-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||     

HOME   ଜିଲ୍ଲା

ଫାଇଟର୍ସ ଗୃପ ବରଗଡ଼ ପକ୍ଷରୁ ବିଶ୍ୱ କର୍କଟ ଦିବସ ପାଳନ

04-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ଠାରେ ଆଜି ବିଶ୍ୱ କର୍କଟ ଦିବସ ପାଳନ ଅବସରରେ ଫାଇଟର୍ସ ଗୃପ ବରଗଡ଼ ପକ୍ଷରୁ ଏକ ଜନ ସଚେତନତା ରେଲି ବାହାରି ବିଜେପୁର ସହର ପରିକ୍ରମା ସହ ଜନସଚେତନତା ସୃଷ୍ଟି କରିଥିଲା। ଏହି କାର୍ଯ୍ୟକ୍ରମକୁ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ଆନୁଷଙ୍ଗିକ ଭାବେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏକ୍ରମରେ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର  ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡ଼ା ସୁଶାନ୍ତ ମେହେର ତଥା ସମସ୍ତ କର୍ମଚାରୀ ବୃନ୍ଦ ଙ୍କ ସମେତ ବିଜେପୁରର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗଦାନ କରି ସଚେତନତା ରେଲି ରେ ଜନଜାଗରଣ ସୃଷ୍ଟି କରିଥିଲେ। ବିଜେପୁର ମହାବିଦ୍ୟାଳୟର ଏନସିସି ଟ୍ରୁପ,ରେଡିଏନ୍ସ ଶିକ୍ଷାନୁଷ୍ଠାନର ଛାତ୍ରୀ ସମୂହ ତଥା ଫାଇଟର୍ସ ଗୃପର ଶ୍ରୀମାନ ହିମାଦ୍ରୀ ବେହେରା,ଅମୃତା ବେହେରା,ବିଜେନ୍ଦ୍ର ଦାଶଙ୍କ ତତ୍ୱାବଧାନରେ ଶାନ୍ତି ଶୃଙ୍ଖଳା ଭାବେ ସଚେତନତା ରେଲି ପ୍ରଦର୍ଶନ କରାଯାଇଥିଲା। ଟ୍ରାଫିକ ସମସ୍ୟାକୁ ଆଖି ଆଗରେ ରଖି ସ୍ଥାନୀୟ ବିଜେପୁର ପୋଲିସ ମଧ୍ୟ ରେଲି ରେ ଅଂଶ ଗ୍ରହଣ କରି ଟ୍ରାଫିକ ନିୟନ୍ତ୍ରଣ କରିବା ଦେଖାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026

You Might Also Like