-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଓ ସବୁଜ ଗ୍ରାମ ଉପରେ ତାଲିମ ପ୍ରଦାନ

04-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ସଶକ୍ତ ପଞ୍ଚାୟତି ରାଜ, ସଶକ୍ତ ଓଡିଶା ଗଠନକୁ ନେଇ ଦୀର୍ଘ ସ୍ଥାୟୀ ବିକାଶ ଲକ୍ଷ୍ୟର ସ୍ଥାନୀୟ କରଣକୁ ନେଇ ଦକ୍ଷତା ବୃଦ୍ଧି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପରିଷଦ ବରଗଡ଼ ସହଯୋଗରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ,ବିଡ଼ିଓ ଲକ୍ଷ୍ମଣ ମାଝି,ଜିପିଓ ପାଣ୍ଡବ ନନ୍ଦ ଯୋଗ ଦେଇ କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ତାଲିମଦାତା ଡ.ଭୁବନେଶ୍ୱର ଦେବତା ଓ ଭୂମିଶୁତା ମେହେର ତାଲିମ ପ୍ରଦାନ କରିଥିଲେ । ପଞ୍ଚାୟତର ସର୍ବାଙ୍ଗୀନ ବିକାଶ ଉପରେ କାର୍ଯ୍ୟକ୍ରମରେ ତାଲିମ ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି ସଚେତନ କରିଥିଲେ। ଏଥିରେ ପଞ୍ଚାୟତସ୍ତରୀୟ କର୍ମଚାରୀ, ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳା, ସିଆରପି, ଏମବିକେ,ଅଙ୍ଗନୱାଡ଼ି କର୍ମୀ,ଆଶା କର୍ମୀ, ଏ.ଏନ.ଏମ ଗ୍ରାମପଞ୍ଚାୟତ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ଅନ୍ୟପଟେ ଏହି ଏକ ଦିବସୀୟ ତାଲିମ କାର୍ଯ୍ୟକ୍ରମରେ ବିଶେଷ କରି ସ୍ୱଚ୍ଛ ଓ ସବୁଜ ଗ୍ରାମ ଉପରେ ତାଲିମ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like