-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||     

HOME   ଜିଲ୍ଲା

ଆର୍ଦ୍ର ଭୂମି ସଂରକ୍ଷଣ ଦିବସ ପାଳିତ

03-Feb-2025



ଅତାବିରା(ଆକାଶ ମିଶ୍ର).ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ଲହଣ୍ଡା  ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ଆର୍ଦ୍ରଭୂମି ସଂରକ୍ଷଣ ଦିବସ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପ୍ରଥମେ ଏକ ସଚେତନତା ରାଲିରେ ଛାତ୍ରଛାତ୍ରୀମାନେ ଗ୍ରାମ ପରିକ୍ରମା କରିଥିଲେ । ତା’ପରେ ଗ୍ରାମର ଶିବମନ୍ଦିର ନିକଟସ୍ଥ ପୁଷ୍କରିଣୀ ରୁ ଦଳ ସଫା କରାଯାଇଥିଲା । ପ୍ରଥମେ ପୁଷ୍କରିଣୀ ନିକଟରେ ସମସ୍ତଙ୍କୁ ଶିକ୍ଷକ ବିଶ୍ଵଦେବ ପଧାନ ଆର୍ଦ୍ରଭୂମି ସଂରକ୍ଷଣ ଶପଥ ପାଠ କରାଇଥିଲେ । ସେଠାରେ ଆର୍ଦ୍ର ଭୂମି ସଂରକ୍ଷଣ ଓ ଶକ୍ତି ସଂରକ୍ଷଣ ଉପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବନ୍ଧ ଓ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀମତୀ ସ୍ନିଗ୍ଧା ପଣ୍ଡାଙ୍କ ଅଧ୍ଯକ୍ଷତା ରେ ଆୟୋଜିତ

ସଭାରେ ଇକୋ କ୍ଲବ୍ ଶିକ୍ଷୟିତ୍ରୀ ଅନାମିକା ପାଣିଗ୍ରାହୀ ଛାତ୍ରଛାତ୍ରୀମାନଙ୍କୁ ଆର୍ଦ୍ର ଭୂମି ସଂରକ୍ଷଣ ସଚେତନତା ଉପରେ ଆଲୋକପାତ କରିଥିଲେ। ଶିକ୍ଷକ ସନ୍ତୋଷ ଆଚାରୀ, ମହେଶ ପଧାନ, ଜ୍ୟୋତିର୍ମୟ ସାହୁ, ତନୁଜା ପାଢୀ, ତୁଳସୀ ମଞ୍ଜରୀ ଭୋଇ ଓ ତନ୍ମୟୀ ସା ପ୍ରମୁଖ ଛାତ୍ରଛାତ୍ରୀଙ୍କୁ ବିଶ୍ବ ଜଳବାୟୁ ପରିବର୍ତନ, ପରିବେଶ ସଚେତନତା ତଥା ଆର୍ଦ୍ର ଭୂମି ସଂରକ୍ଷଣ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ ଓ ଶିକ୍ଷକ ଆନ୍ଦନ୍ଦ କୁମାର ତ୍ରିପାଠୀଙ୍କ ଧନ୍ୟବାଦ ସହିତ କାର୍ଯ୍ୟକ୍ରମ ପରି ସମାପ୍ତି ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026

You Might Also Like