-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧନକାଉଡ଼ା ଙ୍କ ଗୃହ ପରିଦର୍ଶନ

04-Feb-2025



ସମ୍ବଲପୁର:(ପ୍ରେରଣା ନିଉଜ)-ଦଶମ ଶ୍ରେଣୀ ପରୀକ୍ଷା ପାଖେଇ ଆସିବା ସାଙ୍ଗେ ସାଙ୍ଗେ ପରୀକ୍ଷା ଦେବାକୁ ଥିବା ଛାତ୍ର ଛାତ୍ରୀ ଙ୍କ ମନ ଆଶଙ୍କିତ ହୋଇ ଉଠୁଛି। ତତସଂଗେ ସଂଗେ ପିତା ମାତା ତଥା ଅଭିଭାବକ ମାନଙ୍କର ମନ ମଧ୍ୟ ଉଦବେଳିତ ହୋଇ ଉଠୁଛି। ସେମାନଂକୁ କିଛିଟା  ପ୍ରବୋଧନ ଦେବା ପାଇଁ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧନକାଉଡ଼ା ଶ୍ରୀ ମତୀ ସେବଶ୍ରୀ ଭୋଇ ସ୍ୱତନ୍ତ୍ର ଭାବରେ ଆରମ୍ଭ କରିଛନ୍ତି ଛାତ୍ର ଛାତ୍ରୀ ମାନଙ୍କ ଗୃହ ପରିଦର୍ଶନ। ଘର କୁ ଘର ବୁଲି ପରୀକ୍ଷା ଦେବାକୁ ଯାଉଥିବା ଛାତ୍ର ଛାତ୍ରୀ ମାନଙ୍କୁ ପରୀକ୍ଷା ଟିପ ଦେଉଛନ୍ତି। ପରୀକ୍ଷା ସମୟ ରେ କିପରି ନିଜ ମନ କୁ ଏକାଗ୍ର କରି ପରୀକ୍ଷା ରେ ଭଲ ପ୍ରଦର୍ଶନ କରିବେ ତା ଉପରେ ଦିଗଦର୍ଶନ ଦେଉଛନ୍ତି। ପରୀକ୍ଷା ସମୟରେ ପିତା ମାତା ଛାତ୍ର ଛାତ୍ରୀ ମାନଙ୍କର କିପରି ଯତ୍ନ ନେବେ ବୁଝାଉଛନ୍ତି। ଗତକାଲି ଲେଡି ଲୁଇସ ବାଳିକା ଉଚ୍ଚ ବିଦ୍ୟାଳୟ ର ଦୁଇଜଣ ମେଧାବୀ ଛାତ୍ରୀ ଅଙ୍କିତା ପ୍ରଧାନ ଓ ଅର୍ପିତା ପ୍ରଧାନ ଙ୍କ ଘରେ ପହଂଚି ଛାତ୍ରୀ ମାନଙ୍କ ଆତ୍ମ ବିଶ୍ୱାସ ବଢ଼ାଇବାକୁ ଚେଷ୍ଟା କରିଥିଲେ। ତାଙ୍କ ସାଥିରେ ଥିଲେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁଜିତ କୁମାର ଲୁହା। ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ର ଏହି ପ୍ରୟାସ  ପିତା ମାତା ତଥା ଅଭିଭାବକ ମହଲ ରେ ବହୁତ ଆଦୃତ ହେଉଅଛି। ପରୀକ୍ଷା ଶେଷ ପର୍ଯନ୍ତ ଏହି କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ଶ୍ରୀମତୀ ଭୋଇ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like