-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||     

HOME   ରାଜ୍ୟ

ତେଜସ୍‌ ଏକ୍ସପ୍ରେସ ପୁଣି ଥରେ ଅକ୍ଟୋବର ୧୭ରୁ ଲକ୍ଷ୍ନୌ ଏବଂ ଦିଲ୍ଲୀ ମଧ୍ୟରେ ତେଜସ୍ ଏକ୍ସପ୍ରେସ ପୁଣି ଥରେ ଗଡ଼ିବାକୁ ଯାଉଛି

08-Oct-2020



ତେଜସ୍‌ ଏକ୍ସପ୍ରେସ ପୁଣି ଥରେ ଅକ୍ଟୋବର ୧୭ରୁ ଲକ୍ଷ୍ନୌ ଏବଂ ଦିଲ୍ଲୀ ମଧ୍ୟରେ ତେଜସ୍ ଏକ୍ସପ୍ରେସ ପୁଣି ଥରେ ଗଡ଼ିବାକୁ ଯାଉଛି। ଆଜିଠାରୁ ସିଟ୍ ବୁକିଂ ଆରମ୍ଭ ହେବ। ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍ ଅନୁସାରେ ଯାତ୍ରୀମାନଙ୍କୁ ଟ୍ରେନରେ ଖାଦ୍ୟ ପ୍ୟାକେଟ ମିଳିବ। ଆଇଆରସିଟିସି ତେଜସ ଏକ୍ସପ୍ରେସ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଫେସ୍ ସିଲ୍ଡ ବାଧ୍ୟତାମୂଳକ କରିଛି। ଏହା ବିନା ଯାତ୍ରୀମାନେ ଟ୍ରେନରେ ଯାତ୍ରା କରିପାରିବେ ନାହିଁ । ମଙ୍ଗଳବାର ରେଲଓ୍ବେ ବୋର୍ଡ ଏବଂ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍ ଅଧିକାରୀଙ୍କ ବୈଠକରେ ତେଜସ୍‌ ଏକ୍ସପ୍ରେସ ଚାଲୁ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି!! ଏଥିରେ ଯାତ୍ରା କରିବା ପାଇଁ ଯାତ୍ରୀଙ୍କୁ ପାଖାପାଖି ଦେଢ଼ ଘଣ୍ଟା ପୂର୍ବରୁ ପହଞ୍ଚିବାକୁ ପଡ଼ିବ। ଅର୍ଥାତ୍ ସକାଳ ୬ଟା ୧୦ ମିନିଟ୍‌ ସମୟରେ ଲକ୍ଷ୍ନୌ ଜଙ୍କସନ୍‌ ଷ୍ଟେସନ୍‌ରୁ ଯାତ୍ରା କରିବା ପାଇଁ ସକାଳ ୪ଟା ୩୦ ମିନିଟ୍‌ରେ ପହଞ୍ଚିବାକୁ ପଡ଼ିବ। ଟ୍ରେନ ଅପରାହ୍ନ ୧୨ଟା ୨୫ ମିନିଟ୍‌ରେ ନୂଆଦିଲ୍ଲୀରେ ପହଞ୍ଚିବ।  ସାନିଟାଇଜ୍‌ର ଏବଂ ମାସ୍କ ଦେବା ନେଇ ବିଚାର କରାଯିବ। ୧୭ରୁ ମୁମ୍ବାଇ ଏବଂ ଅହମଦାବାଦ ମଧ୍ୟରେ ତେଜସ୍‌ ଏକ୍ସପ୍ରେସ୍‌ର ସଞ୍ଚାଳନ ଆରମ୍ଭ ହୋଇଯିବ!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026

You Might Also Like