-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||     

HOME   ଜିଲ୍ଲା

ବରପାଲି ରେ ବିଶ୍ଵ କର୍କଟ ଦିବସ ଅବସରରେ ସଚେତନତା ଶୋଭାଯାତ୍ରା

04-Feb-2025



ବରପାଲି (ସୁଦାମ ଦୀପ) ବରଗଡ ଜିଲ୍ଲା ବରପାଲି ଠାରେ ବିଶ୍ଵ କର୍କଟ ଦିବସ ପାଳନ ଅବସରରେ ବରଗଡ ଫାଇଟର ଗ୍ରୁପ, ସାମ୍ବାଦିକ ସଂଘ , ଲିଟିଲ ଏଞ୍ଜେଲସ ପବ୍ଲିକ ସ୍କୁଲର ଜୁନିୟର ରେଡ୍‌କ୍ରସ ଓ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ,ବରପାଲି ସାମ୍ବାଦିକ ସଂଘ ଏବଂ ବରପାଲି ମହାବିଦ୍ୟାଳୟର ଏନ୍‌ଏସ ଏସ୍ ଦଳ ମିଳିତଭାବେ ସ୍ଥାନୀୟ ଲିଟିଲ ଏଞ୍ଜେଲସ ପବ୍ଲିକ ସ୍କୁଲ ପରିସରରୁ କର୍କଟ ରୋଗର ନିରାକରଣ ପାଇଁ ଜନସଚେତନତା ସୃଷ୍ଟି କରିବାକୁ ଏକ ପଦଯାତ୍ରାର  ଆରମ୍ଭ ହୋଇ ସହରରେ ଏକ ବିରାଟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା l ବରପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧୀକ୍ଷକ ଡ଼ା.  ରାଜେଶ କୁମାର ବେହେରା ଓ ଲିଟିଲ ଏଞ୍ଜେଲସ ପବ୍ଲିକ ସ୍କୁଲର ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତୀ ସୁନିତା ମୁଣ୍ଡ ,ବରପାଲି ସାମ୍ବାଦିକ ସଂଘ ସଭାପତି ଚିତ୍ତରଞ୍ଜନ ସାହୁ, ପତାକା ଦେଖାଇ ପଦଯାତ୍ରାର ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟ ଅଧ୍ୟକ୍ଷା ମଧୁସ୍ମିତା ମୁଣ୍ଡ, ଉପାଧ୍ୟକ୍ଷ ସୁଶୀଳ କୁମାର ରଥ, ପ୍ରଶାସନିକ ଅଧିକାରୀ ମିନତି ପ୍ରଧାନ ଯୋଗ ଦେଇଥିଲେ । ଏହି ଯାତ୍ରା ସ୍ଳୋଗାନ ସହ ଷ୍ଟେଟବ୍ୟାଙ୍କ ଛକ ଦେଇ ଶ୍ୟାମାଛକ,ଡାକ୍ତରଖାନା ଛକ, ଅଶୋକ କ୍ଳବ ଦେଇ ଗାନ୍ଧିଛକଠାରେ ପହୁଞ୍ଚିଥିଲା ।ଏଥିରେ ସୁନିତା ମୁଣ୍ଡ, ନିବେଦିତା ସାହୁ,ମଧୁସ୍ମିତା ମୁଣ୍ଡ, ବାଲକିଶୋର ଖାଡଙ୍ଗା,ପଦ୍ମଲୋଚନ ସାହୁ, ସୂର୍ଯ୍ୟ ନାରାୟଣ ଦାଶ,ଦୁଷ୍ମନ୍ତ ମିଶ୍ର, ଅଶୋକ ବରାଇ,ବ୍ରଜକିଶୋର ମେହେର,ସୁଦାମ ଦିପ,ସୁବୋଧ ସାହୁ,ଦୟାସାଗର ନନ୍ଦ,ଧୀରେନ୍ଦ୍ର ପତି, ପଦ୍ମ ଲୋଚନ ଦାଶ, ଆଦିତ୍ୟ ପ୍ରସାଦ କର, ହେମାନନ୍ଦ କହ୍ନେଇ, ପୁରନ୍ଦର ସିଂହ, ଦେବେନ୍ଦ୍ର କୁମାର ମହାପାତ୍ର, ସରୋଜ ପଧାନ, ନିମାଇଁ ଥଇତ୍ ,ରୀତାଞ୍ଜଳି ଭୋଇ, ପ୍ରଶାନ୍ତ କୁମାର ସାହୁ,  ସ୍ୱାଗତିକା ସାହୁ , ସ୍ଵର୍ଣ୍ଣପ୍ରଭା ପଧାନ, ସିଟିଓ ମିଲ୍କୀ ବାରିକ,ଆଦି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026

You Might Also Like