-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ଫେବୃଆରୀ ୧୦ ରୁ ୧୯ ବଲାଙ୍ଗିରରେ ଫାଇଲେରିଆ ନିରାକରଣ ଅଭିଯାନ

04-Feb-2025



ବଲାଙ୍ଗିର(ଦେବାଶିଷ ବହିଦାର): ବଲାଙ୍ଗିର ଜିଲ୍ଲା ର ୧୧ ଗୋଟି ବ୍ଲକ ଓ ୫ ଗୋଟି ସହରାଞ୍ଚଳରେ ଚଳିତ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯକ୍ରମ କରାଯିବ। ଆଜି ଅପରାହ୍ନରେ ସ୍ଥାନୀୟ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ରମେଶ ଚନ୍ଦ୍ର ସାହୁ  ଏହି ସୂଚନା ଦେଇଛନ୍ତି। ଏହି ସମୟ ମଧ୍ୟରେ ଜିଲ୍ଲାର ୧୩ ଲକ୍ଷ ୪୯ ହଜାର ୪୧ଜଣଙ୍କୁ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ଔଷଧ ପ୍ରଦାନ କରାଯିବ। ଏଥି ସକାଶେ ୪୧୮୩  ଜଣ ଔଷଧ ପ୍ରଦାନକାରୀ ଓ ୨୦୮୭ ସ୍ୱାସ୍ଥ୍ୟକର୍ମୀ ଏବଂ ୪୧୦  ଜଣ ସୁପରଭାଇଜର ଏବଂ ୭୬ ଜଣ ମୋବାଇଲ ଦଳଙ୍କୁ ନିୟୋଜିତ କରାଯାଇଛି । ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ମାନେ ଘରକୁ ଘର ଯାଇ ନିଜ ତତ୍ଵାବଧାନରେ ନିଜ ସମ୍ମୁଖରେ ଔଷଧ ଖୁଆଇବେ । ଗର୍ଭବତୀ ମହିଳା, ୨ବର୍ଷରୁ କମ ବୟସର ଶିଶୁ ଓ ଗୁରୁତର ରୋଗୀଙ୍କୁ ଏହି ବଟିକା ଦିଆଯିବ ନାହିଁ । ଡି.ଇ.ସି ବଟିକା,ଅଲବେନଡଜୋଲ ଓ ଇଭରମେକଟିନ  ବଟିକା ନିୟୋଜିତ ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ମାନେ ଘରକୁ ଘର ଯାଇ ପରିବାର ର ସଦସ୍ୟ ସଦସ୍ୟା ମାନଙ୍କୁ ବୟସ ଅନୁସାରେ ଏହି ବଟିକା ଖୁଆଇବେ । ଏହି ଔଷଧ ସେବନ ଦ୍ଵାରା ଶରୀର ଭିତରେ ଥିବା ମାଇକ୍ରୋ ଫାଇଲେରିଆ ପରଭୋଜୀ ସମ୍ପୂର୍ଣ ଭାବେ ମରିଯାଆନ୍ତି ଏବଂ ବଡ ପାରାସାଇଟ ମାନେ ନିସ୍ତେଜ ହୋଇଯାଆନ୍ତି ତଥା ଲୋକମାନେ ଭବିଷ୍ୟତରେ ଫାଇଲେରିଆ ରୋଗରୁ ସମ୍ପୂର୍ଣ ଆରୋଗ୍ୟ ଲାଭ କରନ୍ତି  ଏବଂ ଏହି ଔଷଧ ସମ୍ପୂର୍ଣ ନିରାପଦ ଅଟେ ବୋଲି ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ 

ଡାକ୍ତର କୁବେର ଚନ୍ଦ୍ର ମହନ୍ତ ସୂଚନା ଦେଇଥିଲେ। ଏ ସମ୍ପର୍କରେ ଜିଲ୍ଲାରେ ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ମାନଙ୍କୁ ତାଲିମ ପ୍ରଦାନ, ରାତ୍ରିକାଳୀନ ରକ୍ତ ନମୁନା ସର୍ଭେ ,ବ୍ଲକ ସ୍ତରୀୟ ସମନ୍ଵୟ ବୈଠକ ଏବଂ ମାଇକ୍ରୋପ୍ଲାନ ସମ୍ପୂର୍ଣ ହୋଇ ଯାଇଛି ବୋଲି ସେ ସୂଚନା ଦେଇଥିଲେ। ସଚେତନତା ନିମନ୍ତେ ଏ ସମ୍ପର୍କିତ ଲିଫଳେଟ ବଣ୍ଟନ ଓ ବିଦ୍ୟାଳୟ ଗୁଡିକରେ ସଚେତନତା କାର୍ଯକ୍ରମ କରାଯାଇଛି ବୋଲି ସେ ପ୍ରକାଶ କରିଥିଲେ । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ କାର୍ଯକ୍ରମର ଜିଲ୍ଲା ସଂଯୋଜକ ସୁରେଶ ସ୍ଵାଇଁଙ୍କ ସମେତ ପ୍ରିଣ୍ଟ ଏବଂ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ପ୍ରମୁଖ ଉପାସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like