-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ରୁଗୁଡ଼ିଖାଲ ଠାରେ ୨୮ ତମ ବିଶ୍ଵଶାନ୍ତି ମାନସ ଯଜ୍ଞ କାର୍ଯ୍ୟକ୍ରମ

03-Feb-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଳକ ରୁଗୁଡିଖାଲ ରାମ ମନ୍ଦିର ପ୍ରାଙ୍ଗଣରେ ଚଳିତ ବର୍ଷ ବିଶ୍ଵଶାନ୍ତି ମାନସ ଜଜ୍ଞ ବହୁ ଆଡମ୍ବର ରେ ଆୟୋଜିତ ହୋଇଯାଇଛି l ଚଳିତ ବର୍ଷ ଏହି ଯଜ୍ଞ ୨୮ ବର୍ଷ କୁ ପହଞ୍ଚିଛି l ଜାନୁୟାରୀ ୨୯ ତାରିଖ ରେ କଳସ ଯାତ୍ରା କରାଯାଇ ୩୦ ତାରିଖ ରୁ ଯଜ୍ଞ ଆରମ୍ଭ କରାଯାଇଛି l ନଅ ଦିନ ବ୍ୟାପୀ ହେବାକୁ ଥିବା ଏହି ଯଜ୍ଞ ରେ ପ୍ରତ୍ୟେକ ଦିନ ଦିନବେଳା ଯଜ୍ଞ ସହିତ ବିଭିନ୍ନ ବକ୍ତା ଙ୍କ ଦ୍ୱାରା ପ୍ରବଚନ କାର୍ଯ୍ୟକ୍ରମ ହେଉଛି। ସଂଧ୍ୟା ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଏହି ପରିପ୍ରେକ୍ଷୀରେ ରବିବାର ସଂଧ୍ୟା  ରେ ସଭାପତି ଯୁଧିଷ୍ଠିର ପଧାନ ଙ୍କ ଅଧ୍ୟକ୍ଷତାରେ ହୋଇଥିବା ସଭା କାର୍ଯ୍ୟ ରେ ମୁଖ୍ୟ ଅତିଥି, ସମ୍ମାନିତ ଅତିଥି ଭାବେ ଯଥାକ୍ରମେ ବିଜୁ ଜନତା ଦଳ ର ସଭ୍ୟ ତଥା ଯୁବ ସମାଜସେବୀ ନିହାର ରଞ୍ଜନ ବେହେରା, ସାମ୍ବାଦିକ ସଂଘ ସଭାପତି ସରୋଜ ବିଶ୍ବାଳ, ଜ୍ୟୋସ୍ନାମୟୀ ସାହୁ,ଭରତ ନାଏକ, ଦୁଷ୍ମନ୍ତ ପଧାନ ପ୍ରମୁଖ ଯୋଗ ଦେଇଥିଲେ। ସଭାକୁ ସରୋଜ ମହାକୁର ପରିଚାଳନା କରିଥିଲେ।ପ୍ରତ୍ୟେକ ଦିନ ଅପରାହ୍ନରେ ରବିନ୍ଦ୍ର ସାହୁ ଓ ସାଥିମାନଙ୍କ ଦ୍ବାରା ରାବଣ ଦରବାର  ଦର୍ଶକ ଙ୍କୁ ବେଶ୍ ଆକ୍ରୃଷ୍ଟ କରୁଛି। ରାଜ୍ୟ ସରକାରଙ୍କ ଓଡିଆ ଭାଷା  ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟର ବିଭିନ୍ନ ଅଞ୍ଚଳର ସାଂସ୍କୃତିକ ଦଳ ମାନେ ଆସି କାର୍ଯ୍ୟକ୍ରମ ପରିବେଷଣ କରୁଛନ୍ତି। ଦୁଇଟି ବ୍ଳକ ର ପାଖା ପାଖି ଆଠ ରୁ ଦଶ ଖଣ୍ଡ   ଗ୍ରାମବାସୀ ଙ୍କ ମିଳିତ ସହଯୋଗରେ ଆୟୋଜିତ ହେଉଥିବା ଏହି କାର୍ଯ୍ୟକ୍ରମରେ ସମସ୍ତଙ୍କ ପାଇଁ ପ୍ରତେହ ଅନ୍ନ ପ୍ରସାଦ ର ବ୍ୟବସ୍ଥା  ହେଉଛି l ଆନ୍ୟତମ ଆକର୍ଷଣ ମିନା ବଜାର ରେ ବହୁ ଲୋକଙ୍କ ସମାଗମ ଦେଖିବାକୁ ମିଲିଛି। ଆସନ୍ତା ସାତ ତାରିଖ ପୂର୍ଣ୍ଣାହୁତି ହେଵାର  ଆୟୋଜକ କମିଟି ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like