍ରମ କୁ ସ୍ଥାନୀୟ ବିଦ୍ୟାଳୟ ର ସହକାରୀ ଶିକ୍ଷକ ବିଭୂତି ଭୂଷଣ ସାହୁ ସଂଯୋଜନା କରିଥିଲେ।ଅମୀୟ ପ୍ରସାଦ ଭୋଇ ଧନ୍ୟବାଦ ଅର୍ପଣ କରିଥିବା ବେଳେ ବିଜେପୁର ବ୍ଳକ ର ସମସ୍ତ ସିଆରସିସିମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ।ବାନ୍ଦୁପାଲି କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ସହଯୋଗ ର ହାତ ବଢାଇଥିବା ବେଳେ ସମସ୍ତ ଅଭିଭାବକ ଅଭିଭାବିକା ଓ ଛାତ୍ରଛାତ୍ରୀ ମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like