-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ରେ ମିଳିତ ଜନ ଶୁଣାଣି ଅଭିଯୋଗ କାର୍ଯ୍ୟକ୍ରମ

04-Feb-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ସଭାଗୃହ ଠାରେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରିସିକେଶ ଖିଲାରୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ ମହାପାତ୍ର, ବିଡ଼ିଓ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ଉପସ୍ଥିତ ଥିଲେ l ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଟି ମଧ୍ୟାହ୍ନ ସମୟ 12ଘଣ୍ଟା ରେ ଆରମ୍ଭ ହୋଇଥିବା ବେଲେ 12.30ରେ ସମାପ୍ତ ହୋଇଥିଲା l ଏଥିରେ ଲୋଇସିଂହା ବ୍ଲକ 20ଟି ଗ୍ରାମପଞ୍ଚାୟତ ରୁ ମାତ୍ର 28   ଟି ସାମୁହିକ ବ୍ୟକ୍ତିଗତ ସମସ୍ୟା ଉପରେ ଅଭିଯୋଗ ହୋଇଥିଲା l ଅଭିଯୋଗକାରୀ ଅପେକ୍ଷା ଅଭିଯୋଗ ଗ୍ରହଣ କାରୀଙ୍କ ସଂଖ୍ୟା ଅଧିକ ଦେଖିବାକୁ ମିଳିଥିଲା l ଜିଲ୍ଲା ର ସମସ୍ତ ବିଭାଗ ର ଅଧିକାରୀ ଉପସ୍ଥିତ ରହିଥିବା ବେଲେ ଅଭିଯୋଗ କାରି ଙ୍କ ସଂଖ୍ୟା କମ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026

You Might Also Like