-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଶତାୟୁ ଟୋପ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ

03-Feb-2025



ଅତାବିରା(ଆକାଶ ମିଶ୍ର):  ଅତାବିରା ବ୍ଲକ୍ ଅନ୍ତର୍ଗତ ଟୋପ ପଞ୍ଚାୟତର ଶତାୟୁ ଟୋପ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ  ବିଦ୍ୟାଳୟର ପ୍ରଧାନ ଶିକ୍ଷକ  କୌଶିକ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି।ଏହି ଉତ୍ସବ ରେ  ଅତିରିକ୍ତ ଗୋଷ୍ଟି ଶିକ୍ଷା ଅଧିକାରୀ ତପନ କୁମାର ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପାହାଡ  ଶ୍ରିଗୀଡା  ଆଞ୍ଚଳିକ ମହାବିଦ୍ୟାଳୟର ଅଧ୍ୟାପକ  ଆତୃଷ ପ୍ରଧାନ ,ହାସ୍ୟ କବି ମନୋରଞ୍ଜନ ଲୁହା,ସିଂହପାଲି ଆଞ୍ଚଳିକ ସାଧନ କର୍ମୀ କୃତାର୍ଥ ଚନ୍ଦ୍ର ଭୁଏ,ସମ୍ମାନିତ ଅତିଥି ଭାବେ  ମଞ୍ଚାସିନ ଥିଲେ। ଅତାବିରା ମହାବିଦ୍ୟାଳୟର ଓଡ଼ିଆ ବିଭାଗ ଅଧ୍ୟାପିକା  ଡଃ ରିଙ୍କି ପ୍ରଧାନ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ।ଅତିଥି ମାନଙ୍କ ଦ୍ଵାରା ଗଜାନନ, ବାଗ ଦେବୀ ସରସ୍ଵତୀଙ୍କର ଫଟୋ ଚିତ୍ର ରେ ପୂଜାର୍ଚ୍ଚନା ପରେ  ଛାତ୍ରୀ ମାନେ ସ୍ଵାଗତ  ସଙ୍ଗୀତ ଗାନ କରିଥିଲେ ।ପ୍ରଧାନ ଶିକ୍ଷକ ଶ୍ରୀ ସାହୁ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ  । ଶିକ୍ଷକ ରବି ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ ଓ ଶିକ୍ଷକ ରମେଶ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ ।
 ଏହି ଅବସରରେ ବିଦ୍ୟାଳୟ ରେ ପୂର୍ବରୁ ହୋଇଥିବା ବିଭିନ୍ନ

ପ୍ରତିଯୋଗିତାରେ କୃତୀ ହୋଇଥିବା  ୯୮ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।ଚାମ୍ପିଅନ ଭାବରେ ଶ୍ରୀୟା ସିକା ଓ ସଙ୍ଗୀତ ବାରିକ୍, ମାନିନୀ ମାଝୀ, ସୁମତି ବାଗ, କେଶବ ଗଡଟିଆ, ବିକାଶ ମିର୍ଦ୍ଧା , ବିହାନ ସୁନା ଓ ସିବୁ ଶିକାଙ୍କୁ ପୁରସ୍କୃତ କରାଯାଇଥିଲା ।ପ୍ରତିବର୍ଷ ପରି ଚଳିତ ବର୍ଷ ସ୍କୁଲ୍ ପିଲାଙ୍କ ଉତ୍ସବରେ ସହଯୋଗ କରି ଆସୁଥିବା ଗ୍ରାମର ମହିୟସୀ ମହିଳା ଗୌରୀ ମେହେରଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ପୁରସ୍କାର ବିତରଣ ଉତ୍ସବରେ  ଲମ୍ବୋଦର ବେହେରା,  ରଶ୍ମୀରେଖା ପ୍ରଧାନ ସହଯୋଗ କରିଥିଲେ ।ଶିକ୍ଷକ ନିର୍ମଳ ଚନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶନାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମକୁ  ମୀମାଂସା ଯୋଶୀ , କର୍ମଚାରୀ ଖେରେଶ୍ୱରି ଭୁ ଏ,ରିତା ବାରିକ୍, ବିନତି ବୁଡ଼େକ୍  ତଥା ବିଦ୍ୟାଳୟ ପରିଚାଳନା କମିଟି ର ସଭ୍ୟ ସଭ୍ୟା ମାନେ ସକ୍ରିୟ ସହଯୋଗ କରିଥିଲେ ।ଶିକ୍ଷୟିତ୍ରୀ ସୁଶାନ୍ତି ଭୋଇ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like