-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାରେ ଆଜି ୭ କରୋନା ସଂକ୍ରମିତ ଚିହ୍ନଟ, ବଲାଙ୍ଗିର ପୌରାଞ୍ଚଳରୁ ଜଣେ

13-Jan-2021



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର ) - ବଲାଙ୍ଗିର ଜିଲ୍ଲାରେ ଆଜି ୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି l ବଲାଙ୍ଗୀର ପୌରପାଳିକା ଓ୍ବାର୍ଡ ନଂ ୯, ବଙ୍ଗୋମୁଣ୍ଡା ବ୍ଳକ ଜାମଖୁଣ୍ଟା, ମୁଣ୍ଡା ପଦର, ସିନ୍ଧେକେଲା , ଗୁଡଭେଲା ବ୍ଲକ ରୁଷୁଡା ରୁ ଜଣ ଲେଖାଏଁ ଓ ଟିଟିଲାଗଡ ପୌରପାଳିକା ଓ୍ବାର୍ଡ ନଂ ୧୪ ରୁ ୨ ଜଣ କରୋନା ପଜେଟିଭ ଚିନ୍ହଟ ହୋଇଛନ୍ତି । ଆଜି ପର୍ଯ୍ୟନ୍ତ ଜିଲ୍ଲାରେ ମୋଟ୍ ୮୭୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪୨ ଟି ଆକ୍ଟିଭ କେଶ୍ ରହିଛି l ଆଜି ପର୍ଯ୍ୟନ୍ତ ଜିଲ୍ଲାରେ କରୋନା ରୁ ୮୫୪୨ ଜଣ ବ୍ୟକ୍ତି ସୁସ୍ଥ ହୋଇ ସାରିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026

You Might Also Like