-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||     

HOME   ଜିଲ୍ଲା

ବଡ଼ ଦର୍ଲିପାଲି ସେବାଶ୍ରମ ସହିତ ତିନୋଟି ସ୍କୁଲ ରେ ଅଟଳ ପରିବାରର ପ୍ରସାଦ ବଣ୍ଟନ

04-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବଡ଼ଦର୍ଲିପାଲି  ସେବାଶ୍ରମ ବିଦ୍ୟାଳୟରେ  ବାଗଦେବୀ ମାଁ ସରସ୍ବତୀଙ୍କ ପୂଜା ଉତ୍ସବ ମହା ଧୁମଧାମରେ ପାଳିତ ହୋଇଯାଇଛି।ବିଦ୍ୟାଳୟ ଶିକ୍ଷା ପରିବାର ତଥା ଅଟଳ ଚେରିଟେବୁଲ ଟ୍ରଷ୍ଟର ମିଳିତ ସହଯୋଗରେ ଏହି ପୂଜା ଉତ୍ସବରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ସଭ୍ୟା, ମୋ ସ୍କୁଲ ଅଭିଯାନ କମିଟି ସଭ୍ୟ ସଭ୍ୟା, ଗ୍ରାମର ସମସ୍ତ ଅଙ୍ଗନବାଡି, ଯୁବକ ସଂଘ, ଗ୍ରାମବାସୀ ତଥା ଅଟଳ ଚେରିଟେବୁଲ ଟ୍ରଷ୍ଟ ସଭ୍ୟ ନିତ୍ୟାନନ୍ଦ ବେହେରା, ପ୍ରଫୁଲ୍ଲ ପ୍ରଧାନ ଆଦି ଯୋଗଦାନ କରିଥିଲେ।ଏହି ଅବସରରେ ବିଦ୍ୟାଳୟ ପ୍ରାଙ୍ଗଣରେ କଲା ମୁଗୁନି ପଥରରେ ନିର୍ମିତ ଏକ ଚାରି ଫୁଟ ଉଚ୍ଚତା ବିଶିଷ୍ଟ ସରସ୍ବତୀ ମୂର୍ତ୍ତି ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପୂଜାରେ ସହଯୋଗ କରିଥିବା ବେଳେ ପ୍ରସାଦ ବଣ୍ଟନ କାମରେ ଗ୍ରାମର ଯୁବକ ମାନେ ସହଯୋଗ କରିଥିଲେ।ଅଟଳ ଚେରିଟେବୁଲ ଟ୍ରଷ୍ଟ ତରଫରୁ ପ୍ରସାଦର ବ୍ୟବସ୍ଥା କରାଯାଇଥିଲା  ବେଳେ ଅନ୍ୟାନ୍ୟ ବଦାନ୍ୟ ବ୍ୟକ୍ତି ମାନଙ୍କ ତରଫରୁ ମଧ୍ୟ ପିଲାଙ୍କ ପ୍ରସାଦ ପାଇଁ ବିଭିନ୍ନ ଜିନିଷ ଯୋଗେଇ ଥିଲେ । ସମସ୍ତଙ୍କ ସହଯୋଗ ହେତୁ ଅତି ଶାନ୍ତିଶୃଙ୍ଖଳା ତଥା ସୁରୁଖୁରୁରେ ପୂଜା ଟି ସମାପିତ ହୋଇ ଥିଲା ।ଏହା ସହିତ ପିକ୍ରିଝରଣ ପ୍ରାଥମିକ ବିଦ୍ୟାଳୟରେ ଉକ୍ତ ଟ୍ରଷ୍ଟ ର ସମ୍ପାଦକ ଶଙ୍କର ପଟେଲ ପ୍ରସାଦ ବଣ୍ଟନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026

You Might Also Like