-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||     

HOME   ଜିଲ୍ଲା

ଅତାବିରା ବ୍ଳକ ସ୍ତରୀୟ ନିପୁଣ ଓଡ଼ିଶା ମେଳା                   

03-Feb-2025



 ଅତାବିରା( ଆକାଶ ମିଶ୍ର) ଅତାବିରା  ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଅତାବିରା  ବ୍ଳକ ସ୍ତରୀୟ ନିପୁଣ ଓଡ଼ିଶା ମେଳା  ଅନୁଷ୍ଠିତ ହୋଇଯାଇଛି। ଅତାବିରା ବିଇଓ ମିଶ୍ର।ଣୀ କୁମ୍ଭାର ଙ୍କ ତତ୍ତ୍ୱାବଧାନରେ ତଥା ସିଆରସିସି ନୃପରାଜ ଭୋଇଙ୍କ ସଂଯୋଜନାରେ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଏକତ୍ରିତ ହୋଇ ଏକ ଶୋଭାଯାତ୍ରାରେ ନଗର ପରିକ୍ରମା କରିଥିଲେ।ଏହାପରେ ଆୟୋଜିତ ସଭାକାର୍ଯ୍ୟରେ ଏନଏସି ଅଧ୍ୟକ୍ଷ ବନମାଳୀ ବରିହା, ଏବିଇଓ କାର୍ତ୍ତିକ ବାଗ, ତପନ ଦାସ, ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ବେହେରା, ମନୋଜ ହରପାଲ , ଅବସରପ୍ରାପ୍ତ ଅଧ୍ୟକ୍ଷ ଅକ୍ଷୟ ବାରିକ,ପ୍ରଶିକ୍ଷକ ରମେଶ ଚନ୍ଦ୍ର ସାହୁ, ଦୀପକ ରାଏ, ପୂର୍ଣ୍ଣଚନ୍ଦ୍ର ବେହେରା ଅତିଥି ଭାବେ ମଞ୍ଚାସିନ ରହି ମୌଳିକ ସ୍ୱାକ୍ଷରତା ଓ ସଂଖ୍ୟାଜ୍ଞାନ ଉପରେ ସମ୍ୟକ ସୂଚନା ପ୍ରଦାନ କରି ନିପୁଣ ଓଡ଼ିଶା ଉପରେ ଅଭିଭାବକ ମାନଙ୍କ ସହିତ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।ଅତାବିରା ୧୩ ଟି  କ୍ଲଷ୍ଟର ଜଣେ ଲେଖାଏଁ ସି ଅର୍ ସି ଓ ଜଣେ ଲେଖାଏଁ ଏଫ୍ ଏଲ ଏନ୍ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିବା ବେଳେ ଅତାବିରା କ୍ଲଷ୍ଟର  ରୁ ୧୩୦ ଛାତ୍ରଛାତ୍ରୀ ସମେତ ୮୦ ଜଣ ଅଭିଭାବକ ଅଭିଭାଭିକା ଯୋଗ ଦେଇଥିଲେ।ବିଭିନ୍ନ କ୍ଲଷ୍ଟର ରୁ ଆସିଥିବା ସିଆରସିସି ଓ ଏଫ ଏଲ ଏ ନ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ପରିଚାଳନାରେ  ସହଯୋଗ କରିଥିଲେ।ଶିକ୍ଷଣ କେନ୍ଦ୍ର ପରିଦର୍ଶନ ପାଇଁ କାହାଣୀ କହିବା, କଣ୍ଢେଇ ନାଚ ,ଅଭିନବ ଟିଏଲଏମ କୁ ନେଇ ଶିକ୍ଷୟତ୍ରୀ ଶୁସାନ୍ତି ଭୁଏ ଓ ନିରୂପମା କର ଲାଇଭ କ୍ଳାସ କରିଥିଲେ। ବ୍ଲକ ଶିକ୍ଷା ଅଧିକାରୀ, ଡାଏଟ  ଅଧ୍ୟକ୍ଷ ଓ ଶିକ୍ଷକ ସଂଘର ସଭାପତି ଶ୍ରୀଯୁକ୍ତ ବେହେରା ମିଳିତ ଭାବେ ସ୍ଵତନ୍ତ୍ର ଆଲୋଚନା କରିଥିଲେ ।ଶିକ୍ଷୟିତ୍ରୀଙ୍କ  ନିର୍ଦ୍ଦେଶନା କ୍ରମେ ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ୱାରା ମାନପତ୍ର ଦେଇ ପୁରସ୍କୃତ କରାଯାଇଥିଲା।  ବାଳିକା ଉଚ୍ଚ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ତଥା  ସମସ୍ତ ସି ଆର ସି ସି ସହଯୋଗ କରିଥିଲେ ।
ଶିକ୍ଷକ କିଶୋର ମିଶ୍ର ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026

You Might Also Like