-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାକୁ କୃମି ମୁକ୍ତ କରିବା ଆମ ସମସ୍ତଙ୍କ ଲକ୍ଷ୍ୟ ହେଉ :- ସୁବର୍ଣ୍ଣପୁରରେ ଜାତୀୟ କୃମିନାଶକ ଦିବସ ପାଳନ ନିମନ୍ତେ ସାମ୍ବାଦିକ ସମ୍ମିଳନୀ: -

04-Feb-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ସ୍ବାସ୍ଥ୍ୟ ସମିତି, ସୁବର୍ଣ୍ଣପୁର ଦ୍ୱାରା ଜିଲ୍ଲା ତାଲିମ କେନ୍ଦ୍ର ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ପ୍ରଦୀପ କୁମାର ଗୁରୁ ଙ୍କ ଅଧ୍ୟକ୍ଷତାରେ   ଜିଲ୍ଲା କୃମିନାଶକ ଦିବସ ପାଳନ ନିମନ୍ତେ ଏକସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ଆମ ଜିଲ୍ଲାରେ ଆସନ୍ତା ୧୦ ଫେବୃୟାରୀ ୨୦୨୫ ତାରିଖ ଦିନ ଜାତୀୟ ସ୍ତରରେ କୃମିନାଶକ ଦିବସ ପାଳନ କରାଯିବ । ଯେଉଁମାନେ ୧୦ ତାରିଖ ଦିନ ଔଷଧ ଖାଇବାରୁ ବଞ୍ଚିତ ରହିବେ ତାଙ୍କୁ ୧୭ ଫେବୃଆରୀରେ ମପ୍ ଅପ୍ ରାଉଣ୍ଡରେ ଔଷଧ ଖାଇବାକୁ ଦିଆଯିବ। ଏହି କାର୍ଯ୍ୟକ୍ରମରେ ଆମ ସୁବର୍ଣ୍ଣପୁର ଜିଲ୍ଲାର ୧,୭୭,୨୦୨ ହିତାଧିକାରୀ ଆଲବେଣ୍ଡାଜୋଲ ଔଷଧ ଖାଇବେ । ଏହାମଧ୍ୟରୁ ୧ବର୍ଷ ରୁ ୧୯ ବର୍ଷ ପର୍ଯ୍ୟନ୍ତ ୧,୬୫,୨୬୭ ଜଣ ଶିଶୁ ଓ କିଶୋର  ଏବଂ ୨୦ ବର୍ଷରୁ ୨୪ ବର୍ଷ ପର୍ଯ୍ୟନ୍ତ ୧୧,୯୩୫ ଜଣ ପ୍ରଜନନକ୍ଷମ ମହିଳା ରହିଛନ୍ତି । ସନ୍ତାନ ପ୍ରଜନନକ୍ଷମ ମହିଳାଙ୍କ ମଧ୍ୟରେ ଥ‌ିବା ଗର୍ଭବତୀ ଓ ପ୍ରସୂତି ମାନେ ଏହି ଔଷଧ ଖାଇବେ ନାହିଁ । ଆମ ଜିଲ୍ଲାର ୧୦୫୭ ଟି ସରକାରୀ ଓ ବେସରକାରୀ ସ୍କୁଲ/ମହାବିଦ୍ୟାଳୟ, ୧୫୧୬ ଟି ଅଙ୍ଗନବାଡ଼ି କେନ୍ଦ୍ରରେ ଏହି ଔଷଧ ମାଗଣାରେ ପ୍ରଦାନ କରିବାର ସୁବ୍ୟବସ୍ଥା କରାଯାଇଅଛି। କାର୍ଯ୍ୟକ୍ରମ କୁ ବ୍ୟବସ୍ଥିତ ଓ ସୁଚାରୁ ସମ୍ପାଦନ ପାଇଁ ୯୨ ଜଣ ମହିଳା ସ୍ଵାସ୍ଥ୍ୟ କର୍ମୀ, ୬୪୦ ଜଣ ଆଶାକର୍ମୀ ତଥା ୧୫୧୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କୁ ଆବଶ୍ୟକ ତାଲିମ ସହ ଔଷଧ ସେବନ କରାଇବାକୁ ନିୟୋଜିତ କରାଯାଇଥିବା ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ଗୁରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି । ସେବନ କରାଯିବାକୁ ଥିବା ଏହି ଔଷଧ ସମ୍ପୂର୍ଣ୍ଣ ନିରାପଦ ରହିଥିବା ତଥା ଏହି ଔଷଧ ଖାଇବା ଦ୍ବାରା ଶିଶୁର ରକ୍ତହୀନତା ଦୂର ହେବା ସହ ଶିଶୁର ପୌଷ୍ଟିକ ବୃଦ୍ଧି ହେବ ‌ଏବଂ ସ୍କୁଲ ଓ ଅଙ୍ଗନବାଡିରେ ଉପସ୍ଥାନ ବଢିବ । ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଏହି ଅବସରରେ କୃମି ମୁକ୍ତ ସୁବର୍ଣ୍ଣପୁର ପାଇଁ ଜିଲ୍ଲାର ସମସ୍ତ ଅଭିଭାବକ, ଜନସାଧାରଣ ତଥା ଗଣମାଧ୍ଯମ ପ୍ରତିନିଧୂ ମାନଙ୍କର ସମ୍ପୂର୍ଣ୍ଣ ସହଯୋଗ କାମନା କରିଥିଲେ ।  ଏହି ସଂମ୍ବାଦିକ ସମ୍ମିଳନୀ ରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ଃ ଦୈତ୍ୟ ନାରାୟଣ ପାଢ଼ୀ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ମନୋଜ କୁମାର ଅଦାବର, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ଭି ଭି ଡି ଡ଼ଃ ଗୋପାଳ ଚନ୍ଦ୍ର ମଲ୍ଲିକ, ଡି ପି ଏମ ଏନ ଏଚ ଏମ ବିଶ୍ୱମ୍ବର ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଏ ଡି ପି ଏଚ ସି ଓ ବୃନ୍ଦାବନ ସାହୁ,ଡି ଏମ ଆର ସି ଏଚ ସୁଧାଂଶୁ ଶେଖର ନାୟକ, ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଜିଲ୍ଲା ହିସାବ ପରିଚାଳକ ସରୋଜ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like